Sunday, June 28, 2026 09:39 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଜାତି ନନ୍ଦିଘୋଷ କନକ୍ଲେଭ୍ ରେ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନ

କରୋନା ସମୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ

by Our Correspondent
15 Feb, 2021- 09:45 AM
in Latest News, Media, News
1 min read
0
ଜାତି ନନ୍ଦିଘୋଷ କନକ୍ଲେଭ୍ ରେ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନ

ଭୁୁବନେଶ୍ୱର: କରୋନା ମହାମାରୀ ସମୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ୪ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ‘ଜାତି ନନ୍ଦିେଘୋଷ ସମ୍ମାନ’ ପ୍ରଦାନ କରାଯାଇଛି । ସେମାନେ ହେଲେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡ. ମନୋଜ ନାୟକ, ଓଡ଼ିଶା- ମୋ ପରିବାର ଆବାହକ ଅରୁପ ପଟ୍ଟନାୟକ, ଅଗ୍ନିଶମ ଡିଜି ସତ୍ୟଜିତ୍ ମହାନ୍ତି ଏବଂ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ଓଡ଼ିଆ ନ୍ୟୁଜ୍ ଚାନେଲ୍ ନନ୍ଦିଘୋଷ ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଏହି ବିଶିଷ୍ଟ ବ୍ୟକ୍ତିମାନଙ୍କୁ ସମ୍ମାନିତ କରାଯାଇଥିଲା । ପ୍ରଫେସର ନାୟକଙ୍କ ପକ୍ଷରୁ ସୋଆର ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଏହି ପୁରସ୍କାର ଗ୍ରହଣ କରିଥିଲେ ।

ଏମାନଙ୍କ ବ୍ୟତୀତ ଅଭିନେତା ସବ୍ୟସାଚୀ ମିଶ୍ର, ଜୟ ଓଡ଼ିଶାର ସଭାପତି ଶ୍ରୀ ରୁଦ୍ର ନାରାୟଣ ସାମନ୍ତରାୟ, ସିରାଜୁଦ୍ଦିନ କମ୍ପାନୀ ପ୍ରାଇଭେଟ୍ ଲିମିଟେଡର ଅଧ୍ୟକ୍ଷ ମହମ୍ମଦ ୟୁଶା ସିରାଜୁଦ୍ଦିନ, ଏସ୍‌ଏନ୍‌ ମହାନ୍ତି ଗ୍ରୁପ୍‌ର ଏମ୍‌ଡି ଶ୍ରୀ ପ୍ରବୋଧ ମହାନ୍ତି, ଫାଲକନ ମେରାଇନ ଏକ୍ସପର୍ଟ ଲିମିଟେଡର ଏମ୍‌ଡି ଶ୍ରୀ ତାରା ପ୍ରସାଦ ପଟ୍ଟନାୟକ, ଅଭିନେତ୍ରୀ ବିଜୟଲକ୍ଷ୍ମୀ ପ୍ରହରାଜ, ବାର୍କର ଯୁବ ବୈଜ୍ଞାନିକ ଶ୍ରୀ ଓମ୍ ବିବର୍ତ୍ତ, ଐତିହାସିକ ଶ୍ରୀ ଅନୀଲ ଧୀର, ଟ୍ୱିଟର ଗାର୍ଲ ଚାରୁବାଳା ବାରିକ, ଐତିହ୍ୟ କର୍ମୀ ଶ୍ରୀ ପ୍ରତୀକ ପଟ୍ଟନାୟକ ଓ ଉତ୍କଳିକା କତାରଙ୍କୁ ମଧ୍ୟ ଏହି ସମ୍ମାନ ରେ ସମ୍ମାନିତ କରାଯାଇଛି ।

ନନ୍ଦିଘୋଷ ଟିଭିର ବର୍ଷ ପୂର୍ତ୍ତି ଅବସରରେ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ‘ନନ୍ଦିଘୋଷ ଟଭି ଏକ ନିରପେକ୍ଷ ଓ ଦାୟିତ୍ୱବାନ ଗଣମାଧ୍ୟମ ଭାବେ ସଫଳତାର ସହ କାମ କରିଚାଲିଛି । ଓଡ଼ିଆ ମିଡିଆ ଜଗତରେ ନିଜ ସ୍ଥିତି ମଜବୁତ୍ କରିପାରିଛି । ଗଣତନ୍ତ୍ରରେ ମିଡିଆର ସବୁଠାରୁ ବଡ଼ ଦାୟିତ୍ୱ ହେଲା ସାଧାରଣ ଲୋକଙ୍କ ସ୍ୱାର୍ଥର ସୁରକ୍ଷା କରିବା । ଲୋକଙ୍କ ସମସ୍ୟା ସମ୍ପର୍କରେ ସଚେତନତା ସୃଷ୍ଟି କରିବା । ଏହି ଚ୍ୟାନେଲ ର ୧ ବର୍ଷ ପୂର୍ତ୍ତି ହୋଇ ଥିବାରୁ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ।  ଏହା ସହିତ ଚ୍ୟାନେଲ ଅତିରଞ୍ଜିତ ଖବରଠାରୁ ଦୂରରେ ରହିବ, ଅପପ୍ରଚାର ବିରୋଧରେ ଲଢ଼େଇ କରିବ ଏଵଂ ଓଡ଼ିଶା ଏବଂ ଓଡ଼ିଆଙ୍କ ସ୍ୱାର୍ଥ ବିଷୟରେ ସଚେତନତା ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।

Previous Post

ଆନ୍ଧ୍ର ଷଡ଼ଯନ୍ତ୍ର ସଫଳ: ଓଡ଼ିଶାରେ ପଶି ପଞ୍ଚାୟତ ନିର୍ବାଚନ କଲେ

Next Post

ଜୁନ୍ ୧ ରୁ ଶ୍ରୀମନ୍ଦିର ଐତିହ୍ୟ କରିଡର କାର୍ଯ୍ୟ

Next Post
ଜୁନ୍ ୧ ରୁ ଶ୍ରୀମନ୍ଦିର ଐତିହ୍ୟ କରିଡର କାର୍ଯ୍ୟ

ଜୁନ୍ ୧ ରୁ ଶ୍ରୀମନ୍ଦିର ଐତିହ୍ୟ କରିଡର କାର୍ଯ୍ୟ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA