Tuesday, May 26, 2026 11:39 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ

ବିଷ୍ଣୁପଦ ସେଠୀ ଗଣଶିକ୍ଷା ସଚିବ

by Our Correspondent
02 Jan, 2022- 09:57 PM
in Latest News, News
1 min read
0
ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ନୂଆବର୍ଷରେ ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍ ସ୍ତରରେ ଆଜି ବଡ଼ ଧରଣର ଅଦଳ ବଦଳ କରିଛନ୍ତି । ତାଲିକାରେ ୧୦ ଅଧିକାରୀଙ୍କ ନାଁ ଅଛି ।

ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱରେ ଥିବା କୃଷି ଉତ୍ପାଦନ କମିଶନର ରାଜ କୁମାର ଶର୍ମାଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ପୂର୍ଣ୍ଣକାଳୀନ ନିଯୁକ୍ତି ଦିଆଯାଇଛି । ଓଡ଼ିଶା ଔଷଧ ନିଗମର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱରେ ମଧ୍ୟ ରହିବେ ।

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରାଙ୍କୁ ଶ୍ରୀ ଶର୍ମାଙ୍କ ସ୍ଥାନରେ କୃଷି ଉତ୍ପାଦନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି । ଏହି ମୂଳ ଦାୟିତ୍ୱ ସହ ସେ ଗୃହ ଏବଂ କୃଷି ବିଭାଗର ଅତିରିକ୍ତ ଦାୟିତ୍ୱ ସମ୍ଭାଳିବେ ।

ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ମଧୁସୂଦନ ପାଢ଼ୀଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି ।

ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ବୁଝୁଥିବା ଏମଏସଏମଇ ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି ।

ଏସଟି ଏବଂ ଏସସି ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ରଞ୍ଜନା ଚୋପ୍ରାଙ୍କୁ ଅତିରିକ୍ତ ଦାୟିତ୍ୱ ଭାବେ ଏମଏସଏମଇ ବିଭାଗ ଦିଆଯାଇଛି ।

ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମାଙ୍କୁ ଇଡକୋ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏବେ ସେ ଏସ.ଡି ଏବଂ ଟି.ଇ ବିଭାଗ ଏବଂ ଇପିକଲ୍ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି ।

ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ ପୂର୍ବପରି ଅତିରିକ୍ତ ଦାୟିତ୍ୱରେ ରହିବେ । ଏଥିସହ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ସମ୍ଭାଳିବେ ।

କୃଷି ବିଭାଗର ପ୍ରମୁଖ ସଚିବ ସୁରେଶ କୁମାର ବଶିଷ୍ଠଙ୍କୁ ସାଧାରଣ ପ୍ରଶାସନ ବିଭାଗରେ ଓଏସଡି ନିଯୁକ୍ତି ଦିଆଯାଇଛି ।

ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସଚିବ ଭାସ୍କରଜ୍ୟୋତି ଶର୍ମାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଶ୍ରୀମତୀ ଅନୁ ଗର୍ଗ ଏହାର ଅତିରିକ୍ତ ଦାୟିତ୍ୱ ବୁଝୁଥିଲେ ।

ଭୂପିନ୍ଦର ସିଂହ ପୁନିଆଙ୍କୁ ଇଡକୋ ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏବେ ସେ ଇପିକଲର ପରିଚାଳନା ନିର୍ଦ୍ଦେଶକ, ଶିଳ୍ୱ ବିଭାଗର ଅତିରିକ୍ତ ସଚିବ, ଇଡକୋର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଏବଂ ଓଡ଼ିଶା ଚଳଚିତ୍ର ଉନ୍ନୟନ ନିଗମର ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱରେ ଅଛନ୍ତି ।

Previous Post

ସ୍ୱାଗତଂ ୨୦୨୨

Next Post

କନିଷ୍ଠ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ଭେଟି

Next Post
କନିଷ୍ଠ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ଭେଟି

କନିଷ୍ଠ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ଭେଟି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA