Tuesday, March 17, 2026 01:42 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ୍

ଆଗାମୀ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୮.୫% ଆକଳନ

by Our Correspondent
08 Feb, 2024- 08:06 PM
in Latest News, News
1 min read
0
୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ୍

ଭୁବନେଶ୍ୱର: ଆଜି ବିଧାନସଭାରେ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ୍ ଆସିଛି । ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ ଏହାକୁ ଗୃହରେ ଉପସ୍ଥାପିତ କରିଛନ୍ତି । ଓଡ଼ିଶା ଏବେ ୧ ଶହ ବିଲିୟନ ଡଲାରରୁ ଅଧିକ ଅର୍ଥନୀତିରେ ପରିଣତ ହୋଇଛି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଚଳିତବର୍ଷ ଅଭିବୃଦ୍ଧି ହାର ରହିଛି ୭.୨୫% । ଏହା ଜାତୀୟ ହାରଠାରୁ ୧% ଅଧିକ । ଆଗାମୀ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୮.୫% ଆକଳନ କରାଯାଇଛି ।

୨୦୨୩-୨୪ ରେ ରାଜସ୍ୱ ବଳକା ପରିମାଣ ୨୨ ହଜାର ୪୧୧ କୋଟି ଆକଳନ କରାଯାଇଛି । ମୋଟ ରାଜସ୍ୱ ବ୍ୟୟ ୧ ଲକ୍ଷ ୬୩ ହଜାର ୮୯ କୋଟି ଆକଳନ । ସଂଶୋଧିତ ଆକଳନ ଅନୁସାରେ ୨୨, ୪୧୧ କୋଟି ରାଜସ୍ୱ ବଳକା ଆକଳନ କରାଯାଇଛି ।

ବଜେଟ୍ ଭାଷଣର ମୁଖ୍ୟାଂଶ:

-ଧାନ ମୂଲ୍ୟ ସଠିକ ସମୟରେ ପ୍ରଦାନ ପାଇଁ ୨ ହଜାର କୋଟିର ରିଭଲ୍ ଭିଂ ଫଣ୍ଡ

-ଆଗାମୀ ୫ ବର୍ଷରେ ୧୮୫୮ ସ୍ୱାସ୍ଥ୍ୟକେନ୍ଦ୍ରର ରୂପାନ୍ତରଣ

– ରୂପାନ୍ତରଣ ପାଇଁ ୫ ବର୍ଷରେ ୩୩୮୯ କୋଟି ବ୍ୟୟ କରାଯିବ

-ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୫୪୫୦ କୋଟିର ବ୍ୟୟବରାଦ

-ଆମ ଓଡ଼ିଶା ନବୀନ ଓଡ଼ିଶାରେ ୪ ହଜାର କୋଟିରୁ ଅଧିକ ବ୍ୟୟ ଯୋଜନା

-କୃଷି ପାଇଁ ବଜେଟରେ ୨୮ ହଜାର ୯୪୪ କୋଟିର ବ୍ୟୟବରାଦ

-୫୩ ଲକ୍ଷ ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ ଭତ୍ତା ପାଇଁ ୩୯୮୦ କୋଟି

-ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୨୯ କୋଟି

-ନୂଆ-ଓ କାର୍ଯ୍ୟକ୍ରମ ପାଇଁ ୩ ବର୍ଷରେ ଖର୍ଚ୍ଚ ହେବ ୩୮୫ କୋଟି

-ସଡ଼କ, ସେତୁ, ଏୟାରପୋର୍ଟ, ରେଲୱେ ବିକାଶ ପାଇଁ ୨୧ ହଜାର କୋଟି

-ଲକ୍ଷ୍ମୀ ଯୋଜନାରେ ମୋଟ ୧୭୪୫ ଟି ବସ୍ ଚଳାଚଳ କରିବାକୁ ଲକ୍ଷ୍ୟ

– ଲକ୍ଷ୍ମୀ ଯୋଜନାରେ ଆଉ ୧୧୯୧ କୋଟିର ବ୍ୟୟ ବରାଦ

-ଭୁବନେଶ୍ୱର-ତ୍ରିଶୂଳିଆ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୨୦୨୪-୨୫ ଆର୍ଥିକ ବର୍ଷରେ ୧ ହଜାର କୋଟି ବ୍ୟୟବରାଦ

-ରାଜ୍ୟର ଅନ୍ୟ ରେଳ ପ୍ରକଳ୍ପ ପାଇଁ ୭୦୦ କୋଟିର ବ୍ୟବସ୍ଥା

Previous Post

ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି

Next Post

ଅଭଦ୍ରାମୀର ସୀମା ଟପିଲେ ବିଜେପି ନେତା ସଜ୍ଜନ ଶର୍ମା!

Next Post
ଅଭଦ୍ରାମୀର ସୀମା ଟପିଲେ ବିଜେପି ନେତା ସଜ୍ଜନ ଶର୍ମା!

ଅଭଦ୍ରାମୀର ସୀମା ଟପିଲେ ବିଜେପି ନେତା ସଜ୍ଜନ ଶର୍ମା!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19165 shares
    Share 7666 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA