Thursday, April 30, 2026 10:21 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୭ ରୁ କଂଗ୍ରେସର ଦରବୃଦ୍ଧି ପ୍ରତିବାଦ

by Our Correspondent
05 Jul, 2021- 09:54 PM
in Latest News, News
0
୭ ରୁ କଂଗ୍ରେସର ଦରବୃଦ୍ଧି ପ୍ରତିବାଦ

ଭୁବନେଶ୍ୱର: ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ତଥା ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦରବୃଦ୍ଧି ବିରୋଧରେ ଆସନ୍ତା ୭ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ କଂଗ୍ରେସ ପକ୍ଷରୁ ଦେଶବ୍ୟାପୀ ପ୍ରତିବାଦ ଆନ୍ଦୋଳନ ହେବ । ଜୁଲାଇ ୭ ବୁଧବାର ଦିନ ଓଡ଼ିଶାର ପ୍ରତି ବ୍ଲକ୍ ସାମ୍ନାରେ ଲୋକେ ଝାଞ୍ଜ, ଘଣ୍ଟ ମାଡ଼ କରି ପ୍ରତିବାଦ କରିବେ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।

ଆନ୍ଦୋଳନ କାର୍ଯ୍ୟସୂଚୀ ଅନୁଯାୟୀ, ଜୁଲାଇ ୯ ରେ ଜିଲ୍ଲା ସଦର ମହକୁମାରେ ସାଇକେଲ ଯାତ୍ରା କରି ଏହାର ପ୍ରତିବାଦ କରାଯିବ । ଜୁଲାଇ ୧୪ ରେ ରାଜ୍ୟସ୍ତରୀୟ ପ୍ରତିବାଦ ଆନେ୍ଦାଳନ ହେବ । ଜୁଲାଇ ୧୫ ରେ ମହଙ୍ଗା ମାଡ଼ର ପ୍ରତିବାଦ ସ୍ୱରୂପ କୌଣସି ବି ପେଟ୍ରୋଲ ଟାଙ୍କିରୁ ପେଟ୍ରୋଲ ଓ ଡିଜେଲ ନ ପକାଇବାକୁ ଏବଂ ରନ୍ଧନ ଗ୍ୟାସ୍ ନ କିଣିବା ପାଇଁ ଓଡ଼ିଶାବାସୀଙ୍କୁ ଶ୍ରୀ ପଟ୍ଟନାୟକ ନିବେଦନ କରିଛନ୍ତି । ଜୁଲାଇ ୧୭ ତାରିଖ ଦିନ ସମସ୍ତ ପେଟ୍ରୋଲ ପମ୍ପ ସାମ୍ନାରେ ଦସ୍ତଖତ ଅଭିଯାନ ଆୟୋଜିତ ହେବ ।

ମାସ ବ୍ୟାପୀ ରାଜ୍ୟରେ ପ୍ରତ୍ୟେକ ବ୍ଲକ୍ ଓ ପଞ୍ଚାୟତଠାରୁ ଆରମ୍ଭ କରି ଗ୍ରାମାଞ୍ଚଳ ପର୍ଯ୍ୟନ୍ତ କଂଗ୍ରେସ କର୍ମୀ ଓ ନେତୃବୃନ୍ଦମାନେ ଘରକୁ ଘର ବୁଲି ଜନସାଧାରଣଙ୍କୁ ସଚେତନ କରାଇବା ସହ କଂଗ୍ରେସର ଆଭିମୁଖ୍ୟ ଲୋକଙ୍କ ପାଖରେ ପହଞ୍ଚାଇ ଜନଜାଗରଣ ସୃଷ୍ଟି କରିବେ ।

ଏହି ସମୟରେ କଂଗ୍ରେସ ନେତୃବୃନ୍ଦ କରୋନା ମହାମାରୀରେ ପ୍ରାଣ ହରାଇଥିବା ପରିବାର ବର୍ଗଙ୍କୁ ଭେଟିବେ । ସେମାନଙ୍କ ସମସ୍ୟାକୁ ତଥ୍ୟ ଆକାରରେ ପିସିସିକୁ ଦେଲେ ଏଆଇସିସିକୁ ପଠାଯିବ ବୋଲି ପିସିସି ସଭାପତି କହିଛନ୍ତି ।

Previous Post

ଟୋକିଓ ଅଲିମ୍ପିକ୍ସରେ କିଟ୍‍ରୁ ୩ ଖେଳାଳି

Next Post

୮ ରାଜ୍ୟରେ ନୂଆ ରାଜ୍ୟପାଳ

Next Post
୮ ରାଜ୍ୟରେ ନୂଆ ରାଜ୍ୟପାଳ

୮ ରାଜ୍ୟରେ ନୂଆ ରାଜ୍ୟପାଳ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA