Friday, August 21, 2026 02:19 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମାନସିକ ରୋଗ ଚିକିତ୍ସା: ସମ୍ ରେ ମୋଡିଫାଏଡ୍ ଇସିଟି ସେବା

by Our Correspondent
20 Aug, 2026- 07:38 PM
in Health, Latest News, News
1 min read
0
ମାନସିକ ରୋଗ ଚିକିତ୍ସା: ସମ୍ ରେ ମୋଡିଫାଏଡ୍ ଇସିଟି ସେବା

ଭୁବନେଶ୍ୱର: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ ଫୁଲନଖରାରେ ମାନସିକ ରୋଗ ବିଭାଗ ପକ୍ଷରୁ ଅତ୍ୟାଧୁନିକ ମୋଡିଫାଏଡ୍ ଇଲେକ୍ଟ୍ରୋକନଭଲସିଭ୍ ଥେରାପି (ଇସିଟି) ସେବା ଆରମ୍ଭ କରାଯାଇଛି । ଏହା ଦ୍ୱାରା ଉନ୍ନତ ମାନସିକ ସ୍ୱାସ୍ଥ୍ୟସେବାକୁ ଆହୁରି ସୁଦୃଢ଼ ହୋଇପାରିବ । ହସ୍ପିଟାଲ୍‌ରେ ସ୍କିଜୋଫ୍ରେନିଆରେ ପୀଡ଼ିତ ଜଣେ ରୋଗୀଙ୍କ ଉପରେ ସଫଳତାର ସହ ପ୍ରଥମ ମୋଡିଫାଏଡ୍ ଇସିଟି ପ୍ରୟୋଗ କରାଯିବା ସହ ଏହି ନୂତନ ସେବା ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି ।

ଏହି ଅବସରରେ ମାନସିକ ରୋଗ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ଭବାନୀ ଶଙ୍କର କହିଛନ୍ତି ଯେ, ତୀବ୍ର ମାନସିକ ବିଭ୍ରାଟରେ ଥିବା ରୋଗୀଙ୍କ ପାଇଁ ମୋଡିଫାଏଡ୍ ଇସିଟି ଏକ ଅତ୍ୟନ୍ତ ପ୍ରଭାବଶାଳୀ ଓ ଗୁରୁତ୍ୱପୂର୍ଣ୍ଣ ଚିକିତ୍ସା ପଦ୍ଧତି । ପାରମ୍ପରିକ ଇସିଟି ତୁଳନାରେ ମୋଡିଫାଏଡ୍ ଇସିଟି ସାଧାରଣ ନିଶ୍ଚେତନ ଓ ମାଂସପେଶୀ ଶିଥିଳକରଣ ମାଧ୍ୟମରେ କରାଯାଏ, ଯାହା ରୋଗୀଙ୍କ ସୁରକ୍ଷା ଓ ଆରାମକୁ ଅଧିକ ନିଶ୍ଚିତ କରିଥାଏ ।

ଏହି ସେବାର ସଫଳ ଆରମ୍ଭ ପାଇଁ ମାନସିକ ରୋଗ ଓ ନିଶ୍ଚେତନ ବିଭାଗର ଟିମ୍‌ର ସମନ୍ୱିତ ପ୍ରୟାସକୁ ଡାକ୍ତର ଶଙ୍କର ପ୍ରଶଂସା କରିଥିଲେ । ଏଥିସହ ଆଇଏମ୍‌ଏସ୍ ଆଣ୍ଡ୍ ସମ୍ ହସ୍ପିଟାଲ୍‌-୨ର ଡିନ୍ ପ୍ରଫେସର (ଡାକ୍ତର) ସ୍ନିଗ୍ଧା ପ୍ରଭା ମିଶ୍ର ଓ ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ରାଜେଶ କୁମାର ଲେଙ୍କାଙ୍କ ନିରନ୍ତର ସହଯୋଗ, ନେତୃତ୍ୱ ଓ ମାର୍ଗଦର୍ଶନ ପାଇଁ କୃତଜ୍ଞତା ଜଣାଇଥିଲେ ।

ଏହି ଅବସରରେ ମାନସିକ ରୋଗ ବିଭାଗର ଆସୋସିଏଟ୍ ପ୍ରଫେସର (ଡାକ୍ତର)ଲଗ୍ନଜିତ୍ ଦାଶ କହିଥିଲେ ଯେ, ଏହି ୟୁନିଟ୍ ସଂପୂର୍ଣ୍ଣ ଭାବେ ସୁସଜ୍ଜିତ ହୋଇ କାର୍ଯ୍ୟକ୍ଷମ ହୋଇଛି । ଫଳରେ ଗୁରୁତର ମାନସିକ ରୋଗରେ ପୀଡ଼ିତ ରୋଗୀମାନଙ୍କୁ ଉନ୍ନତ ଚିକିତ୍ସା ଓ ତ୍ୱରିତ ଆରୋଗ୍ୟ ସୁବିଧା ପ୍ରଦାନ କରିବା ସମ୍ଭବ ବୋଲି ଡାକ୍ତର ଦାଶ କହିଥିଲେ ।

Previous Post

ହେବାକୁ ଦେବାନି: ନବୀନ

Next Post

୧୦ମାସର ଶିଶୁ ଖାଦ୍ୟନଳୀରୁ ବାହାରିଲା ଧାତବ ପିନ୍

Next Post
୧୦ମାସର ଶିଶୁ ଖାଦ୍ୟନଳୀରୁ ବାହାରିଲା ଧାତବ ପିନ୍

୧୦ମାସର ଶିଶୁ ଖାଦ୍ୟନଳୀରୁ ବାହାରିଲା ଧାତବ ପିନ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA