Thursday, June 1, 2023 02:42 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୮ରେ ବାତ୍ୟା, ୧୦ରେ ଲ୍ୟାଣ୍ଡଫଲ୍ !

୪ ଜିଲ୍ଲାରେ ପ୍ରବଳ ବର୍ଷିବ

by Our Correspondent
06 May, 2022- 05:19 PM
in Latest News, News
1 min read
0
୮ରେ ବାତ୍ୟା, ୧୦ରେ ଲ୍ୟାଣ୍ଡଫଲ୍ !

ଭୁୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ଏକପ୍ରକାର ସ୍ପଷ୍ଟତା ଆସିଛି । ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ଆସନ୍ତାକାଲି ଅବପାତରେ ପରିଣତ ହେବ । ୮ ତାରିଖ ସଂଧ୍ୟା ସୁଦ୍ଧା ଅବପାତ ବାତ୍ୟା ରୂପ ନେବ । ୧୦ ତାରିଖ ସୁଦ୍ଧା ବାତ୍ୟା ଉପକୂଳ ପାଖାପାଖି ହୋଇପାରେ । ଏହା ଓଡ଼ିଶା ଓ ଆନ୍ଧ୍ର ଉପକୂଳଠାରୁ ୨୦୦ ରୁ ୩୦୦ କିଲୋମିଟର ଦୂରରେ ରହିପାରେ । ତେବେ ବାତ୍ୟାର ତୀବ୍ରତା ଓ ସ୍ଥଳଭାଗ ଛୁଇଁବା ନେଇ ଆକଳନ ହୋଇନି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ବାତ୍ୟା ପ୍ରଭାବରେ ୧୦ ତାରିଖ ଦିନ ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୯ ତାରିଖରୁ ସମୁଦ୍ର ଆଶାନ୍ତ ରହିବ । ତେଣୁ ସମୁଦ୍ରକୁ ମତ୍ସ୍ୟଜୀବୀମାନେ ନ ଯିବାକୁ ପରାମର୍ଶ ଦିଆଯାଇଛି । ସମୁଦ୍ରରେ ଥିବା ମତ୍ସ୍ୟଜୀବୀମାନେ୧୦ ତାରିଖ ପୂର୍ବରୁ ଫେରି ଆସିବାକୁ କୁହାଯାଇଛି ।

ଆଇଏମଡି ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ବାତ୍ୟା କେଉଁଠି ଲ୍ୟାଣ୍ଡଫଲ୍ କରିବ, କେବେ କରିବ ତାହା ଆକଳନ ହୋଇନାହିଁ । ଲଘୁଚାପ ଅବପାତରେ ପରିଣତ ହେବା ପରେ ଯାଇ ଏହାର ସ୍ପଷ୍ଟତା ଆସିବ । ତେବେ ଆସନ୍ତାକାଲି ସଂଧ୍ୟା ସୁଦ୍ଧା ଲଘୁଚାପ ଅବପାତରେ ପରିଣତ ହେବ । ୮ ତାରିଖ ସଂଧ୍ୟା ସୁଦ୍ଧା ବାତ୍ୟାରେ ପରିଣତ ହୋଇପାରେ । ବାତ୍ୟା ରୂପ ନେଇ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ୧୦ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳ ନିକଟକୁ ଆସିବା ସମ୍ଭାବନା ଥିବା ସେ କହିଛନ୍ତି ।

ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଶକ ଶରତ ସାହୁଙ୍କ ଆକଳନ ଅନୁଯାୟୀ, ଲ୍ୟାଣ୍ଡଫଲ୍ ବେଳକୁ ବାତ୍ୟା ଦୁର୍ବଳ ହୋଇସାରିଥିବ । ୧୦ ରେ ବାତ୍ୟା ଉପକୂଳ ନିକଟ ହେଲାପରେ ଦିଗ ବଦଳାଇପାରେ । ଦିଗ ବଦଳାଇବା ପରେ ବାତ୍ୟା ଦୁର୍ବଳ ହୋଇଯିବ । ତେବେ ୧୦ ତାରିଖ ଅପରାହ୍ନରେ କଟକ, ଭୁବନେଶ୍ୱରରେ ବାତ୍ୟାର ପ୍ରଭାବ ପଡ଼ିପାରେ । ୧୧ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିବାର ସମ୍ଭାବନା ଥିବା ସେ କହିଛନ୍ତି ।

Previous Post

ସୋଆକୁ ସୋସିଆଲ୍ ଲିଡରସିପ୍ ଆୱାର୍ଡ

Next Post

ସମୁଦ୍ର ଉପରେ ଚାଲିଯିବ ବାତ୍ୟା !

Next Post
ସମୁଦ୍ର ଉପରେ ଚାଲିଯିବ ବାତ୍ୟା !

ସମୁଦ୍ର ଉପରେ ଚାଲିଯିବ ବାତ୍ୟା !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Breaking News
  • Business & Economy
  • Crime
  • Editors Pick
  • Entertainment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ଗଣଦୁଷ୍କର୍ମ ମାମଲା ଚାପିଦେବାକୁ ଚାହିଁଥିଲେ ଓଟିଭି ଏମଡି ଜାଗୀ ପଣ୍ଡା!

    ଗଣଦୁଷ୍କର୍ମ ମାମଲା ଚାପିଦେବାକୁ ଚାହିଁଥିଲେ ଓଟିଭି ଏମଡି ଜାଗୀ ପଣ୍ଡା!

    3329 shares
    Share 1332 Tweet 832
  • ଏୟାରଲିଫ୍ଟ ହେଲେ କୃଷି ଅଧିକାରୀ ଆଦିତ୍ୟ ପାତ୍ର

    2183 shares
    Share 873 Tweet 546
  • ସ୍ୱତନ୍ତ୍ର ବିକାଶ ପରିଷଦ: ୮ ଜିଲ୍ଲାରେ ନୂଆ ଅଧ୍ୟକ୍ଷ

    2076 shares
    Share 830 Tweet 519
  • ଧର୍ମେନ୍ଦ୍ର ବିରୋଧୀ ମେଳିରେ ୧୨ ବିଧାୟକ, ୬ ସାଂସଦ !

    2043 shares
    Share 817 Tweet 511
  • ସାଂସଦ ଅପରାଜିତା ହେବେ ମେୟର ପ୍ରାର୍ଥୀ!

    1930 shares
    Share 772 Tweet 483

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Breaking News
  • Business & Economy
  • Crime
  • Editors Pick
  • Entertainment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA