Tuesday, June 23, 2026 05:28 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କୋଭିଡ୍ ରେ ମୃତ ୧୭ ସାମ୍ବାଦିକଙ୍କ ପରିବାରକୁ ୨ କୋଟି ୫୫ ଲକ୍ଷ ମଞ୍ଜୁର

ଆଉ କିଛି ସାମ୍ବାଦିକଙ୍କ ପ୍ରସ୍ତାବ ସରକାରଙ୍କ ବିଚାରାଧୀନ

by Our Correspondent
23 Jul, 2021- 09:25 PM
in Latest News, News
1 min read
0
କୋଭିଡ୍ ରେ ମୃତ ୧୭ ସାମ୍ବାଦିକଙ୍କ ପରିବାରକୁ ୨ କୋଟି ୫୫ ଲକ୍ଷ ମଞ୍ଜୁର

ଭୁବନେଶ୍ୱର : କୋଭିଡ୍ ମହାମାରୀରେ ମୃତ୍ୟୁବରଣ କରିଥିବା ୧୭ ଜଣ କର୍ମଜୀବୀ ସାମ୍ବାଦିକଙ୍କ ପରିବାରକୁ ମିଳିବ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ସୂଚନା ଓ ଲୋକସମ୍ପର୍କ ବିଭାଗ ଆଜି ଏହି ସହାୟତା ରାଶି ମଞ୍ଜୁର କରିଛନ୍ତି । ଭୁବନେଶ୍ୱରର ୪ ଜଣ, ବଲାଙ୍ଗୀର ଜିଲ୍ଲାର ୩ ଜଣ, ଗଞ୍ଜାମ ଜିଲ୍ଲାର ୭ ଜଣ, କଳାହାଣ୍ଡି ଜିଲ୍ଲାର ୧ ଏବଂ ଯାଜପୁର ଜିଲ୍ଲାର ୨ ଜଣ ମୃତ ସାମ୍ବାଦିକଙ୍କ ପରିବାରକୁ ଏହି ସହାୟତା ରାଶି ମିଳିବ । ଏଥିପାଇଁ ସମୁଦାୟ ୨ କୋଟି ୫୫ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି । ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଏହି ଅର୍ଥ ପ୍ରଦାନ କରାଯିବ ।

‘ଜି-ଓଡ଼ିଶା’ର ଭୁବନେଶ୍ୱରରେ କାର୍ଯ୍ୟ କରୁଥିବା ସ୍ୱର୍ଗତ ମାନସ ଜୟପୁରିଆ, ବରିଷ୍ଠ ସାମ୍ବାଦିକ ବସନ୍ତ ଦାସ, ‘ଆଜିକାଲି’ର ସାମ୍ବାଦିକ ବିଜୟଲକ୍ଷ୍ମୀ ମହାନ୍ତି, ‘ଟାଇମସ୍‌ ଅଫ୍‌ ଇଣ୍ଡିଆ’ର ସ୍ୱର୍ଗତ ପ୍ରୀତିମାନ୍‌ ମହାପାତ୍ରଙ୍କ ପରିବାରବର୍ଗ ୧୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପାଇବେ । ସେହିପରି ଗଞ୍ଜାମ ଜିଲ୍ଲାର ‘ଟିଭି ନ୍ୟୁଜ୍‌ ୬(ୱେବ) ସାମ୍ବାଦିକ ଗୋବିନ୍ଦ ବେହେରା, ‘ସମ୍ବାଦ’ର ପ୍ରଦୀପ କିଶୋର ସାହୁ, ‘ସମାଜ’ର କିଶୋର ଚନ୍ଦ୍ର ଦାଶ, ‘ଓଡ଼ିଶା ଫାଇଲସ୍‌’ର ନରେଶ କୁମାର ବେହେରା, ‘କଳିଙ୍ଗ ଜ୍ୟୋତି, ନନ୍ଦିନୀ’ର ସାମ୍ବାଦିକ ରତ୍ନାକର ମହାରଣା, ବ୍ଲକ୍‌ କରେସ୍‌ପଣ୍ଡେଣ୍ଟ ନିଳୟ ରଞ୍ଜନ ପଟ୍ଟନାୟକ, ‘ଅନୁପମ ଭାରତ’ର କରୁଣାକର ସାହୁ, ବଲାଙ୍ଗୀର ଜିଲ୍ଲାର ‘ସମ୍ବାଦ’ର ସାମ୍ବାଦିକ ଶୁଭ୍ରାଂଶୁ ଶେଖର ମିଶ୍ର ଏବଂ ଜତୀଶ ଚନ୍ଦ୍ର ଖମାରୀ, ‘ପ୍ରଗତିବାଦୀ’ର କୈଳାଶ ଚନ୍ଦ୍ର ସାହୁ, ‘ନକ୍ଷତ୍ର ଟିଭି’ର କଳାହାଣ୍ଡି ଜିଲ୍ଲା ପ୍ରତିନିଧି ଭାନୁପ୍ରକାଶ ରଥ, ଯାଜପୁର ଜିଲ୍ଲାର ‘ମନ୍ଥନ’ର ସାମ୍ବାଦିକ ଅଶୋକ କୁମାର ସାହୁ, ‘ଲୋକସଂପର୍କ’ର ସାମ୍ବାଦିକ ପ୍ରଭାତ କୁମାର ରାଉତରାୟଙ୍କ ନିକଟତମ ସଂପର୍କୀୟଙ୍କୁ ଏହି ଅନୁକମ୍ପାମୂଳକ ସହାୟତା ମିଳିବ ।

କୋଭିଡ୍‌ରେ ମୃତ୍ୟୁବରଣ କରିଥିବା ଅଉ କିଛି ସାମ୍ବାଦିକଙ୍କ ପ୍ରସ୍ତାବ ମଧ୍ୟ ବିଭାଗର ବିଚାରାଧୀନ ରହିଛି । ସେ ବାବଦରେ ଜିଲ୍ଲାସ୍ତରରେ ଅନୁସନ୍ଧାନ ଜାରି ରହିଛି । ଖୁବ୍‌ ଶୀଘ୍ର ଯୋଗ୍ୟ ବିବେଚିତ ପ୍ରସ୍ତାବଗୁଡ଼ିକୁ ମଂଜୁର କରାଯାଇ ଅନୁକମ୍ପା ରାଶି ପ୍ରଦାନ କରାଯିବା ପାଇଁ ପଦକ୍ଷେପ ନିଆଯିବ ମିଳିବ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତିରେ କୁହାଯାଇଛି ।

 

Previous Post

ଫାଙ୍କିଦେଲେ ଡିଏଫଓ! ବିଦ୍ୟାଭାରତୀଙ୍କୁ ଜାଣିନାହାନ୍ତି !!

Next Post

୩ ଘଣ୍ଟା ଜେରାରେ ରଫାଦଫା !

Next Post
୩ ଘଣ୍ଟା  ଜେରାରେ ରଫାଦଫା !

୩ ଘଣ୍ଟା ଜେରାରେ ରଫାଦଫା !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA