Saturday, April 4, 2026 06:41 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପାଣ୍ଡିଆନଙ୍କୁ ଭେଟିଲେ ୧୪ଟି ଅନୁଷ୍ଠାନ ଓ ସଂଘ କର୍ମକର୍ତ୍ତା

by Our Correspondent
27 Feb, 2024- 08:54 PM
in Latest News, News
1 min read
0
ପାଣ୍ଡିଆନଙ୍କୁ ଭେଟିଲେ ୧୪ଟି ଅନୁଷ୍ଠାନ ଓ ସଂଘ କର୍ମକର୍ତ୍ତା

ଭୁବନେଶ୍ୱର: ରାଜ୍ୟର ୧୪ଟି ବିଭିନ୍ନ ଅନୁଷ୍ଠାନ ଓ ସଂଘର କର୍ମକର୍ତ୍ତାମାନେ ଅଜି ନବୀନ ନିବାସଠାରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ ଯେ ସମ୍ପୃକ୍ତ କର୍ମକର୍ତ୍ତାମାନେ ପୂର୍ବରୁ ଶ୍ରୀ ପାଣ୍ଡିଆନଙ୍କୁ ଭେଟି ତାଙ୍କ ଅନୁଷ୍ଠାନ ଓ ସଂଘର ସମସ୍ୟା ବିଷୟରେ ଅବଗତ କରାଇଥିଲେ। ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟିକୁ ଆଣି ଏହି ସବୁ ସମସ୍ୟାଗୁଡିକ ତୁରନ୍ତ ଏହାର ପ୍ରତିକାର କରିଥିଲେ। ଏଥିପାଇଁ ଆଜି କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ କୃତଜ୍ଞତା ଜଣାଇବା ସହିତ ଧନ୍ୟବାଦ ଅର୍ପଣ କରିଛନ୍ତି।

କର୍ମକର୍ତ୍ତା ମାନଙ୍କୁ ପରାମର୍ଶ ଦେଇ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଉଦ୍ୟମ କରୁଛନ୍ତି । ଆପଣମାନେ ସମସ୍ତେ ମୁଖ୍ୟମନ୍ତ୍ରୀଙ୍କ ଏହି ଆକାଂକ୍ଷିତ ଓଡିଶା ଗଠନ ଦିଗରେ ସହଭାଗୀ ହୋଇ କାମ କରନ୍ତୁ ବୋଲି ସେ ସମସ୍ତଙ୍କୁ ଅନୁରୋଧ କରିଥିଲେ ।

ସେମାନଙ୍କ ଅନୁରୋଧ ମୁତାବକ ଭୁବନେଶ୍ୱର ପୋଲିସ୍‌ ଲାଇନ ମସଜିଦର ଲିଜ ପ୍ରିମିୟମ ଛାଡ, କ୍ୟାପିଟାଲ ମସ୍କ କମିଟିର ବ୍ୟବସାୟିକ ଉଦ୍ଦେଶ୍ୟରେ ବ୍ୟବହୃତ ହେଉଥିବା ଜମିର ପ୍ରିମିୟମ ଛାଡ, ଭୁବନେଶ୍ୱର ଚନ୍ଦ୍ରଶେଖର ମୌଜାର ସ୍ୱଭାବ କବି ଗଙ୍ଗାଧର ମେହେର ଭବନର ଲିଜ ପ୍ରିମିୟମ ଛାଡ, ଚନ୍ଦ୍ରଶେଖରପୁର ଅଞ୍ଚଳରେ ଓଡିଶା ଅଗ୍ରଗାମୀ ଅଘରିଆ ସମାଜ ଜମି ଉପରେ ଲିଜ ପ୍ରିମିୟମ ଛାଡ, ଚନ୍ଦ୍ରଶେଖରପୁରଠାରେ ଗୋଣ୍ଡ ଭବନ ନିର୍ମାଣ ପାଇଁ ଲିଜ ପ୍ରିମିୟମ ଛାଡ, ଭୁବନେଶ୍ୱର ଡୁମୁଡୁମା ଅଞ୍ଚଳର ସନ୍ଥ ଭୀମଭୋଇ ମହିମା ଅଲେଖ ଟ୍ରଷ୍ଟର ଲିଜ୍‌ ପ୍ରିମିୟମ ଛାଡ, ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ଏବଂ ଓଡିଶା କେନ୍ଦୁପତ୍ର କର୍ମଚାରୀ ଓ ତୋଳାଳୀ ମହାସଂଘ କୁ ଆର୍ଥିକ ସହାୟତା, କର୍ମଚାରୀଙ୍କ ଦରମା ବୃଦ୍ଧି, କେନ୍ଦୁପତ୍ର ବିଡା ମୂଲ୍ୟ ବୃଦ୍ଧି, ୫୦ ପ୍ରତିଶତ ବୋନସ ପ୍ରଦାନ ଏବଂ ସାମାଜିକ ସୁରକ୍ଷା ଯୋଜନାରେ ବୟସ ସୀମା ୨ ବର୍ଷ ବୃଦ୍ଧି, ନିଖିଳ ଓଡିଶା ଗ୍ରାମ ରୋଜଗାର ସେବକ ସଂଘକୁ ୫ ବର୍ଷ ପରେ ଚାକିରୀ ନିୟମିତ ଓ Odisha Sub-ordinate Staff Selection Commission ଦ୍ୱାରା ନିଯୁକ୍ତିରେ ୩୦ ପ୍ରତିଶତ ସ୍ଥାନ ସଂରକ୍ଷଣ, ଓଡିଶା ଶିଳ୍ପି ମହାସଂଘକୁ ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟକ ଯୋଜନାରେ ସହାୟତା ପ୍ରଦାନ, ଖଣ୍ଡଗିରିଠାରେ ରାଜ୍ୟ ହସ୍ତଗୃହ ଓ ହସ୍ତଶିଳ୍ପ ବିକାଶ ଉନ୍ନୟନ ପରିଷଦ ରାଜ୍ୟ କାର୍ଯ୍ୟାଳୟ ନିର୍ମାଣ ପାଇଁ ଜମି ପ୍ରଦାନ, କୁଲତା ସମାଜକୁ ପୁରୀ ତାଳବଣିଆଠାରେ ଜମି ପ୍ରଦାନ, ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ଓ ଫାର୍ମାସିଷ୍ଟଙ୍କୁ ସ୍ୱତନ୍ତ୍ର ଭତ୍ତା ପ୍ରଦାନ, ଶ୍ରୀ କେନ୍ଦ୍ରାପଡା ବଳଦେବଜୀଉ ମନ୍ଦିରର ରୂପାନ୍ତର ପାଇଁ ଆର୍ଥିକ ଅନୁଦାନ ପ୍ରଦାନ ଏବଂ ଏକାମ୍ର ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀର ମୁସଲିମ କମ୍ୟୁନିଟି ପାଇଁ ୩ଟି କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ସହାୟତା ପ୍ରଦାନ କରାଯାଇଛି।

Previous Post

CM launched major projects for cricket development

Next Post

ମନ୍ମଥ-ମନୋଜ ସ୍ମୃତି ପୀଠ ଉଦଘାଟିତ

Next Post
ମନ୍ମଥ-ମନୋଜ ସ୍ମୃତି ପୀଠ ଉଦଘାଟିତ

ମନ୍ମଥ-ମନୋଜ ସ୍ମୃତି ପୀଠ ଉଦଘାଟିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19176 shares
    Share 7670 Tweet 4794
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA