Tuesday, April 21, 2026 10:01 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି

ସୁବାସ ସିଂହଙ୍କ ଜାଗା ପୂରଣ ହେବ

by Our Correspondent
13 May, 2022- 03:00 PM
in Latest News, News
1 min read
0
ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର: ସୁବାସ ସିଂହଙ୍କ ଇସ୍ତଫା ଯୋଗୁଁ ଖାଲି ପଡ଼ିଥିବା ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇଛି । ମେ’ ୨୬ ରୁ ଜୁନ୍ ୨ ତାରିଖ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ ହେବ । ଜୁନ୍ ୩ ରେ ନାମାଙ୍କନପତ୍ର ଯାଞ୍ଚ ହେବ ଏବଂ ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ଦିନ ହେଉଛି ଜୁନ୍ ୬ । ଆବଶ୍ୟକ ହେଲେ ଜୁନ୍ ୧୩ ତାରିଖରେ ଭୋଟ ହେବ । ସକାଳ ୯ରୁ ଅପରାହ୍ନ ୪ଟା ଯାଏଁ ଭୋଟ ଗ୍ରହଣ ହେବ ଏବଂ ୫ ଟାରେ ଭୋଟ ଗଣତି ହେବ ।

ଏହି ଆସନଟି ବିଜେଡିର ଥିବାରୁ ସଂଖ୍ୟା ଦୃଷ୍ଟିରୁ ସେହି ବିଜେଡି ହାତରେ ହିଁ ରହିବ । ସୁତରାଂ ବିରୋଧୀ ବିଜେପି କିମ୍ବା କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଦେବାର ଅବକାଶ ନାହିଁ । ବିଜେଡି ଯାହାକୁ ପ୍ରାର୍ଥୀ କରିବ ସେ ହିଁ ନିର୍ବାଚିତ ହେବେ । ତେଣୁ ଭୋଟ ଗ୍ରହଣର ଆବଶ୍ୟକ ପଡ଼ିବନି ।

୨୦୨୦ ମାର୍ଚ୍ଚ ୨୪ ରେ ସୁବାସ ସିଂହ ବିଜେଡି ପ୍ରାର୍ଥୀ ଭାବେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । କଟକ ମେୟର ଭାବେ ନିର୍ବାଚିତ ହେବା ପରେ ଗତ ଏପ୍ରିଲ୍ ୨୧ ତାରିଖରେ ସେ ରାଜ୍ୟସଭାରୁ ଇସ୍ତଫା ଦେଇଥିଲେ । ତାଙ୍କ ଜାଗାରେ ରାଜ୍ୟସଭାକୁ ନିର୍ବାଚିତ ବ୍ୟକ୍ତିଙ୍କ କାର୍ଯ୍ୟକାଳ ୨୦୨୬ ମାର୍ଚ୍ଚ ଯାଏ ରହିବ ।

ସୂଚନାଥାଉକି, ଓଡ଼ିଶାରୁ ତିନି ଜଣ ରାଜ୍ୟସଭା ସାଂସଦ ଏନ. ଭାସ୍କର ରାଓ, ପ୍ରସନ୍ନ ଆଚାର୍ଯ୍ୟ ଏବଂ ଡକ୍ଟର ସସ୍ମିତ୍ ପାତ୍ରଙ୍କ କାର୍ଯ୍ୟକାଳ ଜୁଲାଇ ୧ ରେ ସରୁଥିବାରୁ ସେମାନଙ୍କ ଜାଗାରେ ତିନି ଜଣ ରାଜ୍ୟସଭା ଯିବେ । ଗତକାଲି ନିର୍ବାଚନ କମିସନ ଏହାର ତାରିଖ ଘୋଷଣା କରିବା ପରେ ରାଜନୈତିକ ମହଲରେ ଉଷ୍ମତା ପ୍ରକାଶ ପାଇଛି । ମେ’ ୨୪ ରେ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ଏବଂ ମେ’ ୩୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ ହେବ । ଆବଶ୍ୟକ ହେଲେ ଜୁନ୍ ୧୦ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ ।

ସଂଖ୍ୟା ଦୃଷ୍ଟିରୁ ବିଜେଡି ଅକ୍ତିଆରରେ ଏହି ୪ଟି ଯାକ ଆସନ ରହିବାକୁ ଥିବାରୁ କେବଳ ପ୍ରାର୍ଥୀ ଘୋଷଣାକୁ ସମସ୍ତଙ୍କ ଅପେକ୍ଷା ରହିବ ।

Previous Post

ଚାଲୁହେବ ତାଳଚେର ମେଡିକାଲ କଲେଜ

Next Post

ଲାଞ୍ଚୁଆ ଅବକାରୀ ଅଧୀକ୍ଷକ ଗିରଫ

Next Post
ଲାଞ୍ଚୁଆ ଅବକାରୀ ଅଧୀକ୍ଷକ ଗିରଫ

ଲାଞ୍ଚୁଆ ଅବକାରୀ ଅଧୀକ୍ଷକ ଗିରଫ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA