Monday, July 7, 2025 09:01 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କାଲି ଧାମନଗର ଭୋଟ

ସକାଳ ୭ଟାରୁ ସଂଧ୍ୟା ୬ ଟା ମତଦାନ

by Our Correspondent
02 Nov, 2022- 08:25 PM
in Latest News, News
1 min read
0
କାଲି ଧାମନଗର ଭୋଟ

ଭୁୁବନେଶ୍ୱର: ରାତି ପାହିଲେ ଧାମନଗର ଉପନିର୍ବାଚନ ଭୋଟ । ୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । କାଲି ସକାଳ ୭ ରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟଗ୍ରହଣ ହେବ । ୨ ଲକ୍ଷ ୩୮ ହଜାର ୪୧୭ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ । ସେମାନଙ୍କ ମଧ୍ୟରେ ୧ ଲକ୍ଷ ୨୩ ହଜାର ୩୮ ଜଣ ପୁରୁଷ ଭୋଟର ଥିବା ବେଳେ ୧ ଲକ୍ଷ ୧୫ ହଜାର ୩୪୬ ମହିଳା ଭୋଟର ଅଛନ୍ତି ।

ଭୋଟଗ୍ରହଣ ଲାଗି ୨୫୨ ଟି ବୁଥ୍ ବା ମତଦାନ କେନ୍ଦ୍ର ବ୍ୟବସ୍ଥା କରାଯାଇଛି । ସେଥିମଧ୍ୟରୁ ୧୧୦ ଟି ବୁଥ୍ ସମ୍ବେଦନଶୀଳ ଚିହ୍ନଟ ହୋଇଛି । ସମ୍ବେଦନଶୀଳ ବୁଥ୍ କୁ ମିଶାଇ ମୋଟ ୧୨୬ ବୁଥ୍ ରେ ୱେବ୍ କାଷ୍ଟିଂ ବ୍ୟବସ୍ଥା କରାଯାଇଛି ।

ଭୋଟ ଗ୍ରହଣକୁ ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ୧୦୦୦ ପୁଲିସ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ରାଜ୍ୟ ସଶସ୍ତ୍ର ବାହିନୀର ୨୨ ପ୍ଲାଟୁନ୍ ପୁଲିସ ଫୋର୍ସଙ୍କୁ ବିଭିନ୍ନ ସ୍ଥାନରେ ମୁତୟନ କରାଯାଇଥିବା ବେଳେ ୪ କମ୍ପାନୀ କେନ୍ଦ୍ରୀୟ ଫୋର୍ସଙ୍କୁ ମୁତୟନ କରାଯାଇଛି । ଭଦ୍ରକ ଏସପି ଚରଣ ସିଂ ମୀନା ଆଜି ବିଭିନ୍ନ ସମ୍ବେଦନଶୀଳ ବୁଥ୍ ପରିଦର୍ଶନ କରି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କାଲିର ମତଦାନ ବ୍ୟବସ୍ଥାକୁ ନେଇ ବିସ୍ତୃତ ସୂଚନା ଦେଇଥିଲେ । ବୁଥ୍ ର ୧୦୦ ମିଟର ମଧ୍ୟରେ କଥାବର୍ତ୍ତା ବାରଣ କରାଯାଇଥିବା ସେ କହିଥିଲେ । ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ନେଇ ୫ ଟି ପୁଲିସ୍ କେସ୍ ହୋଇଥିବା ଏହି ଅବସରରେ ସୂଚନା ଦେଇଥିଲେ ।

ଆସନ୍ତା ୬ ତାରିଖ ରବିବାର ଦିନ ଭୋଟ ଗଣତି ହେବ ।

ଭୋଟଗ୍ରହଣ ଅବ୍ୟବହିତ ପୂର୍ବରୁ ଆଜି ବିଜେପି ବିରୋଧରେ ସଙ୍ଗୀନ ଅଭିଯୋଗ ଆଣି ନିର୍ବାଚନ କମିସନଙ୍କ ପାଖରେ ଫେରାଦ ହୋଇଛି ବିଜେଡି । ଉପନିର୍ବାଚନରେ ନିଶ୍ଚିତ ପରାଜୟ ଜାଣି ବିଜେପି ଆଇଟି ସେଲ୍ ପକ୍ଷରୁ ଏକ ଜାଲ୍ ଅଡିଓ କ୍ଲିପ୍ ଭାଇରାଲ୍ କରାଯାଇଛି । ଧାମନଗରରେ ସାମ୍ପ୍ରଦାୟିକ ସଦଭାବନା ନଷ୍ଟ କରିବା ପାଇଁ ଏହା ଉଦ୍ଦିଷ୍ଟ ବୋଲି ଦର୍ଶାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି ।

Previous Post

୫୦୦ ଘରୋଇ ହସ୍ପିଟାଲ୍ ତାଲିକାଭୁକ୍ତ, ଉପକୃତ ହେଲେଣି ସାଢ଼େ ୫ ଲକ୍ଷ

Next Post

ଡିସେମ୍ବର ୧ ଓ ୫ ରେ ଗୁଜୁରାଟ ନିର୍ବାଚନ

Next Post
ଡିସେମ୍ବର ୧ ଓ ୫ ରେ ଗୁଜୁରାଟ ନିର୍ବାଚନ

ଡିସେମ୍ବର ୧ ଓ ୫ ରେ ଗୁଜୁରାଟ ନିର୍ବାଚନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19067 shares
    Share 7627 Tweet 4767
  • ନବୀନ..ନବୀନ, ମୋହନ..ମୋହନ

    16583 shares
    Share 6633 Tweet 4146
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7287 shares
    Share 2915 Tweet 1822
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5780 shares
    Share 2312 Tweet 1445
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5465 shares
    Share 2186 Tweet 1366

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA