Saturday, February 21, 2026 05:40 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ହୀରାକୁଦର ୪୦ ଗେଟ୍ ଆଜି ଖୋଲିବ

ମୁଣ୍ଡଳିରେ ୧୨ ଲକ୍ଷ କ୍ୟୁସେକ ଜଳ

by Our Correspondent
16 Aug, 2022- 05:54 PM
in Latest News, News
1 min read
0
ହୀରାକୁଦର ୪୦ ଗେଟ୍ ଆଜି ଖୋଲିବ

ଭୁବନେଶ୍ୱର: ଉପରମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି । ହୀରାକୁଦରେ ଜଳଧାରଣ କ୍ଷମତା ୬୩୦ ଫୁଟ ଥିବା ବେଳେ ଆଜି ଅପରାହ୍ନ ବେଳକୁ ଜଳପତ୍ତନ ୬୨୬ ଫୁଟ ଟପିଯାଇଛି । ଏହାକୁ ଦୃଷ୍ଟିରେ ରଖି ଆଜି ହୀରାକୁଦର ଆଉ ୧୪ ଟି ଗେଟ୍ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଗତକାଲି ଅପରାହ୍ନରୁ ୨୬ ଗେଟ୍ ଖୋଲା ଥିଲା । ଆଜି ରାତି ପର୍ଯ୍ୟାୟକ୍ରମେ ଆଉ ୧୪ ଟି ଗେଠ୍ ଖୋଲାଯିବ । ଏହିଭଳି ଭାବେ ମୋଟ ୪୦ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ଏବେ ଜଳ ନିଷ୍କାସନ କରିବାକୁ ନିଷ୍ପତ୍ତି ହୋଇଛି ।

ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ରଙ୍କ ସୂଚନା ଅନୁଯାୟୀ, ବୈଷୟିକ କମିଟିର ଅନୁମୋଦନରେ ଏହି ନିଷ୍ପତ୍ତି ନିଆଯାଇଛି । ହୀରାକୁଦ ଜଳଭଣ୍ଡାରର ସଠିକ୍ ପରିଚାଳନା ପାଇଁ ଏହି ଆବଶ୍ୟକତା ପଡ଼ିଛି । ବର୍ତ୍ତମାନ ତଳମୁଣ୍ଡରେ ବର୍ଷା କମିଥିବାରୁ ହୀରାକୁଦରୁ ୪୦ ଗେଟ୍ ଦେଇ ଜଳ ନିଷ୍କାସନ ଅଧିକ ବିପଦ ସୃଷ୍ଟି କରିବାର ଆଶଙ୍କା ନାହିଁ । ବରଂ ଆଗକୁ ପୁଣି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏବେଠୁଁ ହୀରାକୁଦ ଜଳଭଣ୍ଡାରର ସଠିକ୍ ପରିଚାଳନା ନକଲେ ଅଧିକ ବିପଦ ସୃଷ୍ଟି କରିବ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଜିରୋ କାଜୁଆଲିଟି ନିଦେ୍ର୍ଦଶ ଏବଂ ବୈଷୟିକ କମିଟିର ଅନୁଧ୍ୟାନ ଆଧାରରେ ହୀରାକୁଦ ଜଳଭଣ୍ଡାର ପରିଚାଳନା କରାଯାଉଥିବା ଶ୍ରୀ ମିଶ୍ର ସ୍ପଷ୍ଟ କରିଛନ୍ତି ।

ସୂଚନାଥାଉକି, ଆଜି ଅପରାହ୍ନ ସୁଦ୍ଧା ହୀରାକୁଦ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୭ ଲକ୍ଷ ୮୮ ହଜାର ୬୫୨ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୪ ଲକ୍ଷ ୪୫ ହଜାର ୫୮୯ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିଲା । ହୀରାକୁଦରୁ ପାଣି ମୁଣ୍ଡଳିରେ ପହଞ୍ଚିବାକୁ ୩୬ ରୁ ୪୮ ଘଣ୍ଟା ସମୟ ଲାଗୁଛି ।

ଆଜି ଅପରାହ୍ନ ସାଢ଼େ ୫ଟା ବେଳେ ମୁଣ୍ଡଳିରେ ୧୨ ଲକ୍ଷ ୧ ହଜାର ୪୨୬ କ୍ୟୁସେକ ଜଳ ପ୍ରବାହିତ ହେଉଛି । ଏଠାରେ ମହାନଦୀ ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ବିପଦ ସଙ୍କେତ ୯୭.୨୫ ଫୁଟ ଥିବା ବେଳେ ଜଳସ୍ତର ୯୭.୮୦ ଫୁଟ ରହିଛି ।

ରାଜ୍ୟରେ ବନ୍ୟା ବିତ୍ପାତର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି । ଯେପରି କୌଣସି ଗୋଟିଏ ବି ଜୀବନ ହାନି ନ ହୁଏ ଏବଂ ସାଧାରଣ ଜୀବନଯାତ୍ରାରେ କୌଣସି ବ୍ୟାପକ ଅସୁବିଧା ସୃଷ୍ଟି ନ ହୁଏ, ତାକୁ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମହାନଦୀ ଅବବାହିକାରେ ଥିବା ୧୦ ଜିଲ୍ଲାର ଜିଲ୍ଲାପାଳ ସତର୍କ ରହି ବନ୍ୟା ପରିସ୍ଥିତିକୁ ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିବା ବେଳେ ମୁଖ୍ୟଶାସନ ସଚିବ ଓ ସ୍ୱତନ୍ତ୍ର ରିଲିଫ କମିସନର ନିୟମିତ ଭାବେ ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Previous Post

ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

Next Post

ନୀତିନ ଗଡ଼କରୀଙ୍କ ପକ୍ଷଚ୍ଛେଦନ

Next Post
ନୀତିନ ଗଡ଼କରୀଙ୍କ ପକ୍ଷଚ୍ଛେଦନ

ନୀତିନ ଗଡ଼କରୀଙ୍କ ପକ୍ଷଚ୍ଛେଦନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA