Sunday, May 10, 2026 07:49 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସିବିଏସ୍ଇ ଦଶମ ପରୀକ୍ଷାରେ ଡିଏଭି ପୋଖରୀପୁଟର ଶତପ୍ରତିଶତ ସଫଳତା

by Our Correspondent
13 May, 2025- 10:44 PM
in Latest News, News
1 min read
0
ସିବିଏସ୍ଇ ଦଶମ ପରୀକ୍ଷାରେ ଡିଏଭି ପୋଖରୀପୁଟର ଶତପ୍ରତିଶତ ସଫଳତା

ଭୁବନେଶ୍ୱ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୂଲ୍ୟରେ ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷାରେ ଡିଏଭି ପୋଖରୀପୁଟର ବିଦ୍ୟାର୍ଥୀ ଶତପ୍ରତିଶତ ସଫଳତା ହାସଲ କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି । ବିଦ୍ୟାଳୟର ସାମଗ୍ରିକ ସଫଳତା ୮୭.୩୭ ପ୍ରତିଶତ ରହିଛି । ବିଦ୍ୟାଳୟର ମୋଟ ୧୯୫ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୦୦ ଜଣ ବିଦ୍ୟାର୍ଥୀ ୯୦% ରୁ ଊଦ୍ଧ୍ୱର୍ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ସଂବର୍ତ୍ତିକା ଦାଶ ୯୯.୪୦% ନମ୍ବର ସହ ପ୍ରଥମ, ତନ୍ମୟ ରାଉତ ୯୮.୬୦% ରେ ଦ୍ୱିତୀୟ ଏବଂ ୯୮.୪୦% ନମ୍ବର ସହ ଅକ୍ଷିତା ନାୟକ ଓ ଅଭିପ୍ସା ସାମଲ ଉଭୟ ଯୁଗ୍ମ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ବିଦ୍ୟାଳୟ ସ୍ତରରେ ପ୍ରଥମ ତିନୋଟି ସ୍ଥାନ ଅଧିକାର କରିଥିବା ବିଦ୍ୟାର୍ଥୀମାନେ ନିଜ ସଫଳତା ପାଇଁ ମାତାପିତା, ଅଧ୍ୟକ୍ଷ ଶ୍ରୀ ବିପିନ କୁମାର ସାହୁ , ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ତଥା ଈଶ୍ୱରଙ୍କ ଆଶୀର୍ବାଦରୁ ଏହା ସମ୍ଭବ ହୋଇଛି ବୋଲି କହିଛନ୍ତି । ଅଧିକାଂଶ ଛାତ୍ରଛାତ୍ରୀ ବିଷୟଭିତ୍ତିକ ଶତପ୍ରତିଶତ ନମ୍ବର ରଖି ନିଜ ଦକ୍ଷତାର ପରିଚୟ ଦେଇଛନ୍ତି । ବିଦ୍ୟାଳୟର ଏହି ସଫଳତା ପାଇଁ ଚେୟାରମ୍ୟାନ୍‌ ଡ. ଅରୁଣ କୁମାର ରଥ , ଡିଏଭି ବିଦ୍ୟାଳୟ ସମୂହ ଓଡ଼ିଶା ଜୋନ୍ର ଆଞ୍ଚଳିକ ନିଦେ୍ର୍ଦଶକ ଡ. କେ.ସି. ଶତପଥୀ ଏବଂ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ବିପିନ କୁମାର ସାହୁ ଛାତ୍ରାଛାତ୍ରୀ, ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ସିବିଏସ୍ଇ ଦ୍ୱାଦଶ ପରୀକ୍ଷାରେ ସଫଳତା

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୂଲ୍ୟରେ ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । ଡିଏଭି ପୋଖରୀପୁଟର ୨୫୯ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୪୫ ଜଣ ୯୦ ପ୍ରତିଶତରୁ ଊଦ୍ଧ୍ୱର୍ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ବିଜ୍ଞାନ ବିଭାଗରେ ବିଦ୍ୟାଳୟର ସାମଗ୍ରିକ ହାର ୭୭.୫୧ ପ୍ରତିଶତ ଥିବାବେଳେ ବାଣିଜ୍ୟ ବିଭାଗରେ ୮୨.୯୨ ପ୍ରତିଶତ ଓ କଳା ବିଭାଗରେ ୮୮.୩୨ ପ୍ରତିଶତ ରହିଅଛି । ବିଜ୍ଞାନରେ ପ୍ରଥମ ଦିବ୍ୟଜ୍ୟୋତି ନନ୍ଦ, ଦ୍ୱିତୀୟ ଶ୍ରିଶିକ୍ତା ରଥ, ତୃତୀୟ ଆତ୍ମନ ଦାଶ, ବାଣିଜ୍ୟରେ ପ୍ରଥମ ପୁନ୍ୟାଙ୍କ ମହାପାତ୍ର, ଦ୍ୱିତୀୟ ଶିପିଜ୍ ଜଲନ୍, ତୃତୀୟ ପ୍ରିୟରଞ୍ଜନ ସାହୁ ଓ କଳାରେ ସ୍ମରୋଜିତା ମଲିକ ପ୍ରଥମ, ଫୈଜା ଇସରତ୍ ଦ୍ୱିତୀୟ ଓ ବି.ଏସ୍. ଶ୍ରୀତି ଶ୍ରୀ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ବିଦ୍ୟାର୍ଥୀମାନେ ଏହି ସଫଳତା ପାଇଁ ଈଶ୍ୱରଙ୍କ ଆଶୀର୍ବାଦ, ମାତାପିତାଙ୍କ ଉଚିତ ପରାମର୍ଶ, ବିଦ୍ୟାଳୟର ଅଧ୍ୟକ୍ଷ ଓ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପ୍ରତ୍ୟକ୍ଷ ମାର୍ଗଦର୍ଶନ ଦ୍ୱାରା ଏହା ସମ୍ଭବ ହୋଇପାରିଛି ବୋଲି କହିଛନ୍ତି । ଅଧିକାଂଶ ଛାତ୍ରଛାତ୍ରୀ ବିଷୟଭିତ୍ତିକ ଶତପ୍ରତିଶତ ନମ୍ବର ରଖି ନିଜ ଦକ୍ଷତାର ପରିଚୟ ଦେଇଛନ୍ତି । ଏହି ସଫଳତା ପାଇଁ ବିଦ୍ୟାଳୟର ପରିଚାଳନା ସମିତିର ଚେୟାରମ୍ୟାନ୍ ଡ. ଅରୁଣ କୁମାର ରଥ, ଡିଏଭି ସମୂହ ଓଡ଼ିଶା ଜୋନ୍ର ଆଞ୍ଚଳିକ ଅଧିକାରୀ ଡ. କେଶବ ଚନ୍ଦ୍ର ଶତପଥୀ ଓ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ବିପିନ କୁମାର ସାହୁ ଏହି ସଫଳତା ପାଇଁ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକଶିକ୍ଷୟିତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି ।

Previous Post

ମୟୁରଭଞ୍ଜକୁ ୪୨୦ କୋଟିରୁ ଉର୍ଦ୍ଧ୍ୱ ପ୍ରକଳ୍ପ ଭେଟି

Next Post

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ସଫଳତା

Next Post
କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ସଫଳତା

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ସଫଳତା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA