Friday, April 24, 2026 10:29 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଯୋଗାଣ ବିଭାଗରୁ ହଟିଲେ ବୀର ବିକ୍ରମ

ଆଇଏଏସ୍ ସ୍ତରରେ ଅଦଳବଦଳ

by Our Correspondent
09 Nov, 2024- 07:58 PM
in Latest News, News
1 min read
0
ଯୋଗାଣ ବିଭାଗରୁ ହଟିଲେ ବୀର ବିକ୍ରମ

ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ରାଜ୍ୟ ସରକାର ଆଜି ଏକ ଅଦଳବଦଳ କରିଛନ୍ତି । ଯୋଗାଣ ବିଭାଗରୁ ବୀର ବିକ୍ରମ ଯାଦବଙ୍କୁ ହଟାଯାଇଥିବା ବେଳେ ଶକ୍ତି ବିଭାଗରୁ ହେମନ୍ତ ଶର୍ମାଙ୍କୁ ହଟାଯାଇଛି । ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂଙ୍କୁ ଯୋଗାଣ ବିଭାଗ ଏବଂ ବିଶାଳ କୁମାର ଦେବଙ୍କୁ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

ଲମ୍ବା ସମୟ ଧରି ଯୋଗାଣ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱରେ ଥିଲେ ବୀର ବିକ୍ରମ ଯାଦବ । ନୂଆ ସରକାର ଆସିବା ପରେ ପୂର୍ବ ସରକାର ଅମଳରେ ବର୍ଷ ବର୍ଷ ଧରି ଗୋଟିଏ ବିଭାଗରେ ଗାଦି ମାଡ଼ି ବସିଥିବା ଆଇଏଏସ୍ ଅଧିକାରୀମାନଙ୍କୁ ବଦଳି କରିଥିଲେ । ମାତ୍ର ଶ୍ରୀ ଯାଦବଙ୍କ କ୍ଷେତ୍ରରେ ବ୍ୟତିକ୍ରମ ଦେଖିବାକୁ ମିଳିଥିଲା । ଶେଷରେ ଆଜି ତାଙ୍କର ପାଳି ପଡ଼ିଛି । ତାଙ୍କୁ ହଟାଇ ସେହି ଜାଗାରେ ସଞ୍ଜୟ କୁମାର ସିଂଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି । ଯୋଗାଣ ବିଭାଗର ପ୍ରମୁଖ ସଚିବ ଭାବେ ସେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅତିରିକ୍ତ ଦାୟିତ୍ୱରେ ମଧ୍ୟ ଅଛନ୍ତି ।

ସେହିଭଳି ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱରେ ଥିଲେ ହେମନ୍ତ ଶର୍ମା । ରାଜ୍ୟ ସରକାର ତାଙ୍କୁ ଏହି ଦାୟିତ୍ୱରୁ ହଟାଇ ବିଶାଳ କୁମାର ଦେବଙ୍କୁ ସେଠାରେ ଅତିରିକ୍ତ ନିଯୁକ୍ତି ଦେଇଛନ୍ତି । ଇଲେକଟ୍ରୋନିକ୍ସ ଏବଂ ଆଇଟି ବିଭାଗର ପ୍ରମୁଖ ସଚିବ ଶ୍ରୀ ଦେବ ଓସିଏସିର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱରେ ଅଛନ୍ତି ।

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂଙ୍କୁ ଓଡିଶା ଜଙ୍ଗଲ ଉନ୍ନୟନ ନିଗମର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ପୂର୍ବରୁ ସ୍ୱତନ୍ତ୍ର ରିଲିଫ୍ କମିସନର ଏବଂ ଓସଡମାର ଏମଡି ଭାବେ ମଧ୍ୟ ସେ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି ।

କ୍ରୀଡ଼ା ଏବଂ ଯୁବସେବା ବିଭାଗର ପ୍ରମୁଖ ସଚିବ ଭାସ୍କର ଜ୍ୟୋତି ଶର୍ମାଙ୍କୁ ଓପିଟିସିଏଲର ସିଏମଡି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି ।

କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଗିରୀଶ ଏସ.ଏନଙ୍କୁ ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ କମିସନର ତଥା ସଚିବ ଭାବେ ନିଯୁକ୍ତି ଦିଆଯାଇଛି ।

ପଞ୍ଚାୟତିରାଜ ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାରଙ୍କୁ ହସ୍ତତନ୍ତ, ବୟନ ଏବଂ ହସ୍ତଶିଳ୍ପ ବିଭାଗର କମିସନର ତଥା ସଚିବ ଭାବେ ନିଯୁକ୍ତି ମିଳିଛି । ଅବକାରୀ ବିଭାଗର କମିସନର ତଥା ସଚିବ ଭାବେ ସେ ଅତିରିକ୍ତ ଦାୟିତ୍ୱରେ ରହିବେ । ଓରମାସ୍ ର ସିଇଓ ଭାବେ ସେ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି ।

 

Previous Post

ଓଡ଼ିଶା ସୁନାମରେ କଳଙ୍କ: ବିଜେଡି

Next Post

ଚଳିତ ଶିକ୍ଷାବର୍ଷରୁ ପ୍ରଚଳନ ହେବ ଜାତୀୟ ଶିକ୍ଷାନୀତି ୨୦୨୦

Next Post
ଚଳିତ ଶିକ୍ଷାବର୍ଷରୁ ପ୍ରଚଳନ ହେବ ଜାତୀୟ ଶିକ୍ଷାନୀତି ୨୦୨୦

ଚଳିତ ଶିକ୍ଷାବର୍ଷରୁ ପ୍ରଚଳନ ହେବ ଜାତୀୟ ଶିକ୍ଷାନୀତି ୨୦୨୦

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA