Wednesday, April 22, 2026 05:44 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଜାନୁଆରୀ ୨୬ରୁ କଂଗ୍ରେସର ‘ହାତକୁ ହାତ ଯୋଡ଼’ ଅଭିଯାନ

by Our Correspondent
18 Dec, 2022- 08:33 PM
in Latest News, News, Politics
1 min read
0
ଜାନୁଆରୀ ୨୬ରୁ କଂଗ୍ରେସର ‘ହାତକୁ ହାତ ଯୋଡ଼’ ଅଭିଯାନ
ଭୁବନେଶ୍ୱର: ସାରା ଦେଶରେ କଂଗ୍ରେସ ପ୍ରତି ପୁନଃ ସମର୍ଥନ ଯୋଗାଡ଼ ପାଇଁ ଦଳ ଆରମ୍ଭ କରିବ ‘ହାତକୁ ହାତ ଯୋଡ’ ଅଭିଯାନ । ଆସନ୍ତା ଜାନୁଆରୀ ୨୬ ରୁ ଏହା ଆରମ୍ଭ ହୋଇ ଦୁଇମାସ ପର୍ଯ୍ୟନ୍ତ ଚାଲିବ । ଓଡ଼ିଶାର ପ୍ରତ୍ୟେକ ଜିଲ୍ଲାରେ ବୁଥ, ଗାଁ, ପଞ୍ଚାୟତ, ବ୍ଲକ୍ ଓ ଜିଲ୍ଲାସ୍ତରରେ ଏହି କାର୍ଯ୍ୟକ୍ରମ ଚାଲିବ । ବିଜେପି ଓ ବିଜେଡି ସରକାର ବିରୋଧରେ ଚାର୍ଜସିଟ୍ ନେଇ ନେତା ଓ କର୍ମୀମାନେ ଘରେ ଘରେ ଲୋକଙ୍କ ପାଖରେ ପହଞ୍ଚିବେ ।
କଂଗ୍ରେସ ପ୍ରଭାରୀ ଡ. ଚେଲ୍ଲା କୁମାରଙ୍କ ଉପସ୍ଥିତିରେ ଆଜି କଂଗ୍ରେସ ଭବନରେ ଏହାର ପ୍ରସ୍ତୁତି ବୈଠକ ବସିଥିଲା । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ଦଳର ବରିଷ୍ଠ ନେତା, ଜିଲ୍ଲା ସଭାପତି ଓ ବିଧାୟକମାନେ ବୈଠକରେ ଯୋଗଦେଇଥିଲେ ।

ନିଷ୍ପତ୍ତି ଅନୁଯାୟୀ, ହାତକୁ ହାତ ଯୋଡ କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରତ୍ୟେକ ଗାଁର କଂଗ୍ରେସ କର୍ମୀ, ଜନସାଧାରଣ, ବୁଦ୍ଧିଜୀବୀ, କୃଷକ, ଆଦିବାସୀ, ଅନୁସୂଚିତ ଜାତି/ଜନଜାତି ଏବଂ ବିଶେଷ କରି ମହିଳାମାନଙ୍କ ସହିତ ସିଧାସଳଖ ଯୋଡି ହେବ କଂଗ୍ରେସ । କଂଗ୍ରେସ ପତାକା ପ୍ରତ୍ୟେକ ଗାଁରେ ଉତ୍ତୋଳନ କରାଯିବ । ଓଡ଼ିଶାର ୨୨ ବର୍ଷର ବିଜେଡି ସରକାର ଏବଂ ୯ ବର୍ଷର କେନ୍ଦ୍ରର ବିଜେପି ସରକାରର ସମସ୍ତ ବିଫଳତା, ଜନମାରଣ ନୀତି, ପ୍ରତାରଣାକୁ ଲୋକମାନଙ୍କ ପାଖରେ ପହଞ୍ଚାଯିବ । ଦୁଇମାସ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଯୁବ କଂଗ୍ରେସ ଓ ମହିଳା କଂଗ୍ରେସ ସାମିଲ ହେବେ । କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ଥିବା ପିସିସି ସଭାପତି ସୂଚନା ଦେଇଛନ୍ତି ।
ଚେଲ୍ଲାକୁମାରଙ୍କ ଚେତାବନୀ: କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରଭାରୀ ଚେଲ୍ଲାକୁମାର ଦଳୀୟ ନେତାଙ୍କୁ ଆହ୍ୱାନ ଦେବା ସହ ବିଶୃଙ୍ଖଳା ସୃଷ୍ଟିକାରୀଙ୍କୁ କଡ଼ା ଚେତାବନୀ ଦେଇଥିଲେ । ବିଶୃଙ୍ଖଳା ଓ ବିଶୃଙ୍ଖଳତାକାରୀଙ୍କୁ କୌଣସି ପରିସ୍ଥିତିରେ ଆଉ ବରଦାସ୍ତ କରାଯିବ ନାହିଁ । ସେମାନଙ୍କ ବିରୋଧରେ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜଣାଇ ଦେଇଥିଲେ ।

 

Previous Post

ଶ୍ରୀକ୍ଷେତ୍ରରେ ବିଜେଡି ପାଳିବ ରୌପ୍ୟ ଜୟନ୍ତୀ

Next Post

କେନ୍ଦ୍ରକୁ ବକେୟା ଅର୍ଥ ମାଗିଲେ ବିଜେଡି ସାଂସଦ

Next Post
କେନ୍ଦ୍ରକୁ ବକେୟା ଅର୍ଥ ମାଗିଲେ ବିଜେଡି ସାଂସଦ

କେନ୍ଦ୍ରକୁ ବକେୟା ଅର୍ଥ ମାଗିଲେ ବିଜେଡି ସାଂସଦ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA