Wednesday, March 4, 2026 08:36 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମହିଳାଙ୍କ ପେଟରୁ ବାହାରିଲା ୧୦ କେଜିର ଟ୍ୟୁମର

ସମ୍ କର୍କଟ ବିଭାଗରେ ବିରଳ ଅସ୍ତ୍ରୋପଚାର

by Our Correspondent
20 Jan, 2022- 08:29 PM
in Latest News, News
1 min read
0
ମହିଳାଙ୍କ ପେଟରୁ ବାହାରିଲା ୧୦ କେଜିର ଟ୍ୟୁମର

ଭୁବନେଶ୍ୱର : ଜଣେ ମହିଳାଙ୍କ ପେଟରୁ ୧୦.୫ କେଜି ଓଜନର ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ସମ୍ ହସ୍ପିଟାଲର ସର୍ଜନ । କଳାହାଣ୍ଡି ଅଂଚଳର ୫୦ ବର୍ଷିୀୟା ମହିଳାଙ୍କ ପେଟରେ ଏହି ଟ୍ୟୁମର ସୃଷ୍ଟି ହୋଇଥିବା ବେଳେ ସଫଳତାର ସହ ଏହାକୁ ବାହାର କରିପାରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲର ସର୍ଜିକାଲ ଅଙ୍କୋଲୋଜି ବିଭାଗର ଆସୋସିଏଟ ପ୍ରଫେସର ଡାକ୍ତର ସଂଗ୍ରାମ କେଶରୀ ପଣ୍ଡା ଓ ତାଙ୍କ ଟିମ୍ ।

ଦୀର୍ଘ ଦୁଇ ବର୍ଷ ଧରି ମହିଳା ଜଣଙ୍କର ପେଟ ଅସ୍ୱାଭାବିକ ଭାବେ ଫୁଲି ରହିଥିବା ବେଳେ ସେ ଠିକ୍ ଭାବରେ ଚଲାବୁଲା ମଧ୍ୟ କରି ପାରୁନଥିଲେ । ଅନେକ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ଯାଇ ନିରାଶ ହେବା ପରେ ଶେଷରେ ସମ୍ ହସ୍ପିଟାଲକୁ ଆସି ଡାକ୍ତର ପଣ୍ଡାଙ୍କ ନିକଟରେ ଏହି ମହିଳା ଜଣକ ଚିକିତ୍ସା ଆରମ୍ଭ କରିଥିଲେ ।

ବିଭିନ୍ନ ପରୀକ୍ଷାନିରୀକ୍ଷା ପରେ ମହିଳା ଜଣକ କର୍କଟ ରୋଗରେ ପୀଡିତ ଥିବାର ଜଣାପଡିଥିଲା ଏବଂ ତାଙ୍କ ତଳିପେଟରେ ଏକ ବଡ ଟ୍ୟୁମର ସୃଷ୍ଟି ହୋଇଥିବା ଜଣାପଡିଥିଲା । ଏପରି ସମସ୍ୟାକୁ ଲିୟୋମାୟୋସାରକୋମା କୁହାଯାଏ ବୋଲି ଡାକ୍ତର ପଣ୍ଡା କହିଛନ୍ତି ।

ଏହା ଏକ ବଡ ଟୁ୍ୟମର ଥିଲା ଏବଂ ପେଟ ଭିତରେ ଅନ୍ୟ ଅଙ୍ଗ ଗୁଡିକ ସହ ମଧ୍ୟ ଏହା ଯୋଡ଼ି ହୋଇ ରହିଥଲା । ତେଣୁ ଟ୍ୟୁମରଟିକୁ ଅନ୍ୟ ଅଙ୍ଗ ଗୁଡିକ ଠାରୁ ଅଲଗା କରି ଅସ୍ତ୍ରୋପଚାର ଜରିଆରେ ବାହାର କରିବା ଖୁବ୍ କଷ୍ଟକର ଥିଲା । ତେବୁ ଅତ୍ୟନ୍ତ ଯତ୍ନ ଓ ସତର୍କତାର ସହ ଏହି ଅସ୍ତ୍ରୋପଚାର କରାଯାଇଥିଲା ବୋଲି ଡାକ୍ତର ପଣ୍ଡା କହିଛନ୍ତି ।

ଏଭଳି ସମସ୍ୟା ଆରମ୍ଭରୁ ଜଣାପଡେ ନାହିଁ ଏବଂ ପରବର୍ତୀ ଅବସ୍ଥାରେ ଏହା ଗୁରୁତର ହୋଇ ଉଠିଥାଏ । ତେଣୁ ଆମେ ସଫଳତାର ସହ ଅସ୍ତ୍ରୋପଚାର ସମ୍ପନ୍ନ କରିଛୁ ଏବଂ ରୋଗୀ ଜଣକ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବୋଲି ଡାକ୍ତର ପଣ୍ଡା କହିଛନ୍ତି ।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ଅସ୍ତ୍ରୋପଚାର କରାଯାଇଛି । ଡାକ୍ତର ପଣ୍ଡାଙ୍କ ସମେତ ଅସ୍ତ୍ରୋପଚାର ଟିମରେ ନିଶ୍ଚେତକ ବିଭାଗର ମୁଖ୍ୟ ପ୍ରଫେସର ଶାଶ୍ୱତ ପଟ୍ଟନାୟକ ଓ ସର୍ଜିକାଲ ଅଙ୍କୋଲୋଜି ବିଭାଗର ଡାକ୍ତର ସି. ପ୍ରଥମେଶ ଏବଂ ଡାକ୍ତର କେ. ବିକାଶ ପ୍ରମୁଖ ସାମିଲ୍ ଥିଲେ ।

Previous Post

ମିଶନ ଶକ୍ତି : ମହିଳା ସଶକ୍ତିକରଣର ପ୍ରଶ୍ନ ଓ ପ୍ରସଙ୍ଗ

Next Post

ଅଙ୍ଗଦାନ ଶିବିର ପାଇଁ ଓଡିଶା-ମୋ ପରିବାରର ପ୍ରସ୍ତୁତି ବୈଠକ

Next Post
ଅଙ୍ଗଦାନ ଶିବିର ପାଇଁ ଓଡିଶା-ମୋ ପରିବାରର ପ୍ରସ୍ତୁତି ବୈଠକ

ଅଙ୍ଗଦାନ ଶିବିର ପାଇଁ ଓଡିଶା-ମୋ ପରିବାରର ପ୍ରସ୍ତୁତି ବୈଠକ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19162 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA