Thursday, April 30, 2026 08:55 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଇମାମି-କିସ୍ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ

ଶିକ୍ଷା ଜୀବନରେ ସବୁଠାରୁ ବଡ଼ ରୂପାନ୍ତର ଆଣିଥାଏ: ନବୀନ ପଟ୍ଟନାୟକ

by Our Correspondent
13 Jun, 2022- 10:40 PM
in Latest News, News
1 min read
0
ଇମାମି-କିସ୍ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ରେମୁଣା ବ୍ଲକ୍‍ ଅନ୍ତର୍ଗତ ଆର୍ମଳାଠାରେ ୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ କିସ୍‍ର ନୂତନ ଶାଖା ଇମାମି-କିସ୍‍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଉଦ୍‍ଘାଟନ କରିଛନ୍ତି । ଏହି ବିଦ୍ୟାଳୟକୁ ଭିଡ଼ିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଉଦ୍‌ଘାଟନ କରି ସେ ବହୁତ ଖୁସି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବାଲେଶ୍ୱର ଜିଲ୍ଲାବାସୀ ବିଶେଷ କରି ପିଲାମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ । କିସ୍ ଓ ଇମାମିର ଏହି ମିଳିତ ଉଦ୍ୟମକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଶିକ୍ଷା ହିଁ ହେଉଛି ଶକ୍ତିଶାଳୀ ମାଧ୍ୟମ । ଶିକ୍ଷା ଜୀବନରେ ସବୁଠାରୁ ବଡ଼ ରୂପାନ୍ତର ଆଣିଥାଏ । ରାଜ୍ୟ ସରକାର ଶିକ୍ଷା ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି । ରାଜ୍ୟ ସରକାରଙ୍କ ୫ଟି କାର୍ଯ୍ୟକ୍ରମ ମାଧ୍ୟମରେ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଚାଲିଥିବା ବେଳେ ଏବେ ସୁଦ୍ଧା ସାରା ରାଜ୍ୟରେ ୪ହଜାର ଉଚ୍ଚ ବିଦ୍ୟାଳୟ ରୂପାନ୍ତର ହୋଇ ସାରିଛି । ଏହା ଛାତ୍ରଛାତ୍ରୀଙ୍କ ମଧ୍ୟରେ ବହୁତ ଉତ୍ସାହ ସୃଷ୍ଟି କରିଛି । କିସ୍ ପକ୍ଷରୁ ରାଜ୍ୟର ଭୁବନେଶ୍ୱର ସହ ଅନ୍ୟ ଜିଲ୍ଲାରେ ସ୍କୁଲ୍ ଖୋଲାଯାଇଛି ।

ରାଜ୍ୟର ୩୦ଟି ଜିଲ୍ଲାରେ କିସ୍ ପକ୍ଷରୁ ଜନଜାତି ପିଲାଙ୍କ ପାଇଁ ନିଶୁଳ୍କ ଓ ଆବାସିକ ବିଦ୍ୟାଳୟ ଖୋଲାଯିବାର ପ୍ରୟାସ ଜାରି ରହିଛି । ସବୁ ପିଲାଙ୍କ ନିକଟରେ ଗୁଣାତ୍ମକ ଶିକ୍ଷା ପହଂଚାଇବାରେ ଆମର ଉଦ୍ୟମକୁ ଏହା ଆହୁରି ଶକ୍ତିଶାଳୀ କରିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ । ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା ଅବକାରୀ ବିଭାଗ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ବକ୍ତବ୍ୟ ଦେଇ କହିଲେ, ଶିକ୍ଷା କ୍ଷେତ୍ରରେ ଜନଜାତି ପିଲାଙ୍କ ପାଇଁ କିଟ୍ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଯେଉଁ କାର୍ଯ୍ୟ କରୁଛନ୍ତି ତାହା ଇତିହାସରେ ଲିପିବଦ୍ଧ ହୋଇ ରହିବ । ଶ୍ରୀ ସାମନ୍ତ ଶିକ୍ଷା ମାଧ୍ୟମରେ ଗରିବ ଓ ଅବହେଳିତ ପିଲାଙ୍କ ମଧ୍ୟରେ ନୂତନ ଆଲୋକ ସୃଷ୍ଟି କରିଛନ୍ତି ।

ବାଲେଶ୍ୱର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଲେ, ଦଳମତ ନିର୍ବିଶେଷରେ ଆମେ ସମସ୍ତେ ଅଚ୍ୟୁତ ସାମନ୍ତଙ୍କ ପ୍ରୟାସର ପ୍ରଶଂସା କରିବା ଉଚିତ । ସେ ଶିକ୍ଷା ମାଧ୍ୟମରେ ଲକ୍ଷଲକ୍ଷ ଗରିବ ଓ ଅବହେଳିତ ପିଲାଙ୍କ ପାଇଁ ଜୀବନର ରାହା ସୃଷ୍ଟି କରିପାରିଛନ୍ତି । ଶ୍ରୀ ସାମନ୍ତଙ୍କ ଏହି ପ୍ରୟାସକୁ୍ ଆମେ ସମସ୍ତେ ସହଯୋଗ କରିବା ପାଇଁ ଆଗେଇ ଆସିବା ଉଚିତ ବୋଲି ସେ କହିଥିଲେ ।

ରେମୁଣା ବିଧାୟକ ଶ୍ରୀଯୁକ୍ତ ସୁଧାଂଶୁ ଶେଖର ପରିଡ଼ା କହିଲେ, ଏହି ବିଦ୍ୟାଳୟ ମୋ ନିର୍ବାଚନମଣ୍ଡଳିରେ ପ୍ରତିଷ୍ଠିତ ହୋଇଥିବାରୁ ମୁଁ ବହୁତ ଖୁସୀ । ଏହା ନିର୍ବାଚନମଣ୍ଡଳି ପାଇଁ ଗର୍ବ ଓ ଗୌରବ ବୋଲି ସେ କହିଥିଲେ ।

କାର୍ଯ୍ୟକ୍ରମରେ ସ୍ୱାଗତ କନ୍ଧମାଳ ସାଂସଦ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, ଏହି ବିଦ୍ୟାଳୟ ପାଇଁ ଜମି କ୍ରୟଠାରୁ ଆରମ୍ଭ କରି ଭିତ୍ତିଭୂମି ବିକାଶ, ସବୁଜ ବଳୟ ସୃଷ୍ଟି, ପାଚେରୀ ନିର୍ମାଣ, ମେକାନାଇଜ୍‍ଡ ରୋଷଶାଳା, ୨୫ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା, ଆସବାବପତ୍ର ଓ ଅନ୍ୟାନ୍ୟ ଆନୁସଙ୍ଗିକ ସୁବିଧା ସମେତ ୧ଲକ୍ଷ୨୦ହଜାର ବର୍ଗଫୁଟ ଅଞ୍ଚଳରେ ଭିତ୍ତିଭୂମି ନିର୍ମାଣରେ ମୋଟ ୫୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଏଥିରୁ ଇମାମି ଗ୍ରୁପ୍‍ ୧୪ କୋଟି ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେଇଥିବା ବେଳେ ବାକି ୩୬ କୋଟି ଟଙ୍କା କିଟ୍‍ ତରଫରୁ ଖର୍ଚ୍ଚ କରାଯାଇଛି । ଇମାମି-କିସ୍‍ ଆବାସିକ ବିଦ୍ୟାଳୟରେ ସିବିଏସ୍‍ଇ ପାଠ୍ୟକ୍ରମରେ ଶିକ୍ଷାଦାନ କରାଯିବ । ପ୍ରଥମ ପର୍ଯ୍ୟାୟରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏ ଓଡ଼ିଶାର ବିଭିନ୍ନ ଜିଲ୍ଲାର ୧୨ଶହ କେବଳ ଗରିବ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷାଦାନ କରାଯିବ । ପାଠ ପଢ଼ା ବ୍ୟତୀତ ଏଠାରେ  ଛାତ୍ରଛାତ୍ରୀଙ୍କୁ ଅନ୍ୟାନ୍ୟ କ୍ଷେତ୍ର ବିଶେଷ କରି ଉନ୍ନତ ମାନର କ୍ରୀଡ଼ା ତାଲିମ ପ୍ରଦାନ କରାଯିବ । ଏଠାରୁ ଉତ୍ତୀର୍ଣ୍ଣ ହେବା ପରେ ଛାତ୍ରଛାତ୍ରୀମାନେ ଭୁବନେଶ୍ୱରସ୍ଥିତ କିସ୍‍ କିମ୍ବା କିଟ୍‍ ବିଶ୍ୱବିଦ୍ୟାଳୟରେ ଉଚ୍ଚଶିକ୍ଷା ଲାଭ କରିପାରିବେ । ଭୁବନେଶ୍ୱର କିସ୍‍ ଭଳି ଏଠାରେ ସମ୍ପୂର୍ଣ୍ଣ ଆବାସିକ ଓ ବିନାଦେୟରେ ଗରିବ ପିଲାମାନେ ପାଠ ପଢ଼ିପାରିବେ । ସମ୍ପୂର୍ଣ୍ଣ ସବୁଜ, ଇକୋ-ଫ୍ରେଣ୍ଡଲି ଓ ଟେକ୍ନୋଲୋଜି ଉପଯୋଗରେ ଏହି କ୍ୟାମ୍ପସ ପରିଚାଳିତ ହେବ । ଏହା ବାଲେଶ୍ୱରବାସୀଙ୍କ ସମ୍ପତ୍ତି ହୋଇ ରହିବ ବୋଲି ଶ୍ରୀ ସାମନ୍ତ କହିଥିଲେ ।

କାର୍ଯ୍ୟକ୍ରମରେ ବାଲେଶ୍ୱର ଜିଲ୍ଲା କେ ସୁଦର୍ଶନ ଚକ୍ରବର୍ତୀ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଇମାମି ଗ୍ରୁପ୍‌ର ପ୍ରତିନିଧି ସୁଶିଲ କୁମାର ଗୋଏଙ୍କା ଉପସ୍ଥିତ ଥିଲେ ।

Previous Post

ଖୋଲିଦେଲେ ଖାରବେଳ

Next Post

ଯାହାକୁ ରଖିବେ ଅନନ୍ତ…

Next Post
ଯାହାକୁ ରଖିବେ ଅନନ୍ତ…

ଯାହାକୁ ରଖିବେ ଅନନ୍ତ...

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA