Monday, May 25, 2026 02:40 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଓଡ଼ିଶାରୁ ଅଧିକ ୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିବ ଏଫସିଆଇ

by Our Correspondent
26 Nov, 2025- 07:40 PM
in Latest News, News
1 min read
0
ଓଡ଼ିଶାରୁ ଅଧିକ ୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିବ ଏଫସିଆଇ

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ କ୍ରମେ ଭାରତୀୟ ଖାଦ୍ୟ ନିଗମ ବା ଏଫସିଆଇ ଓଡ଼ିଶାରୁ ଅତିରିକ୍ତ ୮ ଲକ୍ଷ ମେଟ୍ରିକ୍ ଟନ୍ ତଥା ମୋଟ ୫୮ ଲକ୍ଷ ଧାନ(ଚାଉଳ ଆକାରରେ) କିଣିବ ବୋଲି କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି ।  

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ପତ୍ରର ଉତ୍ତର ଦେଇ ଶ୍ରୀ ଯୋଶୀ କହିଛନ୍ତି ଯେ ଓଡ଼ିଶାର ଚାଷୀ ଭାଇ ଭଉଣୀଙ୍କ ସ୍ୱାର୍ଥକୁ ରକ୍ଷା କରି ଖରିଫ ଫସଲ ପାଇଁ ଧାନ କିଣିବା ଲକ୍ଷ୍ୟକୁ ୪୦ ଲକ୍ଷ ମେଟ୍ରିକ୍ ଟନରୁ ବୃଦ୍ଧି କରି ୪୭ ଲକ୍ଷ ମେଟ୍ରିକ୍ ଟନ୍ କରାଯାଇଛି । ସେହିପରି ରବି ଫସଲ ପାଇଁ ଏହି ଲକ୍ଷ୍ୟକୁ ୧୦ ଲକ୍ଷ ମେଟ୍ରିକ୍ ଟନରୁ ବୃଦ୍ଧି କରି ୧୧ ଲକ୍ଷ ମେଟ୍ରିକ୍ ଟନ୍ କରିବା ପାଇଁ ଆକଳନ କରାଯାଇଛି ।

ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଏବଂ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଏଥିପାଇଁ ଧନ୍ୟବାଦ ଜଣାଇଛନ୍ତି । ସେ କହିଛନ୍ତି, ଡବଲ ଇଞ୍ଜିନ ସରକାର ସବୁବେଳେ ‘ଅନ୍ନଦାତା’ଙ୍କ କଲ୍ୟାଣକୁ ପ୍ରାଥମିକତା ଦେଇ ଆସିଛନ୍ତି । ଧାନ କିଣା ଲକ୍ଷ୍ୟରେ ୮ ଲକ୍ଷ ମେଟ୍ରିକ୍ ଟନ୍ ବୃଦ୍ଧି ତଥା ମୋଟ ୫୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିବା ନିଷ୍ପତ୍ତି ଓଡ଼ିଶାର ଚାଷୀମାନଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିବ । ମୋଦୀ ସରକାରଙ୍କ ଏହି ସମୟୋଚିତ ନିଷ୍ପତ୍ତି ରାଜ୍ୟର ଅର୍ଥନୀତି ଓ ଆମ ଚାଷୀ ଭାଇଭଉଣୀଙ୍କ ହାତମୁଠାକୁ ମଜଭୂତ୍ କରିବ ।

ପ୍ରକାଶ ଥାଉ କି, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗତ ଅଗଷ୍ଟ ୪ ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ଭେଟି ଏ ବିଷୟରେ ଆଲୋଚନା କରିଥିଲେ । ବିଶେଷ ଭାବରେ ଓଡ଼ିଶାରେ ଖରିଫ ଋତୁ ଓ ରବି ଋତୁ ପାଇଁ ଉଷୁନା ଚାଉଳ ଉଠାଣ ସହ ନିର୍ଦ୍ଧାରିତ ଲକ୍ଷ୍ୟ ଠାରୁ ଅଧିକ ଧାନ ସଂଗ୍ରହ କରିବା ପାଇଁ ଆଲୋଚନା କରିବା ସହ ଚିଠି ଦେଇଥିଲେ ।

 

Previous Post

ସାଇ-ଟେଡ୍‌ ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Next Post

ସୋଆରେ ଇନ୍‌ଷ୍ଟିଚ୍ୟୁସନ୍‌ସ ଇନୋଭେସନ୍ କାଉନ୍‌ସିଲ୍‌ର ଆଂଚଳିକ ସମ୍ମିଳନୀ

Next Post
ସୋଆରେ ଇନ୍‌ଷ୍ଟିଚ୍ୟୁସନ୍‌ସ ଇନୋଭେସନ୍ କାଉନ୍‌ସିଲ୍‌ର ଆଂଚଳିକ ସମ୍ମିଳନୀ

ସୋଆରେ ଇନ୍‌ଷ୍ଟିଚ୍ୟୁସନ୍‌ସ ଇନୋଭେସନ୍ କାଉନ୍‌ସିଲ୍‌ର ଆଂଚଳିକ ସମ୍ମିଳନୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA