Monday, June 29, 2026 08:41 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

‘ଚିନ୍ତା କରନା, ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ତୁମ ସହିତ ଅଛନ୍ତି’

ପଶ୍ଚିମବଙ୍ଗ ଦୁର୍ଗାପୁରରେ ପୀଡିତା ଓଡ଼ିଆ ଝିଅ, ତାଙ୍କ ମା ଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ

by Our Correspondent
13 Oct, 2025- 11:05 PM
in Latest News, News
1 min read
0
‘ଚିନ୍ତା କରନା, ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ତୁମ ସହିତ ଅଛନ୍ତି’

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ପଶ୍ଚିମ ବଙ୍ଗର ଦୁର୍ଗାପୁର ଠାରେ ଗଣ ଦୁଷ୍କର୍ମ ର ଶିକାର ହୋଇଥିବା ଓଡ଼ିଆ ଝିଅ, ତାଙ୍କ ମା ଏବଂ ସେଠାରେ ଉପସ୍ଥିତ ଓଡ଼ିଶା ମହିଳା କମିଶନ୍ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ଆଲୋଚନା କରିଛନ୍ତି।

ଆଲୋଚନା କରିବା ସମୟରେ ମୁଖ୍ୟମନ୍ତ୍ରୀ ଓଡ଼ିଆ ଝିଅଙ୍କୁ କହିଛନ୍ତି ‘ଚିନ୍ତା କରନାହିଁ, ଓଡ଼ିଶା ସରକାର ସମ୍ପୂର୍ଣ୍ଣ ଭାବେ ତୁମ ସହିତ ଅଛନ୍ତି।’

ଝିଅ ଯେପରି ଶୀଘ୍ର ସୁସ୍ଥ ହେବ ଏବଂ ସାମାନ୍ୟ ଜୀବନ ଯାପନ କରି ଶିକ୍ଷା କ୍ଷେତ୍ରରେ ଆଗକୁ ବଢିବ, ସେଥିପାଇଁ ରାଜ୍ୟ ସରକାର ଚିନ୍ତା କରୁଛନ୍ତି ଏବଂ ଏଥିପାଇଁ ନିୟମ ଅନୁଯାୟୀ ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ।

ପୀଡ଼ିତାଙ୍କ ମା ଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ କଥା ହୋଇ ଏ କ୍ଷେତ୍ରରେ ଅପରାଧୀ ମାନେ ଯେପରି ଶୀଘ୍ର ଏବଂ ଦୃଷ୍ଟାନ୍ତମୂଳକ ଦଣ୍ଡ ପାଇବେ, ସେଥିପାଇଁ ଓଡ଼ିଶା ସରକାର ତାଙ୍କର ଉଦ୍ୟମ ଜାରିରଖିଛନ୍ତି ବୋଲି କହିଥିଲେ।

ସେଠାରେ ଉପସ୍ଥିତ ରାଜ୍ୟ ମହିଳା କମିଶନ୍ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ପଶ୍ଚିମବଙ୍ଗ ସରକାରଙ୍କ ସହିତ ଯୋଗାଯୋଗ ରକ୍ଷା କରିବା କରି ଝିଅକୁ ତୁରନ୍ତ ନ୍ୟାୟ ପ୍ରଦାନ ପାଇଁ ଉଦ୍ୟମ କରିବାକୁ ପରାମର୍ଶ ଦେବା ସହିତ, ଚାପ ସୃଷ୍ଟି କରିବା ପାଇଁ ସବୁ ଫୋରମ୍ ର ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସଂପୃକ୍ତ ପୀଡ଼ିତା ବର୍ତ୍ତମାନ ଚିକିତ୍ସାଧିନ ଅଛନ୍ତି।

ପୂର୍ବରୁ ମୁଖ୍ୟମନ୍ତ୍ରୀ ତାଙ୍କ ବାପାଙ୍କ ସହିତ ମଧ୍ୟ କଥା ହୋଇଥିଲେ।

Previous Post

ମହାନଦୀ ଜଳ ବିବାଦରେ ପ୍ରଧାନମନ୍ତ୍ରୀ ହସ୍ତକ୍ଷେପ କରନ୍ତୁ

Next Post

ସାନଘାଗରାରେ ପ୍ରତିଷ୍ଠା ହେବ ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର

Next Post
ସାନଘାଗରାରେ ପ୍ରତିଷ୍ଠା ହେବ ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର

ସାନଘାଗରାରେ ପ୍ରତିଷ୍ଠା ହେବ ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA