Friday, February 20, 2026 11:59 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମାର୍ଗାରେଟ୍ ଆଲଭା ବିରୋଧୀ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ

by Our Correspondent
17 Jul, 2022- 06:50 PM
in Latest News, News
1 min read
0
ମାର୍ଗାରେଟ୍ ଆଲଭା ବିରୋଧୀ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ: ଭେଟେରାନ୍ କଂଗ୍ରେସ ନେତ୍ରୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ, ୪ ଥରର ରାଜ୍ୟପାଳ ଶ୍ରୀମତୀ ମାର୍ଗାରେଟ୍ ଆଲଭା ମିଳିତ ବିରୋଧୀ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି । ଆଜି ଅପରାହ୍ନରେ ବସିଥିବା ବୈଠକରେ ତାଙ୍କ ନାଁ ଉପରେ ମୋହର ବାଜିଛି । ଏନସିପି ମୁଖ୍ୟ ଶରଦ ପାୱାର ଏହି ନିଷ୍ପତ୍ତି ଘୋଷଣା କରିଛନ୍ତି । ଗତକାଲି ଏନଡିଏ ପକ୍ଷରୁ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ୍ ଧନକରଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯାଇଥିଲା ।

୭୭ ବର୍ଷୀୟା ମାର୍ଗାରେଟ୍ ଆଲଭା କଂଗ୍ରେସ ଦଳର ଜଣେ ପୋଖତ ରାଜନେତା ଭାବେ ଜଣାଶୁଣା । ରାଜୀବ ଗାନ୍ଧୀଙ୍କ ସରକାରରେ ସେ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ସଂସଦକୁ ସେ ୫ ଥର ନିର୍ବାଚିତ ହୋଇଛନ୍ତି । ଗୋଆ, ଗୁଜୁରାଟ, ରାଜସ୍ଥାନ ଏବଂ ଉତ୍ତରାଖଣ୍ଡର ରାଜ୍ୟପାଳ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି ।

ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ତାଙ୍କର ମନୋନୟନକୁ ଶ୍ରୀମତୀ ଆଲଭା ବିନମ୍ରତାର ସହ ଗ୍ରହଣ କରିଛନ୍ତି । ନେତୃତ୍ୱ ତାଙ୍କ ଉପରେ ଆସ୍ଥା ରଖିଥିବାରୁ ସେ ଟୁଇଟ୍ କରି ଧନ୍ୟବାଦ ଜଣାଇଛନ୍ତି ।

ସୂଚନାଥାଉକି, ବର୍ତ୍ତମାନର ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କ କାର୍ଯ୍ୟକାଳ ଆସନ୍ତା ଅଗଷ୍ଟ ୧୦ ତାରିଖରେ ଶେଷ ହେବ । ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ । ରାଷ୍ଟ୍ରପତି ନିର୍ବାଚନ ଅଙ୍କରେ ଏନଡିଏ ସହଜଜନକ ସ୍ଥିତିରେ ଥିବା ବେଳେ ଉପରାଷ୍ଟ୍ରପତି ନିର୍ବାଚନ ଅଙ୍କ ସ୍ପଷ୍ଟ ହୋଇନାହିଁ । ଯାହା ବି ହେଲେ, ମିଳିତ ବିରୋଧୀ ଦଳ ପକ୍ଷରେ ଉପରାଷ୍ଟ୍ରପତି ନିର୍ବାଚନ ମଧ୍ୟ ସହଜ ହେବ ନାହିଁ ।

Previous Post

ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ପୂର୍ବ ଭାରତର ଉଜ୍ୱଳ ନକ୍ଷତ୍ର

Next Post

ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପାଇଁ ହୋମଯଜ୍ଞ

Next Post
ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପାଇଁ ହୋମଯଜ୍ଞ

ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପାଇଁ ହୋମଯଜ୍ଞ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA