Saturday, April 18, 2026 05:30 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

BSKY ନବୀନ କାର୍ଡ ଅନଲାଇନ୍ ଦରଖାସ୍ତ ସମୟ ସୀମା ବୃଦ୍ଧି

by Our Correspondent
16 Jan, 2024- 07:21 PM
in Latest News, News
1 min read
0
BSKY ନବୀନ କାର୍ଡ ଅନଲାଇନ୍ ଦରଖାସ୍ତ ସମୟ ସୀମା ବୃଦ୍ଧି

ଭୁବନେଶ୍ୱର: ଜନସାଧାରଣଙ୍କ ଠାରୁ ମିଳିଥିବା ମତାମତକୁ ବିଚାର କରି ରାଜ୍ୟ ସରକାର ଆଜି ଅନଲାଇନ ଦରଖାସ୍ତ ପଞ୍ଜୀକରଣ ସମୟସୀମାକୁ ଜାନୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଏହି ପରିପ୍ରେକ୍ଷୀରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ଏକ ସ୍ଵତନ୍ତ୍ର ବିଭାଗୀୟ ବିଜ୍ଞପ୍ତି ଜାରି କରିଛନ୍ତି । ବି ଏସ୍ କେ ୱାଇ ନବୀନ କାର୍ଡ ପାଇଁ ଯୋଗ୍ୟ ବିବେଚିତ ପରିବାରମାନେ ଚଳିତ ବର୍ଷ ମେ ମାସ ଠାରୁ ତାଲିକାଭୁକ୍ତ ଘରୋଇ ହସ୍ପିଟାଲମାନଙ୍କରେ ନିର୍ଦ୍ଧାରିତ ଗୁରୁତର ରୋଗଗୁଡ଼ିକର ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟମାନଙ୍କ ପାଇଁ ବାର୍ଷିକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ସୁବିଧା ପାଇବେ ।

ସୂଚନାଯୋଗ୍ୟ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ( BSKY) ନବୀନ କାର୍ଡ ପାଇଁ ଆବେଦନ କ୍ଷେତ୍ରରେ ଦୃତ ଅଗ୍ରଗତି ହୋଇଛି । ଆଜି ସୁଦ୍ଧା ସମୁଦାୟ ୩,୪୬,୨୯୪ଟି ପରିବାରଙ୍କର ଦରଖାସ୍ତ ଅନଲାଇନରେ ପଞ୍ଜୀକୃତ ହୋଇଛି । ଏହି ପଞ୍ଜୀକୃତ ଦରଖାସ୍ତରେ ୯.୭୦ ଲକ୍ଷରୁ ଉର୍ଦ୍ଧ ସଦସ୍ୟଙ୍କର ନାମ ରହିଛି ।

ସର୍ବାଧିକ ଗଞ୍ଜାମ ଜିଲାରୁ ୪୮,୫୦୦ ; ଖୋର୍ଦ୍ଧା ଜିଲାରୁ ୨୬,୮୨୫ ; କଟକରୁ ୨୮,୭୯୪ ; ଭଦ୍ରକରୁ ୨୩,୦୪୨ ଏବଂ ବାଲେଶ୍ବର ଜିଲ୍ଲାରୁ ୨୨,୫୭୦ ଦରଖାସ୍ତ ମିଳିଛି । ପୁରୀ ଜିଲ୍ଲାରୁ ୨୦,୭୪୪ ଦରଖାସ୍ତ ମିଳିଥିବା ବେଳେ କେନ୍ଦ୍ରାପଡାରୁ ୧୯,୫୭୮ ଓ ନୟାଗଡରୁ ୧୪,୯୪୭ ଦରଖାସ୍ତ ଅନଲାଇନରେ ପଞ୍ଜୀକୃତ ହୋଇଛି । ଜଗତତ୍ସିଂହପୁରରୁ ୧୫,୨୪୮, ଯାଜପୁରରୁ ୧୪,୦୬୧, ବରଗଡ଼ରୁ ୧୪,୫୬୯, ସୁନ୍ଦରଗଡ଼ରୁ ୧୨,୩୪୯, ଅନୁଗୋଳରୁ ୧୨,୩୯୭ ଏବଂ ଢେଙ୍କାନାଳରୁ ୧୧,୮୮୦ ଦରଖାସ୍ତ ମିଳିଛି । ୩୦ଟି ଯାକ ଜିଲ୍ଲାରୁ ଜିଲ୍ଲା ପିଛା ହାରାହାରି ୧୧,୫୦୦ରୁ ଉର୍ଦ୍ଧ ଦରଖାସ୍ତ ପଞ୍ଜୀକୃତ ହୋଇଛି ।

Previous Post

ମହାପ୍ରଭୁଙ୍କ ଇଚ୍ଛା ବିନା ପତ୍ର ହଲେ ନାହିଁ: ମୁଖ୍ୟମନ୍ତ୍ରୀ

Next Post

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ମହୋତ୍ସବର ସିଧା ପ୍ରସାରଣ

Next Post
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ମହୋତ୍ସବର ସିଧା ପ୍ରସାରଣ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ମହୋତ୍ସବର ସିଧା ପ୍ରସାରଣ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA