Friday, August 28, 2026 05:02 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମିସେସ୍ ଇଣ୍ଡିଆ ମୁକୁଟ ପିନ୍ଧିଲେ ସୋଆର ପୁରାତନ ଛାତ୍ରୀ ରୁପ୍‌ସା

by Our Correspondent
30 Apr, 2022- 10:41 PM
in Latest News, News
1 min read
0
ମିସେସ୍ ଇଣ୍ଡିଆ ମୁକୁଟ ପିନ୍ଧିଲେ ସୋଆର ପୁରାତନ ଛାତ୍ରୀ ରୁପ୍‌ସା

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟ ର ପୂର୍ବତନ ଛାତ୍ରୀ ରୂପସା ନାୟକ ମିସେସ୍ ଇଣ୍ଡିଆ କ୍ରାଉନ୍ ହାସଲ କରି ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଅର୍ଜନ କରିଛନ୍ତି। ମୁମ୍ବାଇ ଠାରେ ଗ୍ଲାମର ୱାର୍ଲ୍ଡ ପକ୍ଷରୁ ନିକଟରେ ଆୟୋଜିତ ମିସେସ୍ ଇଣ୍ଡିଆ ପ୍ରତିଯୋଗିତାରେ ରୂପସା ବିଜୟୀ ହୋଇଛନ୍ତି।

ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ୨୦୦୯ ବ୍ୟାଚ୍‌ର କମ୍ପ୍ୟୁଟର ସାଇନ୍‌ସ ବିଭାଗର ଛାତ୍ରୀ ରୁପ୍‌ସା ସାରା ଦେଶରୁ ଭାଗ ନେଇଥିବା ପ୍ରାୟ ୨୦୦ ଜଣ ପ୍ରତିଯୋଗୀଙ୍କୁ ପଛରେ ପକାଇ ଏହି ସମ୍ମାନଜନକ ଟାଇଟଲ୍ ହାସଲ କରିଛନ୍ତି ।

ଦୁଇ ମାସ ତଳେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାର ପ୍ରଥମ ରାଉଣ୍ଡରେ ୧୦୦ ଜଣଙ୍କୁ ଚୟନ କରାଯାଇଥିଲା । ଏହି ୧୦୦ ଜଣଙ୍କ ମଧ୍ୟରୁ ୫୦ ଜଣଙ୍କର ପ୍ରଥମେ ଅନ୍‌ଲାଇନ୍‌ରେ ଅଡିସନ୍ କରାଯିବା ପରେ ନୂଆଦିଲ୍ଲୀରେ ପ୍ରତ୍ୟକ୍ଷ ଭାବରେ ଏହାର ସେମିଫାଇନାଲ୍ ରାଉଣ୍ଡର ଆୟୋଜନ କରାଯାଇଥିଲା । ଏହି ରାଉଣ୍ଡରେ ଏହି ୫୦ ଜଣ ପ୍ରତିଯୋଗୀଙ୍କର ଇଂଟ୍ରୋଡକ୍ସନ୍ ଏବଂ ଟ୍ୟାଲେଂଟର ପରୀକ୍ଷା କରାଯାଇଥିଲା ଓ ୨୦ ଜଣ ଫିନାଲେକୁ ଉତ୍ତୀର୍ଣ୍ଣ ହୋଇଥିଲେ ।

ଫିନାଲେ ରାଉଣ୍ଡଟି ମୁମ୍ବାଇରେ ଆୟୋଜନ କରାଯାଇଥିଲା। ପ୍ରତିଯୋଗୀଙ୍କ ମଧ୍ୟରେ ୩ ଦିନ ଧରି ଇଂଟ୍ରୋଡକ୍ସନ୍‌, କଷ୍ଟ୍ୟୁମ୍‌, କ୍ୟାଟ ୱାକ୍ ଏବଂ ଅନ୍ୟାନ୍ୟ ପ୍ରତିଯୋଗିତା କରାଯାଇଥିଲା । ୨୦ ଜଣଙ୍କ ମଧ୍ୟରୁ ୧୦ ଜଣଙ୍କୁ ଚୟନ କରାଯାଇ ସେମାନଙ୍କର ଗ୍ରୁମିଂ କରାଯାଇଥିଲା ଏବଂ ଟପ୍ ଫାଇଭ୍ ଫିନାଲେକୁ ଯାଇଥିଲେ । ଏହି ଟପ୍ ଫାଇଭଙ୍କ ମଧ୍ୟରୁ ଶ୍ରେଷ୍ଠ ୩ ଜଣଙ୍କୁ ବିଜୟୀ ଘୋଷଣା କରାଯାଇଥିବା ବେଳେ ମିସେସ୍ ଇଣ୍ଡିଆ କ୍ରାଉନ୍ ହାସଲ କରିଛନ୍ତି ରୁପ୍‌ସା। ଗତ ଏପ୍ରିଲ ୨୪ ତାରିଖରେ ଏହି ଫିନାଲେ ମୁମ୍ବାଇରେ ଆୟୋଜିତ ହୋଇଥିଲା ।

ରୁପ୍‌ସା କଲେଜ ଜୀବନରୁ ହିଁ ଗ୍ଲାମର ଜଗତ ସହ ଜଡିତ ଅଛନ୍ତି । ୨୦୦୯ ମସିହାରେ ଫେମିନା ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ସେ ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ସ୍ଥାନିତ ହୋଇଥିଲେ ।

ଏହି ଟାଇଟଲ୍ ହାସଲ କରିବା ପରେ ସେ ଖୁସି ବ୍ୟକ୍ତ କରିବା ସହ ପାଠପଢ଼ା ସମୟରୁ ହିଁ ତାଙ୍କୁ ଅନେକ ସୁଯୋଗ ଦିଆଯାଇଥିବାରୁ ସୋଆ କର୍ତୃପକ୍ଷଙ୍କୁ କୃତଜ୍ଞତା ଜଣାଇଛନ୍ତି ।

ମୁମ୍ବାଇ ବ୍ୟାଙ୍କିଙ୍ଗ୍ ସେକ୍ଟରରେ କାର୍ଯ୍ୟରତ ରୁପ୍‌ସାଙ୍କ ସ୍ୱାମୀ ମଧ୍ୟ ବଲିଉଡ୍ ସହ ଜଡିତ ହୋଇ କାର୍ଯ୍ୟ କରୁଛନ୍ତି । ତାଙ୍କର ଏକବର୍ଷର ଝିଅଟିଏ ଅଛି । ଆଗାମୀ ଦିନରେ ସେ ଓଡ଼ିଶାରେ କାର୍ଯ୍ୟ କରିବେ ବୋଲି ଆଶା ପ୍ରକଟ କରିଛନ୍ତି ।

ସେ ବିଭିନ୍ନ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହେବା ସହ ପ୍ରମୁଖ କମ୍ପାନୀର ବିଜ୍ଞାପନରେ ସାମିଲ ହୋଇଛନ୍ତି ।

Previous Post

ସଞ୍ଜୀବ ପଣ୍ଡାଙ୍କୁ ଗୁଇନ୍ଦା, ବୋଥ୍ରାଙ୍କୁ କ୍ରାଇମବ୍ରାଞ୍ଚ

Next Post

ବଦଳିଲା ସକାଳୁଆ ସ୍କୁଲ ସମୟ

Next Post
ବଦଳିଲା ସକାଳୁଆ ସ୍କୁଲ ସମୟ

ବଦଳିଲା ସକାଳୁଆ ସ୍କୁଲ ସମୟ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA