Monday, May 11, 2026 06:20 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଆଇଟିଇଆରର ପୁରାତନ ଛାତ୍ର ତଥା ଓଡ଼ିଶା ସୋସାଇଟି ଅଫ୍ ୟୁକେର ସମ୍ପାଦକ

by Our Correspondent
29 Apr, 2025- 08:59 PM
in Latest News, News
1 min read
0
ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଆଇଟିଇଆରର ପୁରାତନ ଛାତ୍ର ତଥା ଓଡ଼ିଶା ସୋସାଇଟି ଅଫ୍ ୟୁକେର ସମ୍ପାଦକ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ମଙ୍ଗଳବାର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ବିଶ୍ୱବିଦ୍ୟାଳୟ ଅଧିନସ୍ଥ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ୨୦୧୦ ବ୍ୟାଚର ଛାତ୍ର ତଥା ରାଇଡ୍‌ସ୍କାନ୍‌, ୟୁନାଇଟେଡ୍ କିଙ୍ଗଡମ୍‌ର ସହ-ପ୍ରତିଷ୍ଠାତା ଶ୍ରୀ ଲୋହିତ କୁମାର ଦାସ ।

ଶ୍ରୀ ଦାସ ପୂର୍ବରୁ ୱିପ୍ରୋରେ କାର୍ଯ୍ୟରତ ରହିସାରିଥିବା ବେଳେ ଲଣ୍ଡନ୍ ବିଜିନେସ୍ ସ୍କୁଲରୁ ଏମ୍‌ବିଏ ମଧ୍ୟ କରିଛନ୍ତି । ସେହିପରି ସେ ଉଭୟ ୟୁକେ ଏବଂ ଭାରତରେ କାର୍ଯ୍ୟକ୍ରମ ଥିବା ଏକ ଏଆଇ ଆନାଲିଟିକ୍ସ କମ୍ପାନୀରେ ମଧ୍ୟ ଆଂଚଳିକ ନିର୍ଦ୍ଦେଶକ ଭାବେ କାର୍ଯ୍ୟ ତୁଲାଇଛନ୍ତି । ସେ ଆର୍ଟିଫିସିଆଲ୍ ଇନ୍‌ଟେଲିଜେନ୍ସର ନୈତିକତା ଓ ସୁରକ୍ଷାକୁ ଗୁରୁତ୍ୱ ରଖି ଏକ ଏଆଇ ରୋବୋଟିକ୍ସ କମ୍ପାନୀ ମଧ୍ୟ ଆରମ୍ଭ କରିଛନ୍ତି ।

ବର୍ତମାନ ଶ୍ରୀ ଦାସ ଓଡ଼ିଶା ସୋସାଇଟି ଅଫ୍ ୟୁକେର ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟ ତୁଲାଇବା ସହ ବିଭିନ୍ନ ମାନସିକ ସ୍ୱାସ୍ଥ୍ୟ ସଚେତନତାମୂଳକ କାର୍ଯ୍ୟକ୍ରମ ମଧ୍ୟ ହାତକୁ ନେଇଛନ୍ତି ।

ପ୍ରଫେସର ନାୟକଙ୍କ ସହିତ ସାକ୍ଷାତ ସମୟରେ ସାରା ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଥିବା ସୋଆର ପୁର୍ବତନ ଛାତ୍ରଛାତ୍ରୀମାନଙ୍କୁ କିଭଳି ଅଧିକ ମାତ୍ରାରେ ଏକତ୍ରିତ କରାଯାଇ ପାରିବ ସେ ସମ୍ପର୍କରେ ଶ୍ରୀ ଦାସ ଆଲୋଚନା କରିଥିଲେ । ସେହିପରି ସୋଆର ଛାତ୍ରଛାତ୍ରୀମାନଙ୍କୁ ଅଧିକ ମାତ୍ରାରେ ସ୍ୱାବଲମ୍ବୀ ହେବା କ୍ଷେତ୍ରରେ କିଭଳି ଅଧିକ ଗୁରୁତ୍ୱ ଦିଆଯାଇ ପାରିବ ସେ ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ । ଏହି ଅବସରରେ ସୋଆର କର୍ପୋରେଟ ରିଲେସନ୍ସ ଆଣ୍ଡ ପ୍ଲେସ୍‌ମେଂଟ ଡିନ୍ ଡକ୍ଟର ରାଜ କୁମାର ହୋତା ଉପସ୍ଥିତ ଥିଲେ ।

Previous Post

ପିଲାମାନଙ୍କ ଶିକ୍ଷା ପାଇଁ ‘ଯାଦୁପେଡି’

Next Post

ତୃଣମୂଳସ୍ତରରେ ଭଲିବଲର ବିକାଶ ନେଇ କିସ୍‍ ଓ ଏଫ୍‍ଆଇଭିବି ଆଲୋଚନା

Next Post
ତୃଣମୂଳସ୍ତରରେ ଭଲିବଲର ବିକାଶ ନେଇ କିସ୍‍ ଓ ଏଫ୍‍ଆଇଭିବି ଆଲୋଚନା

ତୃଣମୂଳସ୍ତରରେ ଭଲିବଲର ବିକାଶ ନେଇ କିସ୍‍ ଓ ଏଫ୍‍ଆଇଭିବି ଆଲୋଚନା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA