Saturday, June 27, 2026 02:15 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପୂର୍ବତନ ମନ୍ତ୍ରୀ ଡା. କମଳା ଦାସଙ୍କ ପରଲୋକ

by Our Correspondent
12 Apr, 2024- 12:57 PM
in Latest News, News
1 min read
0
ପୂର୍ବତନ ମନ୍ତ୍ରୀ ଡା. କମଳା ଦାସଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ କମଳା ଦାସ ଆଉ ନାହାନ୍ତି । କଟକ ଅଶ୍ୱିନୀ ହସ୍ପିଟାଲ୍ ରେ ଚିକିତ୍ସିତ ଅବସ୍ଥାରେ ସେ ଆଖି ବୁଜିଦେଇଛନ୍ତି । ତାଙ୍କୁ ୭୯ ବର୍ଷ ହୋଇଥିଲା । ଡା. ଦାସଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ସବୁ ରାଜନୈତିକ ଦଳର ନେତୃବୃନ୍ଦ ଗଭୀର ଶୋକପ୍ରକାଶ କରିଛନ୍ତି ।

ଡା. କମଳା ଦାସ ଦୁଇ ସପ୍ତାହ ତଳେ ଭୁବନେଶ୍ୱରସ୍ଥିତ ତାଙ୍କ ସହିଦନଗରସ୍ଥିତ ବାସଭବନରେ ଥିବା ବେଳେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ଆପୋଲୋ ହସ୍ପିଟାଲ୍ ରେ ଭର୍ତ୍ତି କରାଯାଇଥିଲା । ସେଠାରେ ପରୀକ୍ଷା ନିରୀକ୍ଷା ପରେ ସେ ଫୁସଫୁସ୍ ସଂକ୍ରମଣରେ ପୀଡ଼ିତ ଥିବା ଜଣାପଡ଼ିଥିଲା । ୧୨ ଦିନ ତଳେ ତାଙ୍କୁ କଟକ ଅଶ୍ୱିନୀ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ତେବେ ଗତକାଲି ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସମ୍ପୂର୍ଣ୍ଣ ବିଗିଡ଼ି ଯାଇଥିଲା । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ମାତ୍ର ବିଳମ୍ବିତ ରାତିରେ ତାଙ୍କର ପରଲୋକ ହୋଇଥିବା ପରିବାର ସୂତ୍ରରୁ ଜଣାପଡ଼ିଛି ।

କଟକ ଏସସିବିରେ ଡାକ୍ତର ଥିବା ଶ୍ରୀମତୀ ଦାସ ୧୯୯୦ ମସିହାରେ ଚାକିରି ଛାଡ଼ି ରାଜନୀତିରେ ଯୋଗଦେଇଥିଲେ । ସେଥର ଭୋଗରାଇରୁ ଜନତା ଦଳ ଟିକେଟରେ ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ । ୧୯୯୫ ରେ ସେହି ଜନତା ଦଳରୁ ଏବଂ ୨୦୦୦ ମସିହାରେ ବିଜେଡି ଟିକେଟ୍ ରେ ବିଧାୟକ ହୋଇଥିଲେ । ଉଭୟ ବିଜୁ ପଟ୍ଟନାୟକ ଏବଂ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ଶିକ୍ଷା, ସ୍ୱାସ୍ଥ୍ୟ ଓ ଶିଶୁ ବିକାଶ ପରି ଗୁରୁତ୍ୱପୂର୍ଣ୍ଣ ବିଭାଗର କ୍ୟାବିନେଟ୍ ମନ୍ତ୍ରୀ ପଦ ସମ୍ଭାଳିଥିଲେ ।

Previous Post

ବୁନୁଙ୍କୁ ଭୁବନେଶ୍ୱର(ମଧ୍ୟ), ଲେଖାଶ୍ରୀଙ୍କୁ ବାଲେଶ୍ୱର ଏମପି ଟିକେଟ୍

Next Post

ବାହୁବଳୀ ଜଗଦ୍ଦେବଙ୍କ ପୁଣି ଗୁଣ୍ଡାଗର୍ଦ୍ଦି

Next Post
ବାହୁବଳୀ ଜଗଦ୍ଦେବଙ୍କ ପୁଣି ଗୁଣ୍ଡାଗର୍ଦ୍ଦି

ବାହୁବଳୀ ଜଗଦ୍ଦେବଙ୍କ ପୁଣି ଗୁଣ୍ଡାଗର୍ଦ୍ଦି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA