Wednesday, April 22, 2026 12:54 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ

by Our Correspondent
28 Sep, 2022- 11:45 PM
in Latest News, News
1 min read
0
ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ

ଭୁୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପତ୍ନୀ, ପୂର୍ବତନ ସାଂସଦ ତଥା ବିଶିଷ୍ଟ ସାହିତ୍ୟିକା ଜୟନ୍ତୀ ପଟ୍ଟନାୟକ ଆଉ ନାହାନ୍ତି । ୯୦ ବର୍ଷ ବୟସରେ ସେ ଆଖି ବୁଜି ଦେଇଛନ୍ତି । ବାର୍ଦ୍ଧକ୍ୟ ଜନିତ ରୋଗରେ ସେ ଦୀର୍ଘ ଦିନ ଧରି ପୀଡ଼ିତ ଥିଲେ । ଆଜି ସଂଧ୍ୟାରେ ତାଙ୍କର ସ୍ୱାସ୍ଥ୍ୟ ଗୁରୁତର ହୋଇପଡ଼ିବାରୁ ଗଙ୍ଗନଗରରେ ଥିବା ଏକ ଘରୋଇ ହସ୍ପିଟାଲ୍ ରେ ଭର୍ତ୍ତି କରାଯାଇଥିଲା । ମାତ୍ର ଡାକ୍ତରଙ୍କ ସମସ୍ତ ଉଦ୍ୟମ ସତ୍ତ୍ୱେ ସେ ବଞ୍ଚିପାରି ନ ଥିଲେ । ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।

୧୯୩୨ ମସିହା ଏପ୍ରିଲ ୭ ତାରିଖରେ ଗଞ୍ଜାମ ଜିଲ୍ଲା ଆସ୍କାରେ ଜନ୍ମଗ୍ରହଣ କରିଥିଲେ ଜୟନ୍ତୀ ପଟ୍ଟନାୟକ । ତାଙ୍କର ପିତା ଥିଲେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନିରଞ୍ଜନ ପଟ୍ଟନାୟକ । କଟକ ଶୈଳବାଳା ମହିଳା କଲେଜରୁ ଦର୍ଶନ ଓ ସଂସ୍କୃତିରେ ସେ ସ୍ନାତକ ଡିଗ୍ରୀ ହାସଲ କରିବା ପରେ ବମ୍ବେ ଟାଟା ଇନଷ୍ଟିଚ୍ୟୁଟ୍ ଅଫ ସୋସିଆଲ୍ ସାଇନ୍ସର ସମାଜ ବିଜ୍ଞାନରେ ଏମଏ ପାସ୍ କରିଥିଲେ । ୧୯୫୩ ମସିହାରେ ଜାନକୀ ବାବୁଙ୍କ ସହ ତାଙ୍କର ବିବାହ ହୋଇଥିଲା । ସାହିତ୍ୟ ଓ ସମାଜ ସେବାରେ ନିଜକୁ ବ୍ରତୀ କରିଥିଲେ ।

୧୯୮୦ ମସିହାରେ ସେ ରାଜନୀତିରେ ପ୍ରବେଶ କରିଥିଲେ ଏବଂ କଟକ ଲୋକସଭା ଆସନରୁ ଲାଗ ଲାଗ ଦୁଇଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ୧୯୯୬ ମସିହାରେ ରାଜ୍ୟସଭାକୁ ଏବଂ ୧୯୯୮ ମସିହାରେ ବ୍ରହ୍ମପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ । ସେ ଜାତୀୟ ମହିଳା କମିସନର ପ୍ରଥମ ଅଧ୍ୟକ୍ଷା(୧୯୯୨-୧୯୯୫) ଥିଲେ ।

କେବଳ ରାଜନୀତି ଓ ସମାଜସେବା ନୁହେଁ, ଜଣେ ସୁସାହିତ୍ୟିକା ଓ ଅନୁବାଦିକା ଥିଲେ । ମହାଭାରତ କାହାଣୀ ଏବଂ ଜେ ଏମ ମୁନସୀଙ୍କ କୃଷ୍ଣବତାରର ଓଡ଼ିଆ ଅନୁବାଦ ତାଙ୍କର ଶ୍ରେଷ୍ଠ କୃତୀ ।

ତାଙ୍କର ଏକମାତ୍ର ପୁଅ ପୃଥ୍ୱୀବଲ୍ଲଭ ଓ ଦୁଇ ଝିଅ ଅଛନ୍ତି ।

ଶ୍ରୀମତୀ ପଟ୍ଟନାୟକଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକପ୍ରକାଶ କରିଛନ୍ତି । ତାଙ୍କର ଶେଷଦର୍ଶନ ପାଇଁ ଫରେଷ୍ଟ ପାର୍କସ୍ଥିତ ବାସଭବନରେ ଭିଡ଼ ହୋଇଛି । ଆସନ୍ତାକାଲି ଅପରାହ୍ନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି ।

Previous Post

ମୃତ ଦିନ ମଜୁରିଆ ମହିଳାଙ୍କ ଚକ୍ଷୁ ଦାନ କଲେ ପରିବାରବର୍ଗ

Next Post

ନବୀନଙ୍କ ନାଁ ନେଲେନି ନଡ୍ଡା

Next Post
ନବୀନଙ୍କ ନାଁ ନେଲେନି ନଡ୍ଡା

ନବୀନଙ୍କ ନାଁ ନେଲେନି ନଡ୍ଡା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA