Tuesday, June 23, 2026 04:31 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମିଶନ ଶକ୍ତି ମହିଳାଙ୍କୁ ମିଳିବ ୧ ହଜାର ଟଙ୍କା

୭୦ ଲକ୍ଷ ସଦସ୍ୟାଙ୍କୁ ୟୁନିଫର୍ମ ବାବଦରେ ମିଳିବ

by Our Correspondent
16 Feb, 2024- 08:01 PM
in Latest News, News
1 min read
0
ମିଶନ ଶକ୍ତି ମହିଳାଙ୍କୁ ମିଳିବ ୧ ହଜାର ଟଙ୍କା

୧୨ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ରାଜ୍ୟର ମିଶନ ଶକ୍ତି ଅଧୀନରେ ଥିବା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ(ଏସଏଚଜି) ସଦସ୍ୟାଙ୍କୁ ୧ ହଜାର ଟଙ୍କା ଲେଖାଏଁ ମିଳିବ । ୟୁନିଫର୍ମ ପୋଷାକ ବାବଦରେ ୭୦ ଲକ୍ଷ ଏସଏଚଜି ସଦସ୍ୟାଙ୍କୁ ଏହି ଟଙ୍କା ମିଳିବ । ଏସଏଚଜି ଏକଜ୍ୟୁଟିଭ୍ ମାନଙ୍କୁ ବ୍ଲେଜର୍ ବାବଦରେ ଅଧିକ ୧୦୦୦ ଟଙ୍କା ମିଳିବ । ଅର୍ଥାତ୍ ସେମାନଙ୍କୁ ମିଳିବ ୨୦୦୦ ଟଙ୍କା । ରାଜ୍ୟ ସରକାରଙ୍କ ପକ୍ଷରୁ ଏଥିପାଇଁ ୭୩୦ କୋଟି ଟଙ୍କା ଖର୍ଚ୍ଚ ହେବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସଂଧ୍ୟାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏହାକୁ ମିଶାଇ ୧୦ ଟି ବିଭାଗର ମୋଟ ୧୨ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି । କ୍ୟାବିନେଟ୍ ବୈଠକର ନିଷ୍ପତ୍ତି ସଂକ୍ରାନ୍ତରେ ମନ୍ତ୍ରୀ ପ୍ରଦୀପ ଅମାତ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଏବଂ ସଂପୃକ୍ତ ବିଭାଗର ସଚିବମାନେ ଗଣମାଧ୍ୟମକୁ ଅବଗତ କରାଇଛନ୍ତି ।

ମିଶନ ଶକ୍ତି ବିଭାଗର କମିସନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟନ୍ ରାଜ୍ୟର ମହିଳା ସଶକ୍ତିକରଣ ତଥା ୫-ଟି ଆଧାରରେ କାର୍ଯ୍ୟକାରୀ ହେଉଥିବା ମିଶନ ଶକ୍ତି ଅଭିଯାନ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦୋହରାଇବା ସହ ଆଜି ନିଆଯାଇଥିବା ନିଷ୍ପତ୍ତି ସଂକ୍ରାନ୍ତରେ ସୂଚନା ଦେଇଥିଲେ । ତାଙ୍କ ସୂଚନା ଅନୁଯାୟୀ, ୭୦ ଲକ୍ଷ ମିଶନ ଶକ୍ତି ମା’ ମାନଙ୍କୁ ୟୁନିଫର୍ମ ବାବଦରେ ୧ ହଜାର ଟଙ୍କା ମିଳିବ । ଦେଢ଼ ଲକ୍ଷରୁ ଅଧିକ ଗ୍ରାମ ପଞ୍ଚାୟତ ଲେଭଲ ଫେଡେରେସନ୍, ବ୍ଲକ୍ ଏବଂ ଡିଷ୍ଟ୍ରିକ୍ଟ ଲେଭଲ୍ ଫେଡେରେସନ୍ ର ଏକଜ୍ୟୁଟିଭ୍ କମିଟି ସଦସ୍ୟା ତଥା ଏରିଆ ଲେଭଲ୍ ଫେଡେରେସନ୍ ର ମ୍ୟାନେଜମେଣ୍ଟ କମିଟି ସଦସ୍ୟାମାନଙ୍କୁ ୨ ହଜାର ଟଙ୍କା ଲେଖାଏଁ ମିଳିବ । ସେମାନେ ୟୁନିଫର୍ମ ପୋଷାକ ସହ ଏହି ଟଙ୍କାରେ ବ୍ଲେଜର୍ କିଣିବେ । ଏସଏଚଜି ସଦସ୍ୟାମାନେ ତାଙ୍କ ଗ୍ରୁପ୍ ର ପସନ୍ଦ ଅନୁଯାୟୀ ୟୁନିଫର୍ମ କିଣିପାରିବେ ।

 

Previous Post

ବିଜେଡିରେ ମିଶିଲେ ଅଂଶୁମାନ ମହାନ୍ତି

Next Post

ସେସାର ରେୟେସ ଓ ଗୋବିନ୍ଦ ଭାଇ ଢୋଲକିଆଙ୍କୁ କିସ୍‍ ଜୀବନବ୍ୟାପୀ ସାଧନା ସମ୍ମାନ

Next Post
ସେସାର ରେୟେସ ଓ ଗୋବିନ୍ଦ ଭାଇ ଢୋଲକିଆଙ୍କୁ କିସ୍‍ ଜୀବନବ୍ୟାପୀ ସାଧନା ସମ୍ମାନ

ସେସାର ରେୟେସ ଓ ଗୋବିନ୍ଦ ଭାଇ ଢୋଲକିଆଙ୍କୁ କିସ୍‍ ଜୀବନବ୍ୟାପୀ ସାଧନା ସମ୍ମାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA