Tuesday, July 7, 2026 04:28 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପୁଅ ହେଲେ ୧୦ ହଜାର, ଝିଅ ହେଲେ ମିଳିବ ୧୨ ହଜାର

ମମତାରେ ମିଶିବ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା

by Our Correspondent
11 Feb, 2025- 09:39 PM
in Latest News, News
1 min read
0
ପୁଅ ହେଲେ ୧୦ ହଜାର, ଝିଅ ହେଲେ ମିଳିବ ୧୨ ହଜାର

ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ (Co-Branding) କାର୍ଯ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨ ହଜାର ଟଙ୍କା ପ୍ରଦାନ କରାଯିବ । ଗର୍ଭବତୀ, ପ୍ରସୂତି ମହିଳା ମାନଙ୍କ ଉତ୍ତମ ସ୍ୱାସ୍ଥ୍ୟ ତଥା କନ୍ୟା ସନ୍ତାନ ଜନ୍ମକୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଏହା ଘୋଷଣା କରିଛନ୍ତି ।

ଏହି ଯୋଜନାରେ ପୁତ୍ର ସନ୍ତାନ ଜନ୍ମ କ୍ଷେତ୍ରରେ ୧୦ ହଜାର ଟଙ୍କା ପ୍ରଦାନ କରାଯିବ । ତେବେ କନ୍ୟା ସନ୍ତାନ ପାଇଁ ପୂର୍ବରୁ ୧୦ ହଜାର ଟଙ୍କା ଦିଆଯାଉଥିବା ବେଳେ ମିଳିତ ଯୋଜନାରେ ୧୨ ହଜାର ଟଙ୍କା ଦିଆଯିବ । ସର୍ବାଧିକ ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ସହାୟତା ମିଳିବ । ତେବେ ପିଭିଟିଜି ମାନଙ୍କ କ୍ଷେତ୍ରରେ ଦୁଇଟି ସନ୍ତାନ ସୀମା ଲାଗୁ ହେବ ନାହିଁ ।

ଏଥିରେ ସହାୟତା କରୁଥିବା ଅଙ୍ଗନବାଡ଼ି କର୍ମୀମାନଙ୍କୁ ୨୦୦ ଟଙ୍କା ବଦଳରେ ୨୫୦ ଟଙ୍କା, ଏବଂ ଅଙ୍ଗନବାଡ଼ି ସହାୟକମାନଙ୍କୁ ୫୦ ଟଙ୍କା ପରିବର୍ତ୍ତେ ୧୫୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ ।

ଏହି ଉଭୟ ଯୋଜନାର ସମ୍ମିଳିତ କାର୍ଯ୍ୟକାରିତା ପାଇଁ ଆସନ୍ତା ଆର୍ଥିକ ବର୍ଷରେ ପ୍ରାୟ ୫୧୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। ଏଥିପାଇଁ କେନ୍ଦ୍ର ସରକାର ୧୧୫.୯୭ କୋଟି ଟଙ୍କା ପ୍ରଦାନ କରିବାବେଳେ ରାଜ୍ୟ ସରକାର ୩୯୫.୭୫ କୋଟି ଟଙ୍କା ଯୋଗାଇ ଦେବେ । ଏହାଦ୍ୱାରା ପ୍ରାୟ ୪ ଲକ୍ଷ ୫୦ ହଜାର ଗର୍ଭବତୀ ଓ ପ୍ରସୂତି ମହିଳା ଉପକୃତ ହେବାର ସମ୍ଭାବନା ରହିଛି ।

Previous Post

ଭକ୍ତ ଦାସଙ୍କ ପାଇଁ ଅପୂର୍ବ ସୁଯୋଗ

Next Post

ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା

Next Post
ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା

ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA