Thursday, April 23, 2026 04:18 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଫେବ୍ରୁଆରୀ ୩ ରୁ ୫ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

ସମ୍ମିଳନୀର ବିପୁଳ ସଫଳତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

by Our Correspondent
02 Jan, 2024- 08:33 PM
in Latest News, News
1 min read
0
ଫେବ୍ରୁଆରୀ ୩ ରୁ ୫ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ହେବ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ । ଆସନ୍ତା ଫେବ୍ରୁଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଏହା ଅନୁଷ୍ଠିତ ହେବ । ଗତ ଡିସେମ୍ବର ୧୯ରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟ୍ ରେ ବିଶ୍ୱ ଓଡ଼ିଆ ସମ୍ମିଳନୀ ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଆଜି ତାରିଖ ଘୋଷଣା ହୋଇଛି ।  ଏହି ସମ୍ମିଳନୀ ଯେପରି ବିପୁଳ ସଫଳତା ହାସଲ କରିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଆରୋପ କରିଛନ୍ତି । ଏଥିପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ୱୟ ରକ୍ଷା କରି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ଭାଷା ସମ୍ମିଳନୀ ଓଡ଼ିଆ ଅସ୍ମିତାର ପରିଚୟ ହେବ। ଶାସ୍ତ୍ରୀୟ ଭାଷା ଓଡ଼ିଆକୁ ଆହୁରି କିପରି ଲୋକପ୍ରିୟ କରାଯିବ ଏ ସମ୍ପର୍କରେ ବିଶଦ ଭାବେ ଆଲୋଚନା କରାଯିବ । ବର୍ତ୍ତମାନର ପରିବର୍ତ୍ତିତ ପରିସ୍ଥିତି ଓ ପ୍ରଯୁକ୍ତି ବିଦ୍ୟା ଯୁଗରେ ଏହି ଭାଷା ସମ୍ମିଳନୀ ଯୁବପିଢ଼ିଙ୍କୁ ଓଡ଼ିଆ ଭାଷା ପ୍ରତି ଆକର୍ଷିତ କରିବ ।

ସମ୍ମିଳନୀରେ ଓଡ଼ିଆ ଭାଷାର ପ୍ରାଚୀନତା ଓ ଭବିଷ୍ୟତର ପ୍ରାସଙ୍ଗିକତା ଉପରେ ଅନେକ ତର୍କ ଭିତ୍ତିକ ଓ ମାର୍ମିକ ତର୍ଜମା କରାଯିବ । ଦେଶ ବିଦେଶରେ ରହୁଥିବା ଓଡ଼ିଆ ଭାଷାବିତ୍‌ ମାନେ ଯୋଗ ଦେଇ ଓଡ଼ିଆ ଭାଷାର Antiquity (ସର୍ବ ପ୍ରାଚୀନତା) ଓ Continuity (ନିରନ୍ତରତା) ସମ୍ପର୍କରେ ବିଭିନ୍ନ ପର୍ଯ୍ୟାୟ ଭିତ୍ତିକ ଆଲୋଚନା କରିବେ । ଏଥିରେ ଓଡ଼ିଆ ଭାଷାର ଉତ୍ପତ୍ତି, କ୍ରମବିକାଶ ଓ ଲୋକପ୍ରିୟତା ଉପରେ ସାରଗର୍ଭକ ଆଲୋଚନାମାନ ଅନୁଷ୍ଠିତ ହେବ । ଏଥିସହ ବିଶେଷଜ୍ଞ ମାନେ ଏହି ତିନି ଦିନରେ ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ରୂପରେଖ ଉପରେ ତଥ୍ୟ ଭିତ୍ତିକ ଉପସ୍ଥାପନ କରିବେ ।

ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ବୁଦ୍ଧିଜୀବୀ ତଥା ସବୁ ବର୍ଗର ବ୍ୟକ୍ତିବିଶେଷ ଏହି ସମ୍ମିଳନୀରେ ଯୋଗଦେବେ। ଓଡ଼ିଆ ଭାଷାକୁ ଅଭିନବ ଭାବେ କିଭଳି ଶିଖି ହେବ ଏ ସମ୍ପର୍କରେ ମଧ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ ହେବ । ଏହି ସମ୍ମିଳନୀ ବିଶ୍ୱର କଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଷାଭାଷୀ ମାନଙ୍କ ନିମନ୍ତେ ଏକ ନୂତନ ଆଲୋକବର୍ତ୍ତିତା ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।

Previous Post

ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ

Next Post

ସଂଗ୍ରାମ ପାଇକରାୟ ବିଜେଡି ପର୍ଯ୍ୟବେକ୍ଷକ ନିଯୁକ୍ତ

Next Post
ସଂଗ୍ରାମ ପାଇକରାୟ ବିଜେଡି ପର୍ଯ୍ୟବେକ୍ଷକ ନିଯୁକ୍ତ

ସଂଗ୍ରାମ ପାଇକରାୟ ବିଜେଡି ପର୍ଯ୍ୟବେକ୍ଷକ ନିଯୁକ୍ତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA