Wednesday, April 22, 2026 09:25 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସୋଆରେ କର୍ମଶାଳା: ଯୋଗ ଦେବେ ୮ ଦେଶର ପ୍ରତିନିଧି

by Our Correspondent
14 Apr, 2023- 05:25 PM
in Latest News, News
1 min read
0
ସୋଆରେ କର୍ମଶାଳା: ଯୋଗ ଦେବେ ୮ ଦେଶର ପ୍ରତିନିଧି

ଭୁବନେଶ୍ୱର: ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା ସମ୍ପର୍କରେ ଅଧିକ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ୮ଟି ବିଭିନ୍ନ ଦେଶର ପ୍ରତିନିଧିମାନେ ଏପ୍ରିଲ ୧୫ ତାରିଖରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଏକ କର୍ମଶାଳାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

‘ଆଜାଦୀ କା ଅମୃତ ମହୋତ୍ସବ’ର ଅଂଶବିଶେଷ ଭାବେ “ଦ ଜେନ୍‌-ନେକ୍ସଟ ଡେମୋକ୍ରେସି ନେଟ୍‌ୱାର୍କ ପ୍ରୋଗ୍ରାମ୍‌” ନାମରେ ନାମିତ ଏହି କାର୍ଯ୍ୟକ୍ରମଟିକୁ ଇଣ୍ଡିଆନ୍ କାଉନ୍‌ସିଲ ଫର୍ କଲ୍‌ଚରାଲ୍ ରିସର୍ଚ୍ଚ (ଆଇସିସିଆର୍‌) ପକ୍ଷରୁ ଆୟୋଜନ କରାଯାଇଥିବା ବେଳେ ପ୍ରତିନିଧିମାନେ ଏହି ଗସ୍ତ ସମୟରେ ଭାରତର ଗଣତାନ୍ତ୍ରିକ ପରମ୍ପରା, ସାଂସ୍କୃତିକ ଐତିହ୍ୟ ଓ ବିକାଶଧାରା ସମ୍ପର୍କରେ ଅଧିକ ଜ୍ଞାନ ଆହରଣ କରିବେ ।

ଏହି ପ୍ରତିନିଧିମାନେ ସୋମବାର ଭାରତରେ ପହଂଚିଥିବା ବେଳେ ସେମାନଙ୍କୁ କେନ୍ଦ୍ର, ରାଜ୍ୟ ଓ ସ୍ଥାନୀୟ ସ୍ତରରେ ଭାରତୀୟ ଗଣତାନ୍ତ୍ରିକ ବ୍ୟବସ୍ଥା, ଦେଶର ଅର୍ଥନୈତିକ କ୍ଷେତ୍ରର ବିକାଶ ଓ ବିଜ୍ଞାନ ଓ ପ୍ରଯୁକ୍ତି କ୍ଷେତ୍ରରେ ଦକ୍ଷତା ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରାଯିବ ।

ପର୍ତୁଗାଲ୍‌, ଦକ୍ଷିଣ ଆଫ୍ରିକା, ମଙ୍ଗୋଲିଆ, କ୍ରୋସିଆ, ଗାୟେନା, ବ୍ରାଜିଲ୍‌, ବେଲ୍‌ଜିୟମ୍ ଏବଂ ବୁଲଗେରିଆର ରାଜନେତା, ଆଇନ ପ୍ରଣେତ।, ବ୍ୟବସାୟୀ, ସାମ୍ବାଦିକ, ଶିକ୍ଷାବିତ୍‌ ଓ ଯୁବନେତା ସମ୍ମିଳିତ ୨୬ ଜଣିଆ ପ୍ରତିନିଧି ଦଳ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ସେମାନେ ସୋଆରେ ଏପ୍ରିଲ୍ ୧୫ ତାରିଖ ଦିନ “ଗଣତନ୍ତ୍ର ଓ ଶାସନ ବ୍ୟବସ୍ଥା” ସମ୍ପର୍କିତ ଏକ କର୍ମଶାଳାରେ ଯୋଗ ଦେବେ । ଭୁବନେଶ୍ୱର ଓ ଏହାର ଆଖପାଖ ଅଂଚଳ ସମେତ ପୁରୀ ଓ କୋଣାର୍କ ପରିଦର୍ଶନ କରିବା ସହିତ ସେମାନେ ରାଜ୍ୟର ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ, ଗବେଷଣା ପ୍ରତିଷ୍ଠାନ ଓ ଶିକ୍ଷାନୁଷ୍ଠାନର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଭେଟି ଆଲୋଚନା କରିବେ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ।

ସୂଚନାଥାଉକି, ରାଜ୍ୟର ବଳିଷ୍ଠ ସାଂସ୍କୃତିକ ଐତିହ୍ୟକୁ ପ୍ରଦର୍ଶନ କରିବା ନିମନ୍ତେ ସୋଆ ପକ୍ଷରୁ ଏପ୍ରିଲ୍ ୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ସାଂସ୍କୃତିକ ସନ୍ଧ୍ୟାର ଆୟୋଜନ କରାଯାଇଛି ।

Previous Post

ହରିଶ୍ଚନ୍ଦ୍ର ସହାୟତା ରାଶି ୧ ହଜାର ବୃଦ୍ଧି

Next Post

ବ୍ୟଭିଚାର ନା ବ୍ଲାକମେଲିଂ??

Next Post
ବ୍ୟଭିଚାର ନା ବ୍ଲାକମେଲିଂ??

ବ୍ୟଭିଚାର ନା ବ୍ଲାକମେଲିଂ??

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA