Wednesday, February 18, 2026 10:07 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିଶ୍ୱସ୍ତରୀୟ ହେବ ବରମୁଣ୍ଡା ବସଷ୍ଟାଣ୍ଡ

ବଜେଟ୍ ୧୮୦ କୋଟି, ଅବଧି ୧୮ ମାସ

by Our Correspondent
10 Dec, 2020- 08:35 PM
in Latest News, News
1 min read
0
ବିଶ୍ୱସ୍ତରୀୟ ହେବ ବରମୁଣ୍ଡା ବସଷ୍ଟାଣ୍ଡ

ଭୁୁବନେଶ୍ୱର: ବର୍ଷ ବର୍ଷ ଧରି ଅବହେଳିତ ଅବସ୍ଥାରେ ପଡ଼ିଥିବା ରାଜ୍ୟର ସବୁଠାରୁ ବ୍ୟସ୍ତବହୁଳ ବରମୁଣ୍ଡା ବସଷ୍ଟାଣ୍ଡର ନବୀକରଣ ପାଇଁ ସରକାର ଏବେ ତତ୍ପର ହୋଇଛନ୍ତି । ବିଶ୍ୱସ୍ତରୀୟ ମାନ ସହ ଏହାକୁ ଅତ୍ୟାଧୁନିକ କରାଯିବ । ଏଥିପାଇଁ ୧୮୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଦୁଇଟି ଭାଗରେ ଛିଡ଼ା ହେବ ପ୍ରକଳ୍ପ । ଗୋଟିଏ ଖଣ୍ଡଗିରି ବସ୍ ଡିପୋ ଏବଂ ଅନ୍ୟଟି ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲ୍ । ଇତିମଧ୍ୟରେ ଖଣ୍ଡଗିରି ବସ୍ ଡିପୋ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଆନ୍ତଃରାଜ୍ୟ ବସ୍ ଟର୍ମିନାଲ୍ ପ୍ରକଳ୍ପ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି ।

ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମ ଅଧିନରେ ଏହି ଆନ୍ତଃରାଜ୍ୟ ବସ୍ ଟର୍ମିନାଲ୍ ର ରୂପାନ୍ତରୀଣ କାର୍ଯ୍ୟ ହାତକୁ ନିଆଯାଇଛି । ଅତ୍ୟାଧୁନିକ ଡିଜାଇନ୍ ସହିତ ଯାତ୍ରୀମାନଙ୍କର ସୁବିଧା ସୁଯୋଗ, ବସ୍ ମାନଙ୍କର ପ୍ରଶସ୍ଥ ପ୍ରବେଶ ଓ ପ୍ରସ୍ଥାନ ତଥା ବାଣିଜ୍ୟିକ ସ୍ଥାନ ଉପରେ ସ୍ୱତନ୍ତ୍ର ଗୁରୁତ୍ୱ ଦିଆଯାଇଛି । ଏହି ବସ୍ ଟର୍ମିନାଲ୍ ଭୁବନେଶ୍ୱରର ନୂଆ ଲ୍ୟାଣ୍ଡମାର୍କ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ବରମୁଣ୍ଡା ଯାଇ ଆନ୍ତଃରାଜ୍ୟ ବସ୍ ଟର୍ମିନାଲ୍ ର ନିର୍ମାଣ କାର୍ଯ୍ୟ ବୁଲି ଦେଖିଥିଲେ । ମୁଖ୍ୟମନ୍ତ୍ରୀ ଖଣ୍ଡଗିରି ବସ୍ ଡିପୋ ମଧ୍ୟ ବୁଲି ଦେଖିଥିଲେ । ସେଠାରେ ଉନ୍ନତ ନିର୍ମାଣ କାର୍ଯ୍ୟ ସହ ବସ୍ ରହିବାର ସୁବ୍ୟବସ୍ଥା ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲ୍ କୁ ପୂର୍ବ ଭାରତର ପ୍ରମୁଖ ବସ୍ ଟର୍ମିନାଲ୍ ଭାବରେ ଗଢ଼ି ତୋଳିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ୧୮ ମାସ ମଧ୍ୟରେ କାର୍ଯ୍ୟ ଶେଷ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କର ଏହି ପରିଦର୍ଶନ ସମୟରେ ଭୁବନେଶ୍ୱରର ୩ ବିଧାୟକ ମନ୍ତ୍ରୀ ଅଶୋକ ପଣ୍ଡା, ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍, ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ, ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

କାହାଣୀର ନାଁ ଆକାଶ ପାଠକ

Next Post

ପୁଣି ଭାଣ୍ଡିଆ ହେଲେ ଗଣଶିକ୍ଷା ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଚିଡିଲେ

Next Post
ପୁଣି ଭାଣ୍ଡିଆ ହେଲେ ଗଣଶିକ୍ଷା ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଚିଡିଲେ

ପୁଣି ଭାଣ୍ଡିଆ ହେଲେ ଗଣଶିକ୍ଷା ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଚିଡିଲେ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA