Saturday, August 8, 2026 12:55 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଶପଥ ନେଲେ ଦ୍ରୌପଦ୍ରୀ ମୁର୍ମୁ

ଦେଶର ସର୍ବୋଚ୍ଚ ପଦରେ ଓଡ଼ିଶା ଝିଅ

by Our Correspondent
25 Jul, 2022- 11:21 AM
in International, Latest News, News
1 min read
0
ଶପଥ ନେଲେ ଦ୍ରୌପଦ୍ରୀ ମୁର୍ମୁ

ନୂଆଦିଲ୍ଲୀ: ଭାରତର ରାଷ୍ଟ୍ରପତି ପଦ ଅଳଙ୍କୃତ କରିଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ସେ ହୋଇଛନ୍ତି ଦେଶର ପଞ୍ଚଦଶ, ପ୍ରଥମ ଆଦିବାସୀ ଏବଂ ସର୍ବ କନିଷ୍ଠ ରାଷ୍ଟ୍ରପତି । ଆଜି ଠିକ୍ ସକାଳ ୧୦.୧୨ ମିନିଟ୍ ରେ ପାର୍ଲାମେଣ୍ଟ କେନ୍ଦ୍ରୀୟ ହଲ୍ ରେ ଆୟୋଜିତ ଭବ୍ୟ ସମାରୋହରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଏନଭି ରମଣା ଦ୍ରୌପଦୀଙ୍କୁ ଦେଶର ରାଷ୍ଟ୍ରପତି ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ଏହାପରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ ନୂଆ ରାଷ୍ଟ୍ରପତି ।

ଭାରତର ସର୍ବୋଚ୍ଚ ସାମ୍ବିଧାନିକ ପଦରେ ତାଙ୍କୁ ନିର୍ବାଚିତ କରିଥିବାରୁ ସେ ସମସ୍ତ ସାଂସଦ ଓ ବିଧାୟକମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଥିଲେ । ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଥିଲେ, ଆପଣମାନଙ୍କର ଆତ୍ମୀୟତା, ବିଶ୍ୱାସ ମୋର ଦମ୍ଭ । ଓଡ଼ିଶାର ଏକ ନିପଟ ଆଦିବାସୀ ଗାଁରୁ ମୋର ଏ ଯାତ୍ରା । ମୁଁ ଗାଁର ପ୍ରଥମ କଲେଜ ଯାଇଥିବା ଝିଅ । କାଉନସିଲରରୁ ରାଷ୍ଟ୍ରପତି ହେବାର ସୌଭାଗ୍ୟ ପାଇଛି । ଆଜି ଏକ ଐତିହାସିକ ମୁହୂର୍ତ୍ତ । ଦେଶବାସୀଙ୍କ ଆକାଶା, ଆକାଂକ୍ଷା ପୂରଣ କରିବି । ଗରିବଙ୍କ ହିତସାଧନ ଏବଂ ମହିଳା ସଶକ୍ତିକରଣକୁ ଗୁରୁତ୍ୱ ଦେବି ବୋଲି କହିଥିଲେ ।

ଶପଥ ଗ୍ରହଣ ଉତ୍ସବରେ ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ୍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ସଭାପତି ଜେ.ପି.ନଡ୍ଡାଙ୍କ ସମେତ ମନ୍ତ୍ରୀ, ସାଂସଦ ଏବଂ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିଲେ ।

ଦୋ÷ପଦୀଙ୍କ ଶପଥ ଗ୍ରହଣ ଉତ୍ସବକୁ ତାଙ୍କ ରାଇରଙ୍ଗପୁରବାସୀ ବେଶ୍ ଜାକଜମକରେ ପାଳନ କରିଛନ୍ତି । ସେଠାରେ ଉତ୍ସବର ମାହୋଲ୍ ଦେଖିବାକୁ ମିଳିଛି । ଓଡ଼ିଆ ମାଟିର ଝିଅ ଦ୍ରୌପଦୀ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦରେ ବସିଥିବାରୁ ଓଡ଼ିଶାବାସୀଙ୍କ ପାଇଁ ଆଜି ଐତିହାସିକର ମୁହୁର୍ତ୍ତ ହୋଇଛି ।

Previous Post

ନବନିର୍ବାଚିତ ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

Next Post

କାଲି ଅପରାହ୍ନ ୪ଟାରେ +୨ ରେଜଲ୍ଟ

Next Post
କାଲି ଅପରାହ୍ନ ୪ଟାରେ +୨ ରେଜଲ୍ଟ

କାଲି ଅପରାହ୍ନ ୪ଟାରେ +୨ ରେଜଲ୍ଟ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA