Monday, June 29, 2026 08:35 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମେଟ୍ରୋ ରେଳ ପାଇଁ ଏମଓୟୁ

ଡିଏମଆରସି ସହ ଚୁକ୍ତିନାମା, ବର୍ଷରେ ସରିବ

by Our Correspondent
20 Nov, 2023- 05:36 PM
in Latest News, News
1 min read
0
ମେଟ୍ରୋ ରେଳ ପାଇଁ ଏମଓୟୁ

ଭୁୁବନେଶ୍ୱର: ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଆଜି ଏମଓୟୁ ସ୍ୱାକ୍ଷରିତ ହୋଇଛି । ଭୁବନେଶ୍ୱର ବିମାନବନ୍ଦଠାରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମେଟ୍ରୋ ରେଳ ନିର୍ମାଣ ପାଇଁ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ୍(ଡିଏମଆରସି) ସହ ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନ୍(ବିଏମଆରସି) ଏମଓୟୁ ସ୍ୱାକ୍ଷରିତ କରିଛି । ଭର୍ଚୁଆଲ୍ ପ୍ଲାଟଫର୍ମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆଜି ଉଭୟ ପକ୍ଷ ମଧ୍ୟରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା । ୪ ବର୍ଷରେ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି ।

ଭୁବନେଶ୍ୱର ବିମାନବନ୍ଦରଠାରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ମୋଟ ୨୬ କିମି ଲମ୍ବା ହେବ ଏହି ପ୍ରକଳ୍ପ । କ୍ୟାପିଟାଲ୍ ହସ୍ପିଟାଲ୍, ରାଜମହଲ, ଜୟଦେବବିହାର, ପଟିଆ ସମେତ ୨୦ଟି ଜାଗାରେ ମେଟ୍ରୋ ଷ୍ଟେସନ୍ ରହିବ । ଉଭୟ ମେଟ୍ରୋ ରେଳ ଟ୍ରାକ୍ ଏବଂ ଷ୍ଟେସନ୍ ଗୁଡ଼ିକ ଏଲିଭେଟେଡ୍ ଭାୟାଡକ୍ଟସ୍ ରେ ନିର୍ମାଣ ହେବ । ଅଲଟ୍ରା ମଡର୍ଣ୍ଣ କୋଚ୍ ଏବଂ ସିଗନାଲିଂ ସିଷ୍ଟମ୍ ରହିବ । ଅତ୍ୟାଧୁନିକ ଟିକେଟିଂ ସିଷ୍ଟମ୍ ମଧ୍ୟ ରହିବ ।

ଏହି ପ୍ରକଳ୍ପ ନିମନ୍ତେ ୬୨୫୫ କୋଟି ଟଙ୍କା ଖର୍ଚ୍ଚ ଅଟକଳ କରାଯାଇଛି । ଓଡିଶା ସରକାର ସମସ୍ତ ଖର୍ଚ୍ଚ ବହନ କରିବେ । ୫-ଟି ଅଧୀନରେ ରାଜ୍ୟ ସରକାରଙ୍କ କୌଣସି ଭିତ୍ତିଭୂମି ପ୍ରକଳ୍ପ ପାଇଁ ଏହା ସର୍ବବୃହତ୍ତ ଖର୍ଚ୍ଚ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏମଓୟୁ ସ୍ୱାକ୍ଷର ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅତ୍ୟନ୍ତ ଖୁସି ପ୍ରକଟ କରିଥିଲେ । କହିଥିଲେ, ୨୦୧୯ ନିର୍ବାଚନ ବେଳେ ଆମେ ଲୋକଙ୍କୁ ଦେଇଥିବା ଆଉ ଏକ ପ୍ରତିଶ୍ରୁତି ପାଳନ କରିଛୁ । ଓଡ଼ିଶାର ଗମନାଗମନ ଇତିହାସରେ ଏହା ନୂଆ ସମ୍ଭାବନା ଆଣିଛି । ୫-ଟି ଅଧୀନରେ ମୋ ସରକାରର ଏହି ଫ୍ଲାଗସିପ୍ କାର୍ଯ୍ୟକ୍ରମ ନୂଆ ଓଡ଼ିଶାର ପ୍ରତୀକ ହେବ ।

ମେଟ୍ରୋ ରେଳ ନିର୍ମାଣ କ୍ଷେତ୍ରରେ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ୍ ର ଦକ୍ଷତା ଓ ଅଭିଜ୍ଞତାର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରି ଭୁବନେଶ୍ୱର ପ୍ରକଳ୍ପ ବିଶ୍ୱସ୍ତରୀୟ ହେବ ବୋଲି ବିଶ୍ୱାସ ରଖିଥିଲେ । ନିର୍ଦ୍ଧାରିତ ସମୟରେ କାମ ସରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକଟ କରିଥିଲେ ।

୫-ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ ଉକ୍ତ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଶ୍ରୀମତୀ ଉଷା ଦେବୀ, ମନ୍ତ୍ରୀ ଅଶୋକ ପଣ୍ଡା, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ୍ ଏମଡି ବିକାଶ କୁମାର, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ୍ ସ୍ୱାଗତ ଭାଷଣ ଦେଇଥିବା େବେଳେ ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନ୍ ସିଇଓ ଶିବ ପ୍ରସାଦ ସାମନ୍ତରାୟ ଧନ୍ୟବାଦ ଅର୍ପଣ କରିଥିଲେ ।

ସୂଚନାଥାଉକି, ଗତ ଏପ୍ରିଲ୍ ୧ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଘୋଷଣା କରିଥିଲେ । ଅକ୍ଟୋବର ୨୯ ରେ ୫-ଟି ଅଧ୍ୟକ୍ଷ ପ୍ରକଳ୍ପର ସମୀକ୍ଷା ପାଇଁ ତ୍ରିଶୂଳିଆ ଯାଇଥିଲେ । ଗତ ୧୪ ତାରିଖରେ ରାଜ୍ୟ କ୍ୟାବିନେଟ୍ ଏହି ପ୍ରସ୍ତାବକୁ ମଞ୍ଜୁର କରିଥିଲା ।

 

Previous Post

ସାଲୁଗା ପ୍ରଧାନ ଉପବାଚସ୍ପତି ପ୍ରାର୍ଥୀ

Next Post

ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି

Next Post
ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି

ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA