Tuesday, June 23, 2026 04:17 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କର୍କଟ ରୋଗୀଙ୍କ ନିମନ୍ତେ ସମ ହସ୍ପିଟାଲ୍ (ଶୀତଳାପଲ୍ଲୀ କ୍ୟାମ୍ପସ)ରେ ସପ୍ତାହରେ ଦୁଇ ଦିନ ମାଗଣା ଚିକିତ୍ସା

by Our Correspondent
26 Sep, 2024- 08:12 PM
in Health, News
1 min read
0
କର୍କଟ ରୋଗୀଙ୍କ ନିମନ୍ତେ ସମ ହସ୍ପିଟାଲ୍ (ଶୀତଳାପଲ୍ଲୀ କ୍ୟାମ୍ପସ)ରେ ସପ୍ତାହରେ ଦୁଇ ଦିନ ମାଗଣା ଚିକିତ୍ସା

ବ୍ରହ୍ମପୁର: କର୍କଟ ରୋଗରେ ପୀଡ଼ିତ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ପ୍ରଦାନ କରିବା ଲକ୍ଷ୍ୟ ନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ (ଶୀତଳାପଲ୍ଲୀ କ୍ୟାମ୍ପସ)ଠାରେ ଆସନ୍ତା ସେପ୍ଟେମ୍ବର ୨୮ ତାରିଖରୁ ସପ୍ତାହରେ ଦୁଇ ଦିନ ମାଗଣା ଚିକିତ୍ସା ଓ ପରାମର୍ଶ ଶିବିର ଆୟୋଜନ କରାଯିବ । କର୍କଟ ବିଶେଷଜ୍ଞ ଏବଂ ସର୍ଜନମାନଙ୍କ ଠାରୁ ଏହି ଚିକିତ୍ସାର ସୁବିଧା ଉପଲବ୍ଧ ହୋଇପାରିବ ବୋଲି ହସ୍ପିଟାଲ୍ ପକ୍ଷରୁ ସୂଚନା ଦିଆଯାଇଛି ।

ପ୍ରତ୍ୟେକ ଶନିବାର ଓ ରବିବାର ଦୁଇ ଦିନ ଯଥାକ୍ରମେ ମେଡିକାଲ୍ ଓ ସର୍ଜିକାଲ୍ ଅଙ୍କୋଲୋଜି ଶିବିର ଆୟୋଜନ କରାଯିବାର କାର୍ଯ୍ୟକ୍ରମ ରହିଥିଲା ବେଳେ ବିଶେଷଜ୍ଞ ଡାକ୍ତରଙ୍କ ପରାମର୍ଶ, ରୋଗ ନିରୂପଣ ଓ ଚିକିତ୍ସା ରୋଗୀମାନଙ୍କୁ ପ୍ରଦାନ କରାଯିବ । ଏହି ରୋଗର ଚିକିତ୍ସା ଓ ଅସ୍ତ୍ରୋପଚାର ସମ୍ବନ୍ଧୀୟ ସୁବିଧା ବିଷୟରେ ମଧ୍ୟ ପରାମର୍ଶ ଦିଆଯିବ ।

ହସ୍ପିଟାଲ୍‌ର ଅତ୍ୟାଧୁନିକ କର୍କଟ ଜନିତ ଚିକିତ୍ସା ସୁବିଧା ବ୍ୟବହାର କରାଯାଇ କେମୋଥେରାପି ସେସନ୍ ମଧ୍ୟ ଏହି ଶିବିରରେ ପ୍ରଦାନ କରାଯିବାର ଯୋଜନା ରହିଛି ।

ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଶୀତଳାପଲ୍ଲୀ କ୍ୟାମ୍ପସ୍ ଦକ୍ଷିଣ ଓଡ଼ିଶାର ଜନସାଧାରଣଙ୍କୁ ଏହି ଚିକିତ୍ସା ଓ ସ୍ୱାସ୍ଥ୍ୟ ସେବାର ସୁବିଧା ଉଠାଇବା ସହ ଉପଯୁକ୍ତ ସମୟରେ କର୍କଟ ରୋଗୀଙ୍କର ଚିକିତ୍ସା କରାଇବା ପାଇଁ ଆହ୍ୱାନ ଦେଇଛନ୍ତି । କାରଣ ପ୍ରାଥମିକ ସ୍ତରରେ ରୋଗ ନିରୂପଣ ଓ ଉପଯୁକ୍ତ ଚିକିତ୍ସା ହେଲେ ରୋଗୀ ସୁସ୍ଥ ହୋଇପାରିବ ।

ଏହି ଚିକିତ୍ସାର ଲାଭ ଉଠାଇବା ପାଇଁ ରୋଗୀମାନେ ୯୧-୬୮୧୧୨୭୫୭୭୭ କିମ୍ବା ୯୧-୬୮୧୧୨୭୭୭୭୭ ନମ୍ବରରେ ଯୋଗାଯୋଗ କରିପାରିବେ ବୋଲି ସମ୍ ହସ୍ପିଟାଲ୍ ଶୀତଳାପଲ୍ଲୀ କ୍ୟାମ୍ପସ୍‌ର ନିର୍ଦ୍ଦେଶକ ଶ୍ରୀ ଦେବ ପ୍ରସାଦ ଦାଶ ସୂଚନା ଦେଇଛନ୍ତି ।

Previous Post

ପଛୁଆ ବର୍ଗର ସ୍ୱାର୍ଥପ୍ରତି ଅଣଦେଖା: ବିଜେଡି

Next Post

ବିକଶିତ ଭାରତ ଗଠନ ଆମର ଲକ୍ଷ୍ୟ : ନଡ୍ଡା

Next Post
ବିକଶିତ ଭାରତ ଗଠନ ଆମର ଲକ୍ଷ୍ୟ : ନଡ୍ଡା

ବିକଶିତ ଭାରତ ଗଠନ ଆମର ଲକ୍ଷ୍ୟ : ନଡ୍ଡା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA