-
ପୂର୍ବ ଭାରତର ସବୁଠାରୁ ବଡ ଏକ୍ମୋ ୟୁନିଟ୍
-
ଏହି ବ୍ୟୟବହୁଳ ଚିକିତ୍ସା ପାଇଁ ରୋଗୀମାନଙ୍କୁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ
-
ସଂପୂର୍ଣ୍ଣ ମାଗଣା ଏକ୍ମୋ ଚିକିତ୍ସା ଦେବାରେ ସରକାରୀ ଭାବରେ ଏହା ଦେଶରେ ପ୍ରଥମ ଓ ସର୍ବବୃହତ
-
ପିଲାମାନଙ୍କ ସୁରକ୍ଷାକୁ ଆଖି ଆଗରେ ରଖି କୋଭିଡ ନିୟମ ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ