Tuesday, April 21, 2026 06:29 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସମୁଲେଇ ପ୍ରକଳ୍ପର ସମୀକ୍ଷା

ସମ୍ବଲପୁରରେ ମୁଖ୍ୟ ସଚିବ ଓ଼ ୫-ଟି ସଚିବ

by Our Correspondent
21 Mar, 2022- 04:40 PM
in Latest News, News
1 min read
0
ସମୁଲେଇ ପ୍ରକଳ୍ପର ସମୀକ୍ଷା

ସମ୍ବଲପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି. କେ. ପାଣ୍ଡିଆନ ସମ୍ବଲପୁର ଗସ୍ତରେ ଆସି ସମୁଲେଇ ପ୍ରକଳ୍ପର ସମୀକ୍ଷା କରିଛନ୍ତି | ଏହି ଉଚ୍ଚ ସଚିବ ସ୍ତରୀୟ ଟିମରେ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଭି. ଭି ଯାଦବ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର. ଭିନିଲ କ୍ରିଷ୍ଣା ସମ୍ବଲପୁର ଆସିଥିଲେ |

ଉଚ୍ଚ ସଚିବ ସ୍ତରୀୟ ଟିମ ସମ୍ବଲପୁରରେ ପହଂଚି ପ୍ରଥମେ ମା ସମୁଲେଇ ଙ୍କ ଦର୍ଶନ ସହିତ ପ୍ରକଳ୍ପ ପାଇଁ ବିସ୍ଥାପିତ ହେବାକୁ ଥିବା ଅଞ୍ଚଳକୁ ନିରୀକ୍ଷଣ କରିଥିଲେ । ଏହି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜନବସତିକୁ ସ୍ଥାନାନ୍ତରଣ କରି ଦୁର୍ଗାପାଲି ଠାରେ ନିର୍ମାଣଧୀନ କଲୋନୀକୁ ଅବସ୍ଥାପିତ କରାଯିବ | ସେଠାରେ ପ୍ରଶାସନ ତରଫରୁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ | ଏହି ପ୍ରକଳ୍ପ ଦ୍ୱାରା ସମ୍ବଲପୁର ଜିଲ୍ଲା ଓଡିଶା ମାନଚିତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିବା ସହ ଅର୍ଥନୀତି କ୍ଷେତ୍ରରେ ସୁଦୃଢ ହେବ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ଅଗଣିତ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ବୋଲି କୁହାଯାଇଛି ।

ମନ୍ଦିର ପାରିପାର୍ଶ ବୁଲିବା ପରେ ଟିମ ଦୁର୍ଗାପାଲି ଗସ୍ତ କରି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହେଉଥିବା ବାସିନ୍ଦାଙ୍କ ପାଇଁ ନିର୍ମାଣ କରାଯାଉଥିବା କଲୋନୀ ବୁଲି ଦେଖିଥିଲେ | କାମ ଗୁଡିକ ତୁରନ୍ତ ସାରିବା ସହ ଅନ୍ୟାନ୍ୟ ଅନୁସଙ୍ଗିକ ବ୍ୟବସ୍ଥା ଯଥାଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି |

ସୂଚନା ଯୋଗ୍ୟ ଯେ ନିର୍ମାଣ ସ୍ଥଳୀରେ ବିସ୍ଥାପନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ସାରିଛି ଏବଂ ଏପ୍ରିଲ ପ୍ରଥମ ସପ୍ତାହରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ I ଆସନ୍ତା ବର୍ଷ ମଧ୍ୟଭାଗ ସୁଦ୍ଧା ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ କରାଯିବା ଲକ୍ଷ୍ୟ ରଖାଯାଇଛି I

​ଉଚ୍ଚ ସଚିବ ସ୍ତରୀୟ ଟିମ ପରିଦର୍ଶନରେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର ଡ. ସୁରେଶ ଚନ୍ଦ୍ର ଦଳେଇ ସମ୍ବଲପୁର ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ସଦର ଉପଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ସହିତ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ |

Previous Post

ବନ୍ଧା ହେଲେ ପୂର୍ବତନ I & PR ନିର୍ଦ୍ଦେଶକ ନିରଞ୍ଜନ ସେଠୀ

Next Post

ସମ ଅଲ୍ଟିମେଟ୍ ଓ ସମ୍ କୋଭିଡକୁ ‘ସିକ୍ସ ସିଗମା ହେଲଥ୍ କେୟାର ଏକ୍ସିଲେନ୍ସ’ ସମ୍ମାନ

Next Post
ସମ ଅଲ୍ଟିମେଟ୍ ଓ ସମ୍ କୋଭିଡକୁ ‘ସିକ୍ସ ସିଗମା ହେଲଥ୍ କେୟାର ଏକ୍ସିଲେନ୍ସ’ ସମ୍ମାନ

ସମ ଅଲ୍ଟିମେଟ୍ ଓ ସମ୍ କୋଭିଡକୁ 'ସିକ୍ସ ସିଗମା ହେଲଥ୍ କେୟାର ଏକ୍ସିଲେନ୍ସ' ସମ୍ମାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA