Saturday, October 25, 2025 11:41 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଘୂର୍ଣ୍ଣିବଳୟ ‘ମନ୍ଥା’ ପାଇଁ ଆଲର୍ଟରେ ନଗର ଉନ୍ନୟନ ବିଭାଗ

by Our Correspondent
25 Oct, 2025- 11:16 PM
in Latest News, News
1 min read
0
ଘୂର୍ଣ୍ଣିବଳୟ ‘ମନ୍ଥା’ ପାଇଁ ଆଲର୍ଟରେ ନଗର ଉନ୍ନୟନ ବିଭାଗ

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ”ମନ୍ଥା” ସମ୍ବାବ୍ଯ ପ୍ରଭାବକୁ ଦୃଷ୍ଟିରେ ରଖି ଗୃହ ଓ ନଗରଉନ୍ନୟନ ବିଭାଗ ରାଜ୍ୟର ସମସ୍ତ ସହରାଞ୍ଚଳରେ ପ୍ରସ୍ତୁତି ବ୍ୟବସ୍ଥା ତ୍ୱରାନ୍ୱିତ କରିଛି।

ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ”ମନ୍ଥା” କୁ ଦୃଷ୍ଟିରେ ରଖି ଜରୁରୀକାଳୀନ କାର୍ଯ୍ୟରେ ଥିବା ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରିଛି ଗୃହ ଓ ନଗରଉନ୍ନୟନ ବିଭାଗ। ଗୃହ ଓ ନଗରଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ସମସ୍ତ ଅଧିକାରୀଙ୍କୁ ସେମାନଙ୍କ ଷ୍ଟେସନ ନ’ଛାଡିବାକୁ ଏବଂ ସମ୍ପୂର୍ଣ୍ଣ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରୀଙ୍କ ପରାମର୍ଶ କ୍ରମେ ବିଭାଗ ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି) କୁ ପ୍ରଭାବୀ ଘୂର୍ଣ୍ଣିବଳୟ ପ୍ରସ୍ତୁତି ଏବଂ ପ୍ରତିକ୍ରିୟା ସୁନିଶ୍ଚିତ କରିବାକୁ ବିସ୍ତୃତ ନିର୍ଦ୍ଦେଶନାମା ଜାରି କରିଛି। ଏ ନେଇ ବିଭାଗୀୟ ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀ ରାଜ୍ୟର ସମସ୍ତ ମହାନଗର ନିଗମର କମିଶନର ଓ ମୁନିସିପାଲିଟି ଏବଂ ଏନ୍ ଏ ସିର କାର୍ଯ୍ୟ ନିର୍ବାହୀ ଅଧିକାରୀ ମାନଙ୍କୁ ପତ୍ର ଲେଖି ବିଭାଗର ନିର୍ଦ୍ଦେଶନାମା ଅନୁଯାୟୀ ସମସ୍ତ ପ୍ରକାର ପ୍ରସ୍ତୁତି କରିବାକୁ ପରାମର୍ଶ ଦେଇଛନ୍ତି l

ସହରାଞ୍ଚଳର ସମସ୍ତ ଜଳାବଦ୍ଧ ଅଞ୍ଚଳ ଚିହ୍ନଟ ଓ ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀକୁ ଆଲର୍ଟ ରଖାଯାଇଥିବା ବେଳେ ରନ୍ଧାଯାଇଥିବା ଖାଦ୍ୟ ଓ ନିରାପଦ ପାନୀୟ ଜଳର ବ୍ୟବସ୍ଥା କରାଯାଉଛି। ଜଳ ଯୋଗାଣ ବ୍ୟବସ୍ଥାକୁ କାର୍ଯ୍ୟକ୍ଷମ ରଖିବା ସହ ଡିଜି ସେଟ୍ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ଉପକରଣର ପ୍ରସ୍ତୁତି ସୁନିଶ୍ଚିତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନାଗରିକଙ୍କ ସୁରକ୍ଷା ଓ କଲ୍ୟାଣ ଆମର ସର୍ବୋଚ୍ଚ ପ୍ରାଥମିକତା ବୋଲି ସେ କହିଛନ୍ତି। ସମସ୍ତ ୟୁଏଲବି କୁ ହାଇ ଆଲର୍ଟରେ ରହିବାକୁ ଏବଂ ତୁରନ୍ତ ପ୍ରତିଷେଧକ ଓ ରିଲିଫ୍ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି l

ବିଭାଗ ପରିସ୍ଥିତିର ନିରନ୍ତର ତଦାରଖ କରିବା ସହ ଠିକ୍ ସମୟରେ ଓ ପ୍ରଭାବଶାଳୀ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ଜରୁରୀକାଳୀନ ଅପରେସନ୍ ସେଣ୍ଟର ସହ ସମନ୍ୱୟ ରକ୍ଷା କରୁଛି।

Previous Post

ନୂଆପଡ଼ାରେ ବିଜେଡିର ଶକ୍ତି ପ୍ରଦର୍ଶନ

Next Post

ସିଇଓଙ୍କୁ ଫେରାଦ ହେଲା ବିଜେଡି, କଂଗ୍ରେସ

Next Post
ସିଇଓଙ୍କୁ ଫେରାଦ ହେଲା ବିଜେଡି, କଂଗ୍ରେସ

ସିଇଓଙ୍କୁ ଫେରାଦ ହେଲା ବିଜେଡି, କଂଗ୍ରେସ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19112 shares
    Share 7645 Tweet 4778
  • ନବୀନ..ନବୀନ, ମୋହନ..ମୋହନ

    16587 shares
    Share 6635 Tweet 4147
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7293 shares
    Share 2917 Tweet 1823
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5802 shares
    Share 2321 Tweet 1451
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5477 shares
    Share 2191 Tweet 1369

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA