Sunday, February 22, 2026 12:31 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ନବୀନଙ୍କୁ ଶୁଭେଚ୍ଛା ଜଣାଇବାକୁ ବିଜେଡିର ବିରାଟ ଆୟୋଜନ

ଆସନ୍ତାକାଲି ଦୁଲୁକିବ ରାଜଧାନୀ

by Our Correspondent
05 Sep, 2022- 09:04 PM
in Latest News, News
1 min read
0
ନବୀନଙ୍କୁ ଶୁଭେଚ୍ଛା ଜଣାଇବାକୁ ବିଜେଡିର ବିରାଟ ଆୟୋଜନ

ଭୁୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଭୁବନେଶ୍ୱର ଫେରିବେ । ନୂଆଦିଲ୍ଲୀର କ୍ୟାପିଟାଲ୍ ଫାଉଣ୍ଡେସନ୍ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନ ପାଇ ଭୁବନେଶ୍ୱର ଫେରୁଥିବା ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ଏବଂ ଶୁଭେଚ୍ଛା ଜଣାଇବା ପାଇଁ ବିରାଟ ଆୟୋଜନ କରାଯାଇଛି । ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ଅଣାଯାଇ ଏକ ବିଶାଳ ପଟୁଆରରେ ନବୀନ ନିବାସ ନିଆଯିବ । ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ୫୦ ହଜାରରୁ ଅଧିକ ବିଜେଡି କର୍ମୀ ଏଥିରେ ସାମିଲ ହେବେ । କୋଭିଡ୍ ପରେ ପ୍ରଥମ ଥର ପାଇଁ ବିଜେଡିର ଏହି ବିରାଟ ଆୟୋଜନକୁ ଦୃଷ୍ଟିରେ ରଖି ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି । ୩୦ ପ୍ଲାଟୁନ୍ ପୁଲିସ ଫୋର୍ସଙ୍କୁ ସୁରକ୍ଷା କାର୍ଯ୍ୟରେ ନିୟୋଜିତ କରାଯିବ ।

ମଙ୍ଗଳବାର ଦିନ ପ୍ରାୟ ୧୧ଟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ପୁରୁଣା ବିମାନବନ୍ଦର ଗେଟ୍ ଦେଇ ମୁଖ୍ୟମନ୍ତ୍ରୀ ବାହାରିବା ବେଳେ ବିଜେଡିର ବିଧାୟକ ଓ ସାଂସଦମାନେ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ଆଣିବେ । ସେମାନଙ୍କ ଗହଣରେ ମୁଖ୍ୟମନ୍ତ୍ରୀ ସେଠାରୁ ଏକ ସ୍ୱତନ୍ତ୍ର ବସ୍ ରେ ନବୀନ ନିବାସ ଅଭିମୁଖେ ବାହାରିବେ । ବିମାନବନ୍ଦର ପ୍ରବେଶପଥରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ମାଲ୍ୟାର୍ପଣ କରିବା ପରେ ନବୀନ ନିବାସ ଯାଏ ତାଙ୍କୁ ପଟୁଆରରେ ନିଆଯିବ ।

ପୁରୁଣା ବିମାନବନ୍ଦରରୁ ନବୀନ ନିବାସ ଯାଏ ବିରାଟ ହୋର୍ଡିଂ ଛାଇ ହୋଇଯାଇଛି । ଏଥିସହ ଏକାଧିକ ମଞ୍ଚ ପ୍ରସ୍ତୁତ କରାଯାଇଛି । ସେହି ମଞ୍ଚରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତପୂର୍ବକ ଗୋଟିପୁଅ, ଯୋଡ଼ିଶଙ୍ଖ, ଢ଼େମସା, ସମ୍ବଲପୁରୀ ଭଳି ପାରମ୍ପରିକ ନୃତ୍ୟ ଏବଂ ବାଜା ପରିବେଷଣ କରାଯିବ ।

ଏହି ସ୍ୱାଗତ ସମ୍ବର୍ଦ୍ଧନା ପର୍ବରେ ସାମିଲ ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ କର୍ମୀ ଆସୁଛନ୍ତି । ବିଧାୟକମାନଙ୍କ ଉପରେ ଏହି ଦାୟିତ୍ୱ ନ୍ୟସ୍ତ କରାଯାଇଛି । କାଲି ସକାଳ ୭ଟା ସୁଦ୍ଧା ସମସ୍ତେ ଭୁବନେଶ୍ୱରରେ ପହଞ୍ଚିବା ପାଇଁ କୁହାଯାଇଛି । ୫୦ ହଜାର କର୍ମୀଙ୍କୁ ଏହି ସ୍ୱାଗତ ପର୍ବରେ ସାମିଲ କରିବାକୁ ଯୋଜନା ହୋଇଥିଲେ ମଧ୍ୟ ସଂଖ୍ୟା ଲକ୍ଷେ ଛୁଇଁଯିବ ବୋଲି କୁହାଯାଉଛି ।

ମୁଖ୍ୟମନ୍ତ୍ରୀଙ୍କର ଏହି ବିଶାଳ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ପୁଲିସ ପକ୍ଷରୁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସମୁଦାୟ ୩୦ ପ୍ଲାଟୁନ୍ ପୁଲିସ ଫୋର୍ସଙ୍କୁ ବିଭିନ୍ନ ଜାଗାରେ ମୁତୟନ କରାଯିବ । ସହରରେ ଟ୍ରାଫିକ୍ ନିୟନ୍ତ୍ରଣକୁ ପୁଲିସ ଅଧିକ ଗୁରୁତ୍ୱ ଦେଇଛି । ଅତିରିକ୍ତ ତିନୋଟି ଜାଗାରେ ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ଗାଡ଼ି ପାର୍କି ବ୍ୟବସ୍ଥା କରାଯାଇଛି । ଆସନ୍ତାକାଲି ବିମାନରେ ଯାତ୍ରା କରିବାକୁ ଥିବା ଲୋକମାନେ ଧାର୍ଯ୍ୟ ସମୟର ୩ ଘଣ୍ଟା ପୂର୍ବରୁ ବିମାନବନ୍ଦରରେ ପହଞ୍ଚି ଯିବାକୁ କମିଶନରେଟ୍ ପୁଲିସ ପକ୍ଷରୁ ଅନୁରୋଧ କରାଯାଇଛି ।

Previous Post

ସଫଳ କାହାଣୀର ନାୟକ ନବୀନ

Next Post

ନୂଆ ପ୍ରଭାରୀଙ୍କ ଆଗମନରେ ବିଜେପି ଶିବିର ଚଳଚଞ୍ଚଳ

Next Post
ନୂଆ ପ୍ରଭାରୀଙ୍କ ଆଗମନରେ ବିଜେପି ଶିବିର ଚଳଚଞ୍ଚଳ

ନୂଆ ପ୍ରଭାରୀଙ୍କ ଆଗମନରେ ବିଜେପି ଶିବିର ଚଳଚଞ୍ଚଳ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA