Saturday, April 18, 2026 01:47 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସାଲୁଗା ପ୍ରଧାନ ଉପବାଚସ୍ପତି ପ୍ରାର୍ଥୀ

by Our Correspondent
20 Nov, 2023- 01:15 PM
in Latest News, News
1 min read
0
ସାଲୁଗା ପ୍ରଧାନ ଉପବାଚସ୍ପତି ପ୍ରାର୍ଥୀ

ଭୁବନେଶ୍ୱର: ଜି.ଉଦୟଗିରିର ବିଧାୟକ ସାଲୁଗା ପ୍ରଧାନ ହେବେ ଓଡ଼ିଶା ବିଧାନସଭାର ଉପବାଚସ୍ପତି । ବିଜେଡି ପକ୍ଷରୁ ଆଜି ତାଙ୍କ ନାଁ ଘୋଷଣା ହେବା ପରେ ସେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ । ଅନ୍ୟ କେହି ପ୍ରାର୍ଥୀପତ୍ର ଦାଖଲ କରିବାର ସମ୍ଭାବନା ନ ଥିବାରୁ ଆନୁଷ୍ଠାନିକ ଭାବେ ତାଙ୍କୁ ଉପବାଚସ୍ପତି ଭାବେ ଘୋଷଣା କରାଯିବ ।

୬୪ ବର୍ଷୀୟ ସାଲୁଗା ପ୍ରଧାନ ହେଉଛନ୍ତି କନ୍ଧମାଳ ଜିଲ୍ଲାର ଜଣେ ପ୍ରମୁଖ ଆଦିବାସୀ ଚେହେରା । ବିଜେଡି ଟିକେଟରେ ୨୦୦୦ ମସିହାରେ ଜି. ଉଦୟଗିରି ବିଧାନସଭା ଆସନରୁ ସେ ପ୍ରଥମ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୯ ମସିହାରେ ସେ ଦ୍ୱିତୀୟ ଥର ପାଇଁ ବିଧାନସଭାକୁ ଆସିଛନ୍ତି ।

ଉପବାଚସ୍ପତି ପଦ ଲାଗି ପ୍ରାର୍ଥୀ ହୋଇଥିବାରୁ ଶ୍ରୀ ପ୍ରଧାନ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗଭୀର କୃତଜ୍ଞତା ଜଣାଇଛନ୍ତି । ବିଧାନସଭା ଗୃହ ପରିଚାଳନାରେ ବରିଷ୍ଠ ସଦସ୍ୟମାନଙ୍କର ସହଯୋଗ ମଧ୍ୟ କାମନା କରିଛନ୍ତି । ତାଙ୍କୁ ଉପବାଚସ୍ପତି ପ୍ରାର୍ଥୀ କରି ଆଗାମୀ ନିର୍ବାଚନ ପରିପ୍ରେକ୍ଷୀରେ ବିଜେଡି ଆଦିବାସୀ କାର୍ଡ ଖେଳିଛି ବୋଲି ବିରୋଧୀ ଦଳଙ୍କର ଅଭିଯୋଗର କଡ଼ା ଜବାବ ଦେଇଛନ୍ତି ସାଲୁଗା । ଦୁଇଥରର ବିଧାୟକ ଭାବେ ବିଧାନସଭାରେ ଅଭିଜ୍ଞତା ଥିବାରୁ ଉପବାଚସ୍ପତି ପଦ ଲାଗି ତାଙ୍କଠାରେ ଯୋଗ୍ୟତାର ଅଭାବ ନାହିଁ ବୋଲି ସେ ଦୃଢ଼ତାର ସହ କହିଛନ୍ତି ।

ସୂଚନାଯୋଗ୍ୟ, ବିଧାନସଭାର ଉପବାଚସ୍ପତି ପଦରୁ ରଜନୀକାନ୍ତ ସିଂହ ଗତ ୮ ତାରିଖ ଦିନ ଇସ୍ତଫା ଦେଇଥିଲେ । ଦଳୀୟ କାର୍ଯ୍ୟକ୍ରମରେ ସକ୍ରିୟ ରହିବାକୁ ସେ ଏହି ସାମ୍ବିଧାନିକ ପଦରୁ ଇସ୍ତଫା ଦେଇଥିବା ସ୍ପଷ୍ଟ କରିଥିଲେ । ସେହିଦନଠାରୁ ଉପବାଚସ୍ପତି ପଦ ଖାଲି ପଡ଼ିଛି ।

Previous Post

କଂଗ୍ରେସ ନେତା ନାରାୟଣ ଜେନା ବିଜେଡିରେ ସାମିଲ

Next Post

ମେଟ୍ରୋ ରେଳ ପାଇଁ ଏମଓୟୁ

Next Post
ମେଟ୍ରୋ ରେଳ ପାଇଁ ଏମଓୟୁ

ମେଟ୍ରୋ ରେଳ ପାଇଁ ଏମଓୟୁ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA