Sunday, June 15, 2025 11:30 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News

କିଟରେ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ବାଇଲାଟେରାଲ୍‍ କ୍ରିକେଟ ଶୃଙ୍ଖଳା ଉଦ୍‍ଘାଟିତ

by Our Correspondent
03 Dec, 2024- 11:13 PM
in News, Sports
1 min read
0
କିଟରେ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ବାଇଲାଟେରାଲ୍‍ କ୍ରିକେଟ ଶୃଙ୍ଖଳା ଉଦ୍‍ଘାଟିତ

ଭୁବନେଶ୍ୱର,୨/୧୨: କିଟ୍‍ କ୍ରିକେଟ୍‍ ଷ୍ଟାଡିୟମରେ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ବାଇଲାଟେରାଲ୍‍ କ୍ରିକେଟ୍‍ ଶୃଙ୍ଖଳା ସୋମବାର ଉଦ୍‍ଘାଟିତ ହୋଇଯାଇଛି । ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ, କିଟ୍‍ ବିଶ୍ୱବିଦ୍ୟାଳୟ ଓ ଓଡ଼ିଶା କ୍ରିକେଟ ଆସୋସିଏସନ୍‍ ମିଳିତ ଆନୁକୂଲ୍ୟରେ ହେଉଥିବା ଏହି କ୍ରିକେଟ୍‍ ଶୃଙ୍ଖଳାକୁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଦ୍‍ଘାଟନ କରିଥିଲେ । ପ୍ରଥମ ଥର ଲାଗି କିଟ୍‍ ବିଶ୍ୱବିଦ୍ୟାଳୟରେ ଏଭଳି ବାଇଲାଟେରାଲ୍‍ କ୍ରିକେଟ୍‍ ଶୃଙ୍ଖଳା ଆୟୋଜିତ ହେଉଥିବା ବେଳେ ଏଥିରେ ଭାରତ ଓ ଅଷ୍ଟ୍ରେଲିଆ ଯୋଗ ଦେଇଛନ୍ତି । ଭାରତର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ଅଷ୍ଟ୍ରେଲିଆର ବିଭିନ୍ନ ବିଶ୍ୱବିଦ୍ୟାଳୟରୁ ବଛାବଛା ଖେଳାଳିମାନେ ଏଥିରେ ଅଂଶଗ୍ରହଣ କରିଛନ୍ତି । ଶୃଙ୍ଖଳାରେ ଡିସେମ୍ବର ୨ ଓ ୩ ତାରିଖରେ ତିନୋଟି ଟି-୨୦ ମ୍ୟାଚ୍‍ ଖେଳାଯିବାକୁ ଥିବାବେଳେ ଡିସେମ୍ବର ୫ ତାରିଖରେ ୫୦ ଓଭର ବିଶିଷ୍ଟ ଗୋଟିଏ ଦିନିକିଆ ମ୍ୟାଚ୍‍ ଖେଳାଯିବ । କିଟ୍‍ ପକ୍ଷରୁ ସମସ୍ତ ଖେଳାଳି, କୋଚ ଓ ଅଫିସିଆଲ୍‍ଙ୍କ ରହିବା ଓ ଆତିଥ୍ୟ ପ୍ରଦାନ କରାଯାଉଛି ।

ଉଦ୍‍ଘାଟନୀ କାର୍ଯ୍ୟକ୍ରମରେ ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘର କ୍ରୀଡ଼ା ଯୁଗ୍ମ ସମ୍ପାଦକ ପ୍ରଫେସର ବଲଜିତ୍‍ ସିଂହ ଶେଖାଓଁ, ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ସଂଘର କାର୍ଯ୍ୟକାରିଣୀ ସଦସ୍ୟ ତଥା ଅଷ୍ଟ୍ରେଲିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଚେୟାର ଡାଭିଡ୍‍ ଆଣ୍ଟନ ସମୁଡ୍‍ ଓ କିଟ୍‍ କ୍ରୀଡ଼ା ମହାନିର୍ଦ୍ଦେଶକ ଡ. ଗଗନେନ୍ଦୁ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।

ସୋମବାର ଭାରତ ଟସ୍‍ ଜିଣି ପ୍ରଥମେ ଫିଲ୍‍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୧୯.୪ ଓଭରରେ ୧୪୯ ରନ୍‍ ସଂଗ୍ରହ କରିଥିବା ବେଳେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୭ ୱିକେଟ ବିନିମୟରେ ୧୪୪ ରନ୍‍ ସଂଗ୍ରହ କରିବାକୁ ସକ୍ଷମ ହୋଇଥିଲା । ଏହି ମ୍ୟାଚରେ ଅଷ୍ଟ୍ରେଲିଆ ୫ ରନ୍‍ରେ ବିଜୟୀ ହୋଇଥିଲା । ଅଷ୍ଟ୍ରେଲିଆ ଦଳର ଅଧିନାୟକ କାଭି ସାଇନିଙ୍କୁ ମ୍ୟାନ୍‍ ଅଫ୍‍ ଦି ମ୍ୟାଚ୍‍ ଘୋଷଣା କରାଯାଇଥିଲା । ଆସନ୍ତା କାଲି ଉଭୟ ଦଳ ମଧ୍ୟରେ ୨ଟି ମ୍ୟାଚ୍‍ ଅନୁଷ୍ଠିତ ହେବ । ସକାଳ ୯.୩୦ ଓ ସନ୍ଧ୍ୟା ୫ଟା ୩୦ ମିନିଟ୍‍ରେ ଗୋଟିଏ ଲେଖାଏଁ ଟି-୨୦ ମ୍ୟାଚ୍‍ ଖେଳାଯିବ ।

Previous Post

ନିଜ ବାସଭବନରେ ଦିବ୍ୟାଙ୍ଗମାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

Next Post

ଆଉ କେବେ ବୁଝିବେ ନବୀନ?

Next Post
ଆଉ କେବେ ବୁଝିବେ ନବୀନ?

ଆଉ କେବେ ବୁଝିବେ ନବୀନ?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19058 shares
    Share 7623 Tweet 4765
  • ନବୀନ..ନବୀନ, ମୋହନ..ମୋହନ

    16582 shares
    Share 6633 Tweet 4146
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7287 shares
    Share 2915 Tweet 1822
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5779 shares
    Share 2312 Tweet 1445
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5464 shares
    Share 2186 Tweet 1366

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA