Thursday, October 22, 2026 03:52 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କୋଟିଆ ଓଡ଼ିଶାର ଅସ୍ମିତା: ଧର୍ମେନ୍ଦ୍ର

ସମସ୍ତେ ଏକାଠି ହେବାକୁ ଆହ୍ୱାନ

by Our Correspondent
21 Oct, 2026- 07:03 PM
in Latest News, News
1 min read
0
କୋଟିଆ ଓଡ଼ିଶାର ଅସ୍ମିତା: ଧର୍ମେନ୍ଦ୍ର

ଭୁବନେଶ୍ୱର: କୋଟିଆରେ ପୁଣି ପଞ୍ଚାୟତ ନିର୍ବାଚନ କରିବାକୁ ଆନ୍ଧ୍ରର ବିଜ୍ଞପ୍ତି ପରିପ୍ରେକ୍ଷୀରେ ଆଜି ମୁହଁ ଖୋଲିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । କୋଟିଆ ଓଡିଶାର ଅସ୍ମିତା, ସାର୍ବଭୋ÷ମତ୍ୱ ଓ ଅଖଣ୍ଡତାର ପରିଚୟ ବୋଲି ସେ କହିବା ସହ ବିବାଦର ସମାଧାନ ପାଇଁ ଦଳମତ ନିର୍ବିଶେଷରେ ଓଡ଼ିଶାର ସ୍ୱାର୍ଥ ପାଇଁ ସମସ୍ତେ ଏକାଠି ହେବାକୁ ଆହ୍ୱାନ କରିଛନ୍ତି ।

ଧର୍ମେନ୍ଦ୍ର କହିଛନ୍ତି ଯେ ସେ ନିଜେ ଏପ୍ରିଲ ୨୦୧୮, ଫେବୃୟାରୀ ୨୦୧୯ ଏବଂ ଏପ୍ରିଲ ୨୦୨୩ରେ କୋଟିଆ ଗ୍ରାମକୁ ଗସ୍ତ କରି ସେଠାକାର ପରିସ୍ଥିତି ଅନୁଧ୍ୟାନ କରିଥିଲେ । ଏହି ଅଞ୍ଚଳରେ ଆନ୍ଧ୍ରପ୍ରଦେଶର ବାରମ୍ବାର ହସ୍ତକ୍ଷେପ ତଥା ସୀମା ବିବାଦକୁ ନେଇ ଲାଗି ରହିଥିବା ସମସ୍ୟାର ସମାଧାନ ପାଇଁ ସେ ନଭେମ୍ବର ୧୮, ୨୦୨୦ ଓ ଅକ୍ଟୋବର ୩୧, ୨୦୨୨ରେ ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ ସେପ୍ଟେମ୍ବର ୨୨, ୨୦୨୧ରେ ଆନ୍ଧ୍ରପ୍ରଦେଶର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ପତ୍ର ଲେଖି ଅନୁରୋଧ କରିଥିଲେ ।

ଏହି ଗୁରୁତ୍ୱପୂର୍ଣ୍ଣ ସୀମାନ୍ତ ଅଞ୍ଚଳର ସମସ୍ୟାର ସମାଧାନ କରିବା ପାଇଁ ରାଜନୈତିକ ବ୍ୟକ୍ତିବିଶେଷଙ୍କ ଦାୟିତ୍ୱ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଉଚ୍ଚ ସ୍ତରରେ ସୌହାର୍ଦ୍ଦ୍ୟପୂର୍ଣ୍ଣ କଥାବାର୍ତ୍ତା ମାଧ୍ୟମରେ ଏକ ଅନୁକୂଳ ବାତାବରଣ ତିଆରି କରି ସମାଧାନର ସ୍ଥାୟୀ ବାଟ କାଢ଼ିବା ଆବଶ୍ୟକ। ଓଡ଼ିଆ ଅସ୍ମିତା ପାଇଁ ଆମର ଏହି ନିରନ୍ତର ଲଢ଼େଇ ଜାରି ରହିବ। ଓଡ଼ିଶାର ଏକତା, ସାର୍ବଭୌମତ୍ୱ ଓ ଅଖଣ୍ଡତାକୁ ରକ୍ଷା କରିବା ଆମ ସମସ୍ତଙ୍କର ସାମୂହିକ ଦାୟିତ୍ୱ ବୋଲି ଧର୍ମେନ୍ଦ୍ର କହିଛନ୍ତି ।

Previous Post

ଡବଲ୍ ଇଞ୍ଜିନକୁ ‘କୋଟିଆ’ ଘାଟା

Next Post

ଶିଳ୍ପପତିଙ୍କ ସହ କଥା ହେବାକୁ ମୁମ୍ବାଇ ଗଲେ ମୁଖ୍ୟମନ୍ତ୍ରୀ

Next Post
ଶିଳ୍ପପତିଙ୍କ ସହ କଥା ହେବାକୁ ମୁମ୍ବାଇ ଗଲେ ମୁଖ୍ୟମନ୍ତ୍ରୀ

ଶିଳ୍ପପତିଙ୍କ ସହ କଥା ହେବାକୁ ମୁମ୍ବାଇ ଗଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA