Thursday, April 30, 2026 09:13 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

‘ଶ୍ରୀମନ୍ଦିର ପ୍ରଶାସନ କର୍ମଚାରୀଙ୍କୁ କୋଭିଡ୍ ଯୋଦ୍ଧା ମାନ୍ୟତା ମିଳୁ’

ରାଜ୍ୟ ସରକାରଙ୍କୁ ଚିଠି ଲେଖିଲେ ମୁଖ୍ୟ ପ୍ରଶାସକ କ୍ରିଷନ୍ କୁମାର

by Our Correspondent
08 Jun, 2021- 02:26 PM
in Latest News, News
1 min read
0
‘ଶ୍ରୀମନ୍ଦିର ପ୍ରଶାସନ କର୍ମଚାରୀଙ୍କୁ କୋଭିଡ୍ ଯୋଦ୍ଧା ମାନ୍ୟତା ମିଳୁ’

?????????????

ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀମାନଙ୍କୁ କୋଭିଡ୍ ଯୋଦ୍ଧା ଘୋଷଣା କରିବାକୁ ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାର । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଦେଇଥିବା ଚିଠିରେ ମୁଖ୍ୟ ପ୍ରଶାସକ ଏଥିପାଇଁ ଏକାଧିକ କାରଣ ଦର୍ଶାଇଛନ୍ତି ।

ସେ ଲେଖିଛନ୍ତି ଯେ କୋଭିଡ୍ ମହାମାରୀ ସମୟରେ ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀମାନେ ବିଭିନ୍ନ କାମରେ ନିୟୋଜିତ ଅଛନ୍ତି । ନୀଳାଚଳ ଭକ୍ତ ନିବାସଠାରେ ଥିବା ଆନୁଷ୍ଠାନିକ ସଙ୍ଗରୋଧ କେନ୍ଦ୍ରରେ କରୋନା ସଂକ୍ରମିତଙ୍କ ଦାୟିତ୍ୱ ବୁଝୁଛନ୍ତି । ସେବାୟତ ଓ କର୍ମଚାରୀଙ୍କ ଟିକାକରଣରେ ଡାକ୍ତରୀ ଟିମ୍ କୁ ସହଯୋଗ କରୁଛନ୍ତି । ଶ୍ରୀମନ୍ଦିର ଭିତରେ ଓ ବାହାରେ ମହାପ୍ରଭୁଙ୍କ ନୀତିକାନ୍ତିରେ ସାମିଲ ହୋଇ ସବୁଦିନ ଅନେକ ଲୋକଙ୍କ ସଂସ୍ପର୍ଶରେ ଆସୁଛନ୍ତି । ରଥଖଳା ସେବକଙ୍କ ରହିବା, ଖାଇବା, ପିଇବା ସବୁ ଦାୟିତ୍ୱ ବୁଝୁଛନ୍ତି ।

ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିରରେ ପ୍ରଶାସନରେ କାର୍ଯ୍ୟରତ ସବୁ କର୍ମଚାରୀଙ୍କୁ କୋଭିଡ୍ ଯୋଦ୍ଧା ଘୋଷଣା କରାଯାଇ ସେମାନଙ୍କୁ ରାଜ୍ୟ ସରକାରଙ୍କ ପ୍ରଦତ୍ତ ସୁବିଧା ଯୋଗାଇ ଦେବାକୁ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି ।

ଇତିମଧ୍ୟରେ ଶ୍ରୀମନ୍ଦିର ପ୍ରଶାସନ ଅଧୀନସ୍ଥ ଜଗନ୍ନାଥ ଟେମ୍ପଲ୍ ପୋଲିସି (ଜେଟିପି)ର ଦୁଇଜଣ କର୍ମଚାରୀ ପୃଥ୍ୱୀମନ୍ୟୁ ଦାଶ(୫୮) ଏବଂ ପ୍ରମୋଦ କୁମାର ଦାଶ(୫୯) କରୋନା ଯୋଗୁଁ ପ୍ରାଣ ହରାଇଛନ୍ତି । ମୃତକଙ୍କ ପରିବାରକୁ ଅନ୍ୟ କରୋନା ଯୋଦ୍ଧାଙ୍କ ଭଳି ଆର୍ଥିକ ସହାୟତା ଦେବାକୁ ଡ. କ୍ରିଷନ୍ କୁମାର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।

Previous Post

ସହରାଞ୍ଚଳ ଉଠାଦୋକାନୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍

Next Post

ଏୟାରଲିଫ୍ଟ ହେଲେ ଏଡିଜି ଦେବାଶିଷ ପାଣିଗ୍ରାହୀ

Next Post
ଏୟାରଲିଫ୍ଟ ହେଲେ ଏଡିଜି ଦେବାଶିଷ ପାଣିଗ୍ରାହୀ

ଏୟାରଲିଫ୍ଟ ହେଲେ ଏଡିଜି ଦେବାଶିଷ ପାଣିଗ୍ରାହୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA