Saturday, October 24, 2026 03:36 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୨୬ରେ ବାତ୍ୟା, ୨୮ରେ ଲ୍ୟାଣ୍ଡଫଲ୍

ସ୍ପଷ୍ଟ କଲା ଆଇଏମଡି

by Our Correspondent
23 Oct, 2026- 11:15 PM
in Latest News, News
1 min read
0
୨୬ରେ ବାତ୍ୟା, ୨୮ରେ ଲ୍ୟାଣ୍ଡଫଲ୍

ଭୁବନେଶ୍ୱର: ବିଭିନ୍ନ ମଡେଲର ଆକଳନ ସତ ହେବାକୁ ଯାଉଛି । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା । ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ଆଜି ଏହାକୁ ସ୍ପଷ୍ଟ କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୨୬ ତାରିଖ ସକାଳ ସୁଦ୍ଧା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ୨୮ ତାରିଖରେ ଏହା ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ସ୍ଥଳଭାଗ ଛୁଇଁବ । ନିର୍ଦ୍ଦିଷ୍ଟ ଭାବରେ କେଉଁ ଜାଗାରେ କେଉଁ ସମୟରେ ଏହା ସ୍ଥଳଭାଗ ଛୁଇଁବ ଏବଂ ସେତେବେଳେ ପବନର ତୀବ୍ରତା କେତେ ରହିବ ତାହା ଆକଳନ କରାଯାଇନି । ତେବେ ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ୨୭ ତାରିଖରୁ ୩ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆଇଏମଡି ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏହା କ୍ରମଶଃ ଘନୀଭୂତ ହୋଇ ୨୪ ତାରିଖରେ ଅବପାତରେ ଏବଂ ୨୫ ତାରିଖରେ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ଅଛି । ୨୬ ତାରିଖ ସକାଳେ ଏହା ଘୂର୍ଣ୍ଣିବାତ୍ୟାରେ ପରିଣତ ହେବ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ୩୫ରୁ ୪୫ କିମି ବେଗରେ ଥିବା ପବନ ବଢ଼ି ୭୦ରୁ ୮୦ କିମି ପର୍ଯ୍ୟନ୍ତ ଛୁଇଁବ । ତାପରେ ଘୂର୍ଣ୍ଣିବାତ୍ୟା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି ଜାରି ରଖିବ ଏବଂ ୨୮ ତାରିଖ ସକାଳ ସମୟରେ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ସମୁଦ୍ରରେ ପହଞ୍ଚିବ ।

ଅର୍ଥାତ ୨୮ ତାରିଖରେ ଏହା ସବୁଠାରୁ ଅଧିକ ପ୍ରଭାବଶାଳୀ ହୋଇ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ତେବେ କେତେବେଳେ, କେଉଁ ସ୍ଥାନରେ ଏବଂ ପବନର ବେଗ ନେଇ ପୂର୍ବାନୁମାନ କରାଯାଇନାହିଁ ବୋଲି ଡ. ମହାପାତ୍ର ସ୍ପଷ୍ଟ କରିଛନ୍ତି । ଏହାର ପ୍ରଭାବରେ କିନ୍ତୁ ୨୭ ତାରିଖରୁ ଓଡ଼ିଶା ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଅଛି । ଏହି ପବନର ବେଗ ୨୮ ତାରିଖ ଯାଏ ଧୀରେ ଧୀରେ ବଢ଼ିବ । ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୨୭ରେ ପୁରୀ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ୧୫ ଜିଲ୍ଲାକୁ ଅରେଞ୍ଜ ଏବଂ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୮ ତାରିଖରେ ୫ ଜିଲ୍ଲାକୁ ରେଡ୍, ୧୫ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୯ ତାରିଖରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

Previous Post

କୋଟିଆରେ ବିଜେଡି ଟିମ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA