Wednesday, July 1, 2026 12:26 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଦଶହରା ବେଳେ ପ୍ରବଳ ବର୍ଷା!

by Our Correspondent
26 Sep, 2022- 06:48 PM
in Latest News, News
1 min read
0
ଦଶହରା ବେଳେ ପ୍ରବଳ ବର୍ଷା!

ଭୁବନେଶ୍ୱର: କରୋନା ପାଇଁ ଦୁଇବର୍ଷ ଧରି ଫିକା ପଡ଼ିଥିବା ଦଶହରା ପାଇଁ ଏଥର ବେଶ୍ ଜାକଜମକ ପ୍ରସ୍ତୁତି ଚାଲିଥିବା ବେଳେ ବର୍ଷା ବାଧକ ବାଜିବାର ଆଶଙ୍କା ସୃଷ୍ଟି ହୋଇଛି । ଦକ୍ଷିଣ ଚୀନ ସାଗରରେ ଟାଇଫୁନ ନୋରୁର ପ୍ରଭାବରେ ଆସନ୍ତା ଅକ୍ଟୋବର ୨ ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଏଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଯୋଗୁଁ ଓଡ଼ିଶାରେ ପୂଜା ସମୟରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି ।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଏବଂ ଜଳବାୟୁ କେନ୍ଦ୍ରର ସୂଚନା ଅନୁଯାୟୀ ଟାଇଫୁନ ନୋରୁ ପ୍ରଭାବରେ ପୂର୍ବ କେନ୍ଦ୍ର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ମ୍ୟାମାଁର ଉପକୂଳରେ ଏକ ଅପର ଏଆର ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ଏହା ଉତ୍ତର ପଶ୍ଚିମ ଆଡକୁ ଗତି କରିବ ବୋଲି ଆଶା କରାଯାଉଛି । ବାଂଲା ଦେଶ ଉପକୂଳର ନିକଟବର୍ତୀ ଅଂଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅକ୍ଟୋବର ୩ ସୁଦ୍ଧା ଉତ୍ତର ଓଡ଼ିଶା ଉପକୂଳ ଆଡକୁ ଆସିବ ଏବଂ ଠିକ ତାର ପରଦିନ ପଶ୍ଚିମ ଓଡ଼ିଶା ମୁହାଁ ହେବ ବୋଲି ଆକଳନ କରାଯାଇଛି ।

ଏହାର ପ୍ରଭାବରେ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ ଏବଂ ଅନୁଗୁଳରେ ଅକ୍ଟୋବର ୨ ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଅକ୍ଟୋବର ୩ ରେ ଖୋର୍ଦ୍ଧା, କଟକ, ଯାଜପୁର, ନୟାଗଡ଼, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ, ସମ୍ବଲପୁର, ଦେବଗଡ଼, ବରଗଡ଼, କେନ୍ଦୁଝର ଏବଂ ସୁନ୍ଦରଗଡ଼ ପ୍ରଭୃତି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଜିଠାରୁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବାର ସମ୍ଭାବନା ଥିବାବେଳେ ଅକ୍ଟୋବର ୪ ରୁ ୬ ତାରିଖ ସାରା ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଏ ସମ୍ପର୍କରେ ଭାରତୀୟ ପାଣିପାଗ ପକ୍ଷରୁ କୌଣସି ସୂଚନା ଆସିନାହିଁ ।

Previous Post

ଅନଲାଇନ ବୁକିଂ କରିଥିଲେ ଫାଇନ୍ ପଡ଼ିବନି

Next Post

‘ଜନସମ୍ପର୍କ ପଦଯାତ୍ରା’ ଉପରେ ଜୋର୍ ଦେଲେ ନବୀନ

Next Post
‘ଜନସମ୍ପର୍କ ପଦଯାତ୍ରା’ ଉପରେ ଜୋର୍ ଦେଲେ ନବୀନ

'ଜନସମ୍ପର୍କ ପଦଯାତ୍ରା' ଉପରେ ଜୋର୍ ଦେଲେ ନବୀନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA