Wednesday, September 23, 2026 02:58 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସମଲେଶ୍ୱରୀ ମନ୍ଦିର ପାଇଁ ବଡ଼ ଯୋଜନା

ସମ୍ବଲପୁରରେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

by Our Correspondent
19 Jan, 2021- 03:41 PM
in Latest News, News
1 min read
0
ସମଲେଶ୍ୱରୀ ମନ୍ଦିର ପାଇଁ ବଡ଼ ଯୋଜନା

ସମ୍ବଲପୁର/ଭୁବନେଶ୍ୱର: ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀଙ୍କ ମନ୍ଦିରର ପାରିପାଶ୍ୱିର୍କ ବିକାଶ ଓ ସୌନ୍ଦର୍ଯ୍ୟକରଣ ପାଇଁ ବଡ଼ ଯୋଜନା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଆଜି ସମ୍ବଲପୁର ଆସି ମା ସମଲେଶ୍ୱରୀଙ୍କ ମନ୍ଦିର ପରିଦର୍ଶନ କରିବା ସହ ଏହାର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି । କାର୍ଯ୍ୟ ଖୁବ୍ ଶୀଘ୍ର ଆରମ୍ଭ କରାଯିବ । ରାଜ୍ୟ ସରକାରଙ୍କର ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ଏବଂ ୨ ବର୍ଷ ମଧ୍ୟରେ କାର୍ଯ୍ୟ ସଂପୂର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।

ସମଲେଶ୍ବରୀ ମନ୍ଦିର ବିକାଶ ପ୍ରକଳ୍ପରେ ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ପାରିପାର୍ଶିକ ବିକାଶ, ଐତିହ୍ୟ କରିଡରର ବିକାଶ, ଭୋଗମଣ୍ଡପ, ଯାତ୍ରୀ ଓ ଭକ୍ତ ନିବାସ, ପାର୍କିଂ ସୁବିଧା ଏବଂ ନଦୀ ସମ୍ମୁଖ ଭାଗର ବିକାଶକୁ ଅନ୍ତର୍ଭୁକ୍ତ କରାଯାଇଛି । ଏଥିରେ ମନ୍ଦିର ର ପୂଜାରୀ ତଥା ଜମି ହରାଉଥିବା ଲୋକମାନଙ୍କର ଥଇଥାନ ଓ ପୁନର୍ବାସ ପାଇଁ ଏକ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରାଯିବ ବୋଲି କୁହାଯାଇଛି ।

ସୂଚନାଥାଉକି, ଓଡିଶାର ପ୍ରସିଦ୍ଧ ଶକ୍ତିପୀଠ ମାନଙ୍କ ମଧ୍ୟରେ ମା ସମଲେଶ୍ୱରୀଙ୍କ ପୀଠ ଅନ୍ୟତମ ଅଟେ । ପଶ୍ଚିମ ଓଡିଶାର ସାମାଜିକ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ଜୀବନ ସହ ସମଲେଶ୍ୱରୀ ପୀଠର ଘନିଷ୍ଠ ସଂପର୍କ ରହିଛି । ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ତୀର୍ଥଯାତ୍ରୀ ଓ ପର୍ଯ୍ୟଟକ ମା’ ଙ୍କ ଆଶୀର୍ବାଦ ପାଇଁ ଆସିଥାନ୍ତି । ଏହି ପୀଠର ଗୁରୁତ୍ବ ଓ ମହିମାକୁ ଦୃଷ୍ଟିରେ ରଖି ଏହାକୁ ଅଧିକ ଆକର୍ଷଣୀୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଭିଡ଼ର ଠିକ୍ ପୂର୍ବରୁ ମନ୍ଦିର ପରିଦର୍ଶନ ଅବସରରେ ଘୋଷଣା କରିଥିଲେ।

ଆଉ ଏହାକୁ କାର୍ଯ୍ୟକାରୀ କରିବାକୁ ତତ୍ପର ହୋଇଛନ୍ତି ନିଜେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଆଜି ସମ୍ବଲପୁର ଯାଇଥିବା ଉଚ୍ଚସ୍ତରୀୟ ପ୍ରଦିନିଧି ଦଳରେ ଥିଲେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍, ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ୍ ତ୍ରିପାଠୀ, ପୂର୍ତ୍ତ ସଚିବ ଡ. କ୍ରିଷନ୍ କୁମାର । ସେମାନେ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିବା ସହ ଏ ସମ୍ପର୍କରେ ବିସ୍ତୃତ ଆଲୋଚନା କରି ରୂପରେଖ ଚୂଡ଼ାନ୍ତ କରିଥିଲେ । ଉତ୍ତରାଞ୍ଚଳ ଆରଡିସି, ଡିଆଇଜି, ଜିଲ୍ଲାପାଳ ଏବଂ ଏସପି ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ ।

 

Previous Post

ଆର୍ମି ଭାଇସ୍ ଚିଫ୍ ପଦରେ ଓଡ଼ିଆ ଅଫିସର

Next Post

୨୦୨୨ ମଧ୍ୟଭାଗ ସୁଦ୍ଧା ରାଉରକେଲାରେ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ୍

Next Post
୨୦୨୨ ମଧ୍ୟଭାଗ ସୁଦ୍ଧା ରାଉରକେଲାରେ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ୍

୨୦୨୨ ମଧ୍ୟଭାଗ ସୁଦ୍ଧା ରାଉରକେଲାରେ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA