Thursday, September 3, 2026 11:25 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ନବୀନ ଓ ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା ଖାରଜ

ମାମଲା ଖାରଜ କଲେ ଖୋର୍ଦ୍ଧା ଜିଲ୍ଲା କୋର୍ଟ

by Our Correspondent
03 Sep, 2026- 01:15 AM
in Latest News, News
1 min read
0
ନବୀନ ଓ ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା ଖାରଜ

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ ପୂର୍ବତନ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଉଡ଼ାଣରେ ଅନିୟମିତତା ନେଇ ହୋଇଥିବା ମାମଲାକୁ ଖୋର୍ଦ୍ଧା ଜିଲ୍ଲା ଦୌରା ଜଜ୍ କୋର୍ଟ ଖାରଜ କରିଛନ୍ତି । କୌଣସି ସରକାରୀ ଖର୍ଚ୍ଚର ଅପବ୍ୟବହାର ହୋଇନଥିବା କୋର୍ଟ ଦର୍ଶାଇଛନ୍ତି । ସତ୍ୟର ବିଜୟ ହୋଇଛି ଓ କୁଚକ୍ରୀ ମାନଙ୍କ ଚକ୍ରାନ୍ତ ସର୍ବସମ୍ମୁଖକୁ ଆସିଛି ବୋଲି କହିଛି ବିଜେଡି ।

ପୂର୍ବରୁ ଭୁବନେଶ୍ୱର ଏସଡିଜେଏମ କୋର୍ଟ ବି ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନଙ୍କ ସ୍ୱଚ୍ଛତା ଉପରେ ମୋହର ମାରିଥିଲେ । ଯାହାକୁ ଖୋର୍ଦ୍ଧା ଜିଲ୍ଲା କୋର୍ଟ କାଏମ ରଖିଛନ୍ତି । ସରକାରୀ କୋଷାଗାରରୁ ପ୍ରାୟ ୫୦୦ କୋଟି ଟଙ୍କା ବ୍ୟୟ କରି ହେଲିକପ୍ଟର ବ୍ୟବହାର କରିଥିଲେ ବୋଲି ଅଭିଯୋଗ ହୋଇଥିଲା । କିନ୍ତୁ ୨ ବର୍ଷ ବିତିଯିବା ପରେ ମଧ୍ୟ ଅଭିଯୋଗର ସତ୍ୟତା ନେଇ କୌଣସି ପ୍ରମାଣ ଉପସ୍ଥାପନ ହୋଇପାରି ନଥିଲା । ତେଣୁ ଆଇନଗତ ଏବଂ ପ୍ରାମାଣିକ ତ୍ରୁଟି ପାଇଁ ଜିଲ୍ଲା ଜଜ୍ ବି ଏହି ମାମଲାରେ କୌଣସି ଭିତ୍ତି ନଥିବା ସ୍ପଷ୍ଟ କରି ଖାରଜ କରିଛନ୍ତି । ତେଣୁକରି ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ ଏବଂ ଶ୍ରୀ ପାଣ୍ଡିଆନଙ୍କ ବିରୋଧରେ ଏହା ମିଥ୍ୟା, କପୋଳକଳ୍ପିତ ଓ ମନ୍ଦ ରାଜନୈତିକ ଉଦ୍ଦେଶ୍ୟ ରଖି ଅଭିଯୋଗ କରାଯାଇଥିଲା ବୋଲି ସ୍ପଷ୍ଟ ହୋଇଛି । ବିରୋଧୀ ମାନେ ଅସହିଷ୍ଣୁ ଭାବନା ନେଇ ଚକ୍ରାନ୍ତ କରି ବାରମ୍ବାର ଅଭିଯୋଗ କରୁଛନ୍ତି, ଯାହାକି ମିଥ୍ୟା ପ୍ରମାଣିତ ହୋଇଛି । ପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରର ରତ୍ନଭଣ୍ଡାରରୁ ରତ୍ନ ଅଳଙ୍କାର ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା, ଯାହାକି ମିଥ୍ୟା ପ୍ରମାଣିତ ହୋଇଛି । ରାଜ୍ୟ ସରକାର ନିଜେ ଗଣତି ମଣତି କରିବା ପରେ ରତ୍ନଭଣ୍ଡାରର ସମସ୍ତ ରତ୍ନ ଅଳଙ୍କାର ସୁରକ୍ଷିତ ଥିବା ନେଇ ସୂଚନା ଦେଇଛନ୍ତି । ତେବେ ମନ୍ଦ ଉଦ୍ଦେଶ୍ୟ ପ୍ରଣୋଦିତ ମିଥ୍ୟା ଅଭିଯୋଗ ଅସତ୍ୟ ବୋଲି ପ୍ରମାଣିତ ହୋଇଛି । ସତ୍ୟାସତ୍ୟ ସର୍ବସମ୍ମୁଖରେ ସ୍ପଷ୍ଟ ହୋଇଛି । ସତ୍ୟ ଓ ନ୍ୟାୟର ବିଜୟ ହୋଇଛି । ବିରୋଧୀ ମାନେ ଏପରି କୁଚକ୍ରାନ୍ତ କରିବାରୁ ନିବୃତ୍ତ ରୁହନ୍ତୁ ବୋଲି ବିଜେଡି ପକ୍ଷରୁ କୁହାଯାଇଛି ।

Previous Post

ଡବଲ ଇଞ୍ଜିନକୁ ଧୂଲେଇଲେ ସୁଜାତା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA