Saturday, July 4, 2026 05:16 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୃତକଙ୍କ ପରିବାରକୁ ସହାୟତା ରାଶି ପରିମାଣ ବଢ଼ିଲା

ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ ସଂଶୋଧିତ

by Our Correspondent
08 Oct, 2021- 10:51 AM
in Latest News, News
1 min read
0
ମୃତକଙ୍କ ପରିବାରକୁ ସହାୟତା ରାଶି ପରିମାଣ ବଢ଼ିଲା

ଭୁବନେଶ୍ୱର: ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟ (GIS)ରେ ସଂଶୋଧନ କରାଯାଇଛି । ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କୁ GIS ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ୫୪୦୦ ଓ ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ GIS ବାବଦ ଦେୟକୁ ୧୨ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

ସୂଚନାଯୋଗ୍ୟ ଯେ କର୍ମଚାରୀ ମାନଙ୍କ ପାଇଁ GIS ଏକ ସାମାଜିକ ସୁରକ୍ଷା ଯୋଜନା । ଚାକିରୀରେ ଥିବାବେଳେ ଯଦି ଜଣେ କର୍ମଚାରୀ ମୃତ୍ୟୁବରଣ କରନ୍ତି, ତେବେ ଏହି ଯୋଜନାରେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ ।

୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ଦେଢ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ମୃତ୍ୟୁରେ ଅଢେଇ ଲକ୍ଷ ଟଙ୍କା ସହାୟତା ମିଳୁଥିଲା । ବର୍ତ୍ତମାନ ଏହି ସଂଶୋଧିତ ନିଷ୍ପତ୍ତି ଅନୁଯାୟୀ, ଏହି ଯୋଜନାରେ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ।

ସେହିପରି ଅନ୍ତେଷ୍ଟିକ୍ରୀୟା ପାଇଁ ସହାୟତା ରାଶିର ପରିମାଣ ପୂର୍ବରୁ ୫ ହଜାର ଟଙ୍କା ଥିବାବେଳେ ଏବେ ଏହାକୁ ଉଭୟ କ୍ଷେତ୍ରରେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ଏହି ବର୍ଦ୍ଧିତ GIS ଦେୟ ପୂର୍ବ ପରି ୧୦ଟି କିସ୍ତିରେ କର୍ମଚାରୀମାନଙ୍କ ଦରମାରୁ ନିଆଯିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।

Previous Post

ବ୍ରହ୍ମଗିରିରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Next Post

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପୂଜା ଭେଟି

Next Post
ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପୂଜା ଭେଟି

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପୂଜା ଭେଟି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA