Sunday, March 26, 2023 04:10 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଡିସେମ୍ବର ୧ ଓ ୫ ରେ ଗୁଜୁରାଟ ନିର୍ବାଚନ

ଡିସେମ୍ବର ୮ ରେ ଭୋଟ ଗଣତି

by Our Correspondent
03 Nov, 2022- 02:15 PM
in Latest News, National, News
1 min read
0
ଡିସେମ୍ବର ୧ ଓ ୫ ରେ ଗୁଜୁରାଟ ନିର୍ବାଚନ

ନୂଆଦିଲ୍ଲୀ: ଗୁଜୁରାଟ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହୋଇଛି । ଦୁଇଟି ପର୍ଯ୍ୟାୟରେ ଡିସେମ୍ବର ୧ ଓ ୫ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ । ଡିସେମ୍ବର ୮ ରେ ଭୋଟ ଗଣତି ହୋଇ ରେଜଲ୍ଟ ପ୍ରକାଶ ପାଇବ । ୧୮୨ ବିଧାନସଭା ଆସନ ପାଇଁ ୩୩ ଜିଲ୍ଲାର ୪ କୋଟି ୯୦ ଲକ୍ଷ ଭୋଟର ମତଦାନ କରିବେ । ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ ତାରିଖ ଓ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି ।

ପ୍ରଥମ ପର୍ଯ୍ୟାୟରେ ୮୯ ଟି ବିଧାନସଭା ଆସନ ପାଇଁ ଡିସେମ୍ବର ୧ ତାରିଖ ଦିନ ଭୋଟ ହେବ । ନଭେମ୍ବର ୫ ରେ ଏଥିପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ନଭେମ୍ବର ୫ ରୁ ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ହେବ । ସେହିଭଳି ଦ୍ୱିତୀୟ ପର୍ଯ୍ୟାରେ ୯୩ ବିଧାନସଭା ଆସନ ପାଇଁ ଡିସେମ୍ବର ୫ ରେ ଭୋଟ ହେବ । ନଭେମ୍ବର ୧୦ ରେ ଏହାର ବିଜ୍ଞପ୍ତି ପ୍ରକାଶ ପାଇବ । ୧୦ ରୁ ୧୭ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ହେବ ।

ପୂର୍ବରୁ ୬୮ ଆସନ ବିଶିଷ୍ଟ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହୋଇସାରିଛି । ଆସନ୍ତା ୧୨ ତାରିଖରେ ସେଠାରେ ଭୋଟ ହେବ । ଦୁଇଟି ଯାକ ରାଜ୍ୟ ହିମାଚଳ ପ୍ରଦେଶ ଏବଂ ଗୁଜୁରାଟ ବିଧାନସଭା ନିର୍ବାଚନର ଭୋଟଗଣତି ନଭେମ୍ବର ୮ ରେ ଏକାସାଙ୍ଗରେ ଅନୁଷ୍ଠିତ ହୋଇ ଫଳ ଘୋଷଣା ହେବ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କ ରାଜ୍ୟ ଗୁଜୁରାଟରେ ବିଜେପି ଦୀର୍ଘ ୨୭ ବର୍ଷ ଧରି କ୍ଷମତାରେ ରହି ଆସିଛି । ଇତିମଧ୍ୟରେ ଆମ ଆଦମୀ ପାର୍ଟି ରାଜ୍ୟରେ ପ୍ରଭାର ବିସ୍ତାର କରିଛି । ଏଥର ନିର୍ବାଚନରେ ବିଜେପି, କଂଗ୍ରେସ ଏବଂ ଆମ ଆଦମୀ ପାର୍ଟି ମଧ୍ୟରେ ତ୍ରିମୁଖୀ ଲଢ଼େଇ ହେବ ।

Previous Post

କାଲି ଧାମନଗର ଭୋଟ

Next Post

ଧାମନଗରରେ ୬୬.୬୩% ମତଦାନ

Next Post
ଧାମନଗରରେ ୬୬.୬୩% ମତଦାନ

ଧାମନଗରରେ ୬୬.୬୩% ମତଦାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Breaking News
  • Business & Economy
  • Crime
  • Editors Pick
  • Entertainment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ଗଣଦୁଷ୍କର୍ମ ମାମଲା ଚାପିଦେବାକୁ ଚାହିଁଥିଲେ ଓଟିଭି ଏମଡି ଜାଗୀ ପଣ୍ଡା!

    ଗଣଦୁଷ୍କର୍ମ ମାମଲା ଚାପିଦେବାକୁ ଚାହିଁଥିଲେ ଓଟିଭି ଏମଡି ଜାଗୀ ପଣ୍ଡା!

    3265 shares
    Share 1306 Tweet 816
  • ଏୟାରଲିଫ୍ଟ ହେଲେ କୃଷି ଅଧିକାରୀ ଆଦିତ୍ୟ ପାତ୍ର

    2176 shares
    Share 870 Tweet 544
  • ସ୍ୱତନ୍ତ୍ର ବିକାଶ ପରିଷଦ: ୮ ଜିଲ୍ଲାରେ ନୂଆ ଅଧ୍ୟକ୍ଷ

    2070 shares
    Share 828 Tweet 518
  • ଧର୍ମେନ୍ଦ୍ର ବିରୋଧୀ ମେଳିରେ ୧୨ ବିଧାୟକ, ୬ ସାଂସଦ !

    2039 shares
    Share 816 Tweet 510
  • ସାଂସଦ ଅପରାଜିତା ହେବେ ମେୟର ପ୍ରାର୍ଥୀ!

    1920 shares
    Share 768 Tweet 480

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Breaking News
  • Business & Economy
  • Crime
  • Editors Pick
  • Entertainment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA