Wednesday, March 11, 2026 08:49 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସୁନ୍ଦରଗଡ଼ରେ ଟିମ୍ ନବୀନ

ଅକ୍ଟୋବର ସୁଦ୍ଧା ୫୦ ଟି ସରକାରୀ ହାଇସ୍କୁଲର ରୂପାନ୍ତରଣ

by Our Correspondent
07 Aug, 2021- 09:08 PM
in Latest News, News
1 min read
0
ସୁନ୍ଦରଗଡ଼ରେ ଟିମ୍ ନବୀନ

ଭୁବନେଶ୍ୱର: କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ପରେ ସୁନ୍ଦରଗଡ଼ରେ ଟିମ୍ ନବୀନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶ୍ରୀମତୀ ଶାଳିନୀ ପଣ୍ଡିତ ଓ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର. ଭିନୀଲ୍  କ୍ରିଷ୍ଣା ଆଜି ସୁନ୍ଦରଗଡ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୁଳକ କାର୍ଯ୍ୟର ସମୀକ୍ଷା କରିଥିଲେ ।

ଏହି ସଚିବ ସ୍ତରୀୟ ପ୍ରତିନିଧି ଦଳ କୁନ୍ଦୁକେଲାସ୍ଥିତ ୩୩/୧୧ କେଭି ବିଦ୍ୟୁତ ଗ୍ରୀଡ ସବ୍‌ଷ୍ଟେସନ, ଭେଡାବାହାଲ କୋଲ୍‌ କରିଡର, ଭବାନୀପୁର ଠାରେ ଆଧୁନିକ ବାଲା ମଡେଲରେ ନିର୍ମିତ ଅଙ୍ଗନବାଡି କେନ୍ଦ୍ର ଏବଂ କିଂଜିରିମା ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ବୁଲି ଦେଖିଥିଲେ। ଏହାସହିତ ଶିକ୍ଷା, ମହିଳା ଓ ଶିଶୁବିକାଶ, ପୋଷଣ, ଜୀବିକା, ସଂଯୋଗୀକରଣ, ପାନୀୟ ଜଳ, କୃଷି ଓ ଜଳସେଚନ ଆଦି ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ ।

କୋଭିଡ ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ଲାଗି ସ୍ୱାସ୍ଥ୍ୟ ଭିତ୍ତିଭୂମିର ପ୍ରସ୍ତୁତି ଏବଂ ବିଶେଷ କରି ଶିଶୁମାନଙ୍କ ଚିକିତ୍ସା ଲାଗି ଆଇସିୟୁ ତଥା ଆବଶ୍ୟକୀୟ ବ୍ୟବସ୍ଥା ସଂପର୍କରେ ସୁନ୍ଦରଗଡସ୍ଥିତ ଏନଟିପିସି କୋଭିଡ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଅନୁଧ୍ୟାନ କରିଥିଲେ । ଜିଲ୍ଲାରେ କ୍ରୀଡା ଭିତ୍ତିଭୂମି ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା।

ରାଜ୍ୟ ସରକାରଙ୍କର ୫-ଟି କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲାର ୫୦ ଟି ସରକାରୀ ହାଇସ୍କୁଲର ରୂପାନ୍ତର କାମ ଅକ୍ଟୋବର ସୁଦ୍ଧା କରାଯିବ ବୋଲି ନିଷ୍ପତ୍ତି ହୋଇଛି । ଏହି ହାଇସ୍କୁଲ ମଧ୍ୟରୁ ସଚିବସ୍ତରୀୟ ଦଳ କିଞିରିମା ସରକାରୀ ହାଇସ୍କୁଲ ବୁଲି ଦେଖିଥିଲେ। ସେମାନେ ସ୍ମାର୍ଟ କ୍ଲାସରେ ବସି ଷ୍ଟୁଡିଓରେ ଥିବା ଶିକ୍ଷୟତ୍ରୀ ଏବଂ ଅନ୍ୟ ଏକ କକ୍ଷରେ ବସି ପଢୁଥିବା ଛାତ୍ରଛାତ୍ରୀଙ୍କ ସହ ଭର୍ଚୁଆଲ୍ ମାଧ୍ୟମରେ କଥାବାର୍ତ୍ତା କରିଥିଲେ । ସ୍କୁଲର ବିଜ୍ଞାନଗାର, ଖେଳପଡିଆ ଓ ଅନ୍ୟାନ୍ୟ ଭିତ୍ତିଭୂମି ବୁଲି ଦେଖିବା ସହ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସେମାନେ ସନ୍ତୋଷ ପ୍ରକାଶ କରିଥିଲେ ।

ସୁନ୍ଦରଗଡ ସଦରର ଭବାନୀପୁରରେ ବାଲା ମଡେଲରେ ନିର୍ମିତ ଆଧୁନିକ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ସେମାନେ ପରିଦର୍ଶନ କରିଥିଲେ । ଛୋଟ ଛୋଟ ପିଲାଙ୍କ ଶିକ୍ଷାକୁ ଆନନ୍ଦମୟ କରିବାପାଇଁ ବାଲା ମଡେଲରେ ସଂପୂର୍ଣ୍ଣ ନୂଆ ଢାଞ୍ଚାରେ ଅଙ୍ଗନବାଡି କେନ୍ଦ୍ର ତିଆରି କରାଯାଇଛି । ଏହାର ଆସବାପତ୍ର ଓ କାନ୍ଥବାଡ ଠାରୁ ଆରମ୍ଭ କରି ସଂପୂର୍ଣ୍ଣ ପରିବେଶ ପିଲାଙ୍କ ଶିକ୍ଷା ପାଇଁ ଆକର୍ଷଣୀୟ କରାଯାଇଛି । ସୁନ୍ଦରଗଡ ଜିଲ୍ଲାରେ ଥିବା ସମସ୍ତ ଅଙ୍ଗନବାଡି କେନ୍ଦ୍ର ସହିତ ନୂଆ ଅଙ୍ଗନବାଡୀ କେନ୍ଦ୍ର ଗୁଡିକୁ ଏହି ବାଲା ମଡେଲରେ ନିର୍ମାଣ କରାଯାଉଛି ।

ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ ଜିଲ୍ଲାପାଳ, ଜିଲ୍ଲାର ଏସ୍‌.ପି ଓ ଜିଲ୍ଲା ଗ୍ରାମ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ଡକ୍ଟର ଦେବ୍ ମହାନ୍ତି ପବ୍ଲିକ ସ୍କୁଲରେ ୧୦୦% ରେଜଲ୍ଟ

Next Post

ଦେଶବିଦେଶରେ ମହକିବ ‘କୋରାପୁଟ କଫି’

Next Post
ଦେଶବିଦେଶରେ ମହକିବ ‘କୋରାପୁଟ କଫି’

ଦେଶବିଦେଶରେ ମହକିବ 'କୋରାପୁଟ କଫି'

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA