Tuesday, May 12, 2026 12:44 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମହାନଦୀରେ ଆସୁଛି ବନ୍ୟା !

ହୀରାକୁଦର ୧୮ ଟି ଗେଟ୍ ଖୋଲା

by Our Correspondent
15 Sep, 2021- 03:18 PM
in Latest News, News
1 min read
0
ମହାନଦୀରେ ଆସୁଛି ବନ୍ୟା !

ଭୁବନେଶ୍ୱର: ମହାନଦୀରେ ଏକ ଛୋଟ ବା ମଧ୍ୟମ ଧରଣର ବନ୍ୟା ଆଶଙ୍କା ଦେଖାଦେଇଛି । ହୀରାକୁଦ ତଳ ଓ ଉପରମୁଣ୍ଡରେ ଲଗାତର ବର୍ଷା ହେବା ଯୋଗୁଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି । ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ଆଜି ଏହି ସୂଚନା ଦେଇଛନ୍ତି । ତେବେ ସମ୍ଭାବ୍ୟ ବନ୍ୟା ଯୋଗୁଁ ତଳିଆ ଅଞ୍ଚଳରେ ବେଶୀ ଖରାପ ସ୍ଥିତି ହେବାର ଆଶଙ୍କା ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି ।

କାଲିଠାରୁ ହୀରାକୁଦ ତଳ ମୁଣ୍ଡରେ ବର୍ଷା କମିଥିଲେ ମଧ୍ୟ ଉପର ମୁଣ୍ଡରେ ପ୍ରବଳ ବର୍ଷା ହୋଇଛି । ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଏବେ ୬୨୮.୨୩ ଫୁଟ ରହିଛି । ଆଜି ଅପରାହ୍ନ ବେଳକୁ ହୀରାକୁଦକୁ ୨.୫୮ ଲକ୍ଷ କ୍ୟୁସେକ୍ ଜଳ ପଶୁଛି ଏବଂ ୨.୨୫ ଲକ୍ଷ କ୍ୟୁସେକ୍ ଜଳ ବାହାରୁଛି । ଜଳଭଣ୍ଡାର ଜଳସ୍ତର ୬୨୮ ଫୁଟ ମଧ୍ୟରେ ରଖିବାକୁ ସ୍ଥିର କରାଯାଇଥିବାରୁ ତିନୋଟି ପର୍ଯ୍ୟାୟରେ ୧୮ ଟି ଗେଟ୍ ଖୋଲାଯାଇଛି । ଆବଶ୍ୟକ ହେଲେ ଆଉ ଅଧିକ ଗେଟ୍ ଖୋଲା ଯାଇପାରେ ।

ଏବେ ମୁଣ୍ଡଳିରେ ୬.୪ ଲକ୍ଷ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି । ଅଧିକ ଗେଟ୍ ଖୋଲିଲେ ବି ମୁଣ୍ଡଳିରେ ୭ ଲକ୍ଷ କ୍ୟୁସେକ୍ ବା ସାମାନ୍ୟ ଅଧିକ ଜଳ ଜଳ ପ୍ରବାହିତ ହେବ । ତେଣୁ ମହାନଦୀରେ ଏକ ଛୋଟ ବା ମଧ୍ୟମ ଧରଣର ବନ୍ୟା ଆଶଙ୍କା ଥିବା ସ୍ୱତନ୍ତ୍ର ରିଲିଫ୍ କମିଶନର ଶ୍ରୀ ଜେନା କହିଛନ୍ତି ।

ବର୍ଷାରେ ୨୧ ଲକ୍ଷ ଲୋକ ପ୍ରଭାବିତ: ବର୍ଷା କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେଇ ଏସଆରସି କହିଛନ୍ତି, ଲଗାଣ ବର୍ଷା ଯୋଗୁଁ ୨୧ ଜିଲ୍ଲାର ୧୨୬ ବ୍ଲକ୍ ପ୍ରଭାବିତ ହୋଇଛି । ମୋଟ ୪୩୩୪ ଗାଁ ଓ ୨୯ ଟି ପୌରାଞ୍ଚଳ ପ୍ରଭାବିତ ହାଇଛି । ସମୁଦାୟ ୨୧ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲା ବେଳେ ୩୮୩୯ ଟି ଘର କ୍ଷତିଗ୍ରସ୍ତ ହୋଇଛି । ୧ ଲକ୍ଷ ୩୦ ହଜାର ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଥିବା ପ୍ରାଥମିକ ଆକଳନରୁ ଜଣାପଡ଼ିଛି ।

Previous Post

ଅଙ୍ଗନବାଡ଼ି ଦିଦିଙ୍କର ୪ କୋଟିରୁ ଅଧିକ ସମ୍ପତ୍ତି

Next Post

ବିଜେଡ଼ିରେ ମିଶିଲେ ଚନ୍ଦ୍ରଶେଖର ମାଝୀ

Next Post
ବିଜେଡ଼ିରେ ମିଶିଲେ ଚନ୍ଦ୍ରଶେଖର ମାଝୀ

ବିଜେଡ଼ିରେ ମିଶିଲେ ଚନ୍ଦ୍ରଶେଖର ମାଝୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA