Friday, February 20, 2026 05:32 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ନମ୍ବର ୱାନ୍: ଏପଟେ ନବୀନ, ସେପଟେ ମୋଦୀ

ନବୀନଙ୍କ ଶାସନରେ ୭୮% ଲୋକ ସନ୍ତୁଷ୍ଟ

by Our Correspondent
12 Aug, 2022- 09:43 AM
in Latest News, News
1 min read
0
ନମ୍ବର ୱାନ୍: ଏପଟେ ନବୀନ, ସେପଟେ ମୋଦୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ଲଗାତର ପଞ୍ଚମ ଥରର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ଦିନକୁ ଦିନ ଆହୁରି ସୁଦୃଢ଼ ହେଉଛି । ଏବେ ଏବେ ନବୀନଙ୍କ ଶାସନରେ ୭୮ ପ୍ରତିଶତ ଓଡ଼ିଶା ଲୋକ ସନ୍ତୁଷ୍ଟ ଅଛନ୍ତି । ଇଣ୍ଡିଆ ଟୁଡେ ପକ୍ଷରୁ କରାଯାଇଥିବା ‘ମୁଡ୍ ଅଫ ଦି ନେସନ ପୋଲ୍’ ସର୍ଭେରୁ ଏହା ଜଣାପଡ଼ିଛି । ‘ନିଜ ମୁଖ୍ୟମନ୍ତ୍ରୀଙ୍କୁ ନେଇ ସନ୍ତୁଷ୍ଟ’ ବର୍ଗରେ ନବୀନ ପଟ୍ଟନାୟକ ଶୀର୍ଷରେ ଅଛନ୍ତି । ସେହିଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଲୋକପ୍ରିୟତା ଅତୁଟ ଅଛି । ବିରୋଧୀ ଦଳ ନେତାଙ୍କ ତୁଳନାରେ ତାଙ୍କର ଲୋକପ୍ରିୟତା ଢ଼େର୍ ଆଗରେ ରହିଛି ।

‘ନିଜ ମୁଖ୍ୟମନ୍ତ୍ରୀଙ୍କୁ ନେଇ ସନ୍ତୁଷ୍ଟ’ ବର୍ଗରେ ୭୮ ପ୍ରତିଶତ ଲୋକଙ୍କ ସମର୍ଥନ ସହ ନବୀନ ପଟ୍ଟନାୟକ ଏକ ନମ୍ବରରେ ଥିବା ବେଳେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଦ୍ୱିତୀୟ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ୍ ତୃତୀୟ ସ୍ଥାନରେ ଅଛନ୍ତି । ହିମନ୍ତଙ୍କ ଉପରେ ୬୩ ପ୍ରତିଶତ ଲୋକ ସନ୍ତୁଷ୍ଟ ଥିବା ବେଳେ ଷ୍ଟାଲିନ୍ ଙ୍କ ଉପରେ ୬୧ ପ୍ରତିଶତ ଲୋକ ସନ୍ତୁଷ୍ଟ ଅଛନ୍ତି । ତେବେ ସର୍ଭେ ରିପୋର୍ଟ ଅନୁଯାୟୀ, ସାରା ଦେଶରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଲୋକପ୍ରିୟତା ଶୀର୍ଷରେ ଅଛି । ତାଙ୍କ ପଛକୁ ଅଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ଏବଂ ତୃତୀୟ ସ୍ଥାନରେ ଅଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।
ପ୍ରଧାନମନ୍ତ୍ରୀ ପଦ ପାଇଁ ମୋଦୀଙ୍କୁ ୫୩ ପ୍ରତିଶତ ଲୋକ ଉପଯୁକ୍ତ ବୋଲି ଭାବିଛନ୍ତି । ରାହୁଲ ଗାନ୍ଧୀଙ୍କୁ ୯ ପ୍ରତିଶତ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଶ୍ରୀ କେଜ୍ରିୱାଲଙ୍କୁ ୭ ପ୍ରତିଶତ ଲୋକ ପ୍ରଧାନମନ୍ତ୍ରୀ ଆସନରେ ଦେଖିବାକୁ ଚାହୁଁଛନ୍ତି ।

ଅଗଷ୍ଟ ୧ ତାରିଖରେ ନିର୍ବାଚନ ହୋଇଥିଲେ କାହାକୁ କେତେ ଆସନ ମିଳିଥାନ୍ତା? ସର୍ଭେରେ କୁହାଯାଇଛି, ୫୦୩ ଲୋକସଭା ଆସନ ମଧ୍ୟରୁ ଏନଡିଏ ୩୦୭ ଆସନରେ ଜିତିଥାନ୍ତା । ୟୁପିଏ ୧୨୫ ଟି ଆସନରେ ଏବଂ ଅନ୍ୟ ଦଳଗୁଡ଼ିକ ୧୧୧ ଆସନରେ ଜିତିଥାନ୍ତେ । ତେବେ ବିହାରରେ ନୀତୀଶ କୁମାର ବିଜେପି ହାତ ଛାଡ଼ିବା ଘଟଣା ଏନଡିଏ ପାଇଁ ମହଙ୍ଗା ସାବ୍ୟସ୍ତ ହେବ ବୋଲି ସର୍ଭେରେ କୁହାଯାଇଛି । ବିହାର ରାଜନୈତିକ ଦୃଶ୍ୟପଟ ପରିବର୍ତ୍ତ ପରିପ୍ରେକ୍ଷୀରେ ଏବେ ନିର୍ବାଚନ ହେଲେ ଏନଡିଏ ସିଧାସଳଖ ୨୧ଟି ଆସନ ହରାଇବ । ନୂଆ ସମୀକରଣରେ ଏନଡିଏକୁ ୨୮୬ ଟି ଆସନ ଏବଂ ୟୁପିଏକୁ ୧୪୬ ଆସନ ମିଳିବ ।

କୋଭିଡ ମହାମାରୀ ମୁକାବିଲା ଏବଂ ୩୭୦ ଧାରା ଉଚ୍ଛେଦକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସଫଳତା ଭାବେ ଭୋଟର ଦର୍ଶାଇଥିବା ବେଳେ ଦରଦାମ ବୃଦ୍ଧି ଓ ବେକାରୀ ସମସ୍ୟାକୁ ମୋଦୀଙ୍କ ବଡ଼ ବିଫତା ବୋଲି ଦାୟୀ କରିଛନ୍ତି ।

Previous Post

ଓଡ଼ିଶାବାସୀଙ୍କୁ ମାଗଣାରେ ଜାତୀୟ ପତାକା

Next Post

ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀ

Next Post
ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀ

ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA