Saturday, June 6, 2026 09:44 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସୋଆ ଏସ୍ଏଚ୍ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

by Our Correspondent
03 Jun, 2025- 08:48 PM
in Latest News, News
1 min read
0
ସୋଆ ଏସ୍ଏଚ୍ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
Spread the love

ଭୁବନେଶ୍ୱର: ଖାଦ୍ୟ ରନ୍ଧନ ଖୁବ୍ ଭଲ ଅନୁଭବ ଏବଂ ମା’ର ହାତ ରନ୍ଧାର ତୁଳନା ନାହିଁ । ଘରର ମହିଳାଟି ଯେଉଁ ଶ୍ରଦ୍ଧାରେ ଖାଦ୍ୟ ରାନ୍ଧିକି ଦିଏ ତାହାର ସ୍ୱାଦ ଖୁବ୍ ନିଆରା । କେବଳ ଖାଦ୍ୟ ସୁସ୍ୱାଦ ହେବା ଯେତିକି ଜରୁରୀ ନୁହେଁ ବରଂ ଶରୀର ପାଇଁ ମଧ୍ୟ ସେତିକି ସ୍ୱାସ୍ଥ୍ୟକର ହେବା ଆବଶ୍ୟକ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ । ସୋଆ ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ପକ୍ଷରୁ ମଙ୍ଗଳବାର ମହିଳାମାନଙ୍କ ନିମନ୍ତେ ଆରମ୍ଭ ହୋଇଥିବା ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍’ ଆଣ୍ଡ ‘ୱି କ୍ୟାନ୍ ବେକ୍’ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହା କହିଛନ୍ତି ପ୍ରଫେସର ପ୍ରଧାନ ।

ଏହି କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେବା ଅବସରରେ ଦୁଇ ସପ୍ତାହବ୍ୟାପୀ ଆରମ୍ଭ ହୋଇଥିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମହିଳାମାନେ କିଭଳି ରୁଚିକର ଓ ପୁଷ୍ଟିକର ଖାଦ୍ୟ ପ୍ରସ୍ତୁତ କରିପାରିବେ ଓ ଠିକ୍ ଭାବେ ପରଷି ପାରିବେ ତାହା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦେ୍ଦଶ୍ୟ ବୋଲି କହିଛନ୍ତି ଏସ୍ଏଚ୍ଏମ୍ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି । ଏଭଳି କାର୍ଯ୍ୟକ୍ରମ ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବାରେ ସାହାଯ୍ୟ କରିବା ସହିତ ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିବ ବୋଲି ସେ କହିଥିଲେ ।

୪ ଦିନ ବ୍ୟାପୀ ଆୟୋଜିତ ହେବାକୁ ଥିବା ଏହି ରାନ୍ଧଣା ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଓଡିଶାର ବିଭିନ୍ନ ସ୍ଥାନରୁ ୬୦ରୁ ଉଦ୍ଧ୍ୱର୍ ପ୍ରତିଯୋଗୀ ଯୋଗ ଦେଇଛନ୍ତି । ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଭାରତୀୟ ଖାଦ୍ୟ ଯେପରିକି କବାବ ଏବଂ ଅନ୍ୟାନ୍ୟ ସ୍ୱାଦିଷ୍ଟ ବ୍ୟଞ୍ଜନ, ପୁଷ୍ଟିକର କନ୍ଟିନେଂଟାଲ୍ ଓ ଚାଇନିଜ, ବିଭିନ୍ନ ପ୍ରକାରର ମକ୍ଟେଲ୍ ଓ ବେକରୀ ଜାତୀୟ ଖାଦ୍ୟ ପ୍ରସ୍ତୁତିର ପ୍ରଶିକ୍ଷଣ ଦିଆଯିବ । ପ୍ରତ୍ୟେକ ଦିନ ୨ଟାରୁ ୫ ଟା ପର୍ଯ୍ୟନ୍ତ ପ୍ରଶିକ୍ଷଣ ଦିଆଯିବ ।

ଏହି କାର୍ଯ୍ୟକ୍ରମର ପ୍ରୋଗ୍ରାମ୍ କୋର୍ଡିନେଟର ତଥା ଏସ୍ଏଚ୍ଏମ୍ର ପ୍ରଫେସର (ଡକ୍ଟର) ସ୍ମିତା ସୁଚରିତା ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

କିଟ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ର ହଂସ ଦାରୁକ ରାଜ୍ୟ ଟପ୍ପର୍

Next Post

ଦେବଗଡ଼ ପାଇଁ ୨୦୫ କୋଟିର ପ୍ରକଳ୍ପ

Next Post
ଦେବଗଡ଼ ପାଇଁ ୨୦୫ କୋଟିର ପ୍ରକଳ୍ପ

ଦେବଗଡ଼ ପାଇଁ ୨୦୫ କୋଟିର ପ୍ରକଳ୍ପ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA